ମୋହନାରେ ବିଜେଡି ପ୍ରାର୍ଥୀ ଆଗୁଆ

ମୋହନା,୨୩।୫(ଡି.ଏନ୍‌.ଏ.)- ଗଜପତି ଜିଲା ମୋହନା ନିର୍ବାଚନ ମଣ୍ଡଳୀରେ ୮ମ ରାଉଣ୍ଡ ଭୋଟ ଗଣତି ସୁଦ୍ଧା ବିଜେଡି ପ୍ରାର୍ଥୀ ପୂର୍ଣ୍ଣବାସୀ ନାୟକ ୧୪,୬୨୭ ଭୋଟ ପାଇ ଆଗୁଆ ଅଛନ୍ତି।…

ବିଭୂତି ପ୍ରଧାନ ୧୪୦୪ ଭୋଟରେ ଆଗୁଆ

କାମାକ୍ଷାନଗର, ୨୩ା୫(ଡି.ଏନ୍‌.ଏ.)-ପରଜଙ୍ଗ ବିଧାନସଭା ଆସନରେ ୧୯ ରାଉଣ୍ଡ ଶେଷ ସୁଦ୍ଧା ଭାଜପା ପ୍ରାର୍ଥୀ ବିଭୂତି ପ୍ରଧାନ ଆଗରେ ରହିଛନ୍ତି। ସେ ୪୪,୮୫୩ ଭୋଟ ପାଇଛନ୍ତି। ତାଙ୍କ ପଛକୁ…

ପ୍ରଫୁଲ୍ଲ ମଲ୍ଲିକ ୮୫୩୪ ଭୋଟରେ ଆଗୁଆ

କାମାକ୍ଷାନଗର, ୨୩ା୫(ଡି.ଏନ୍‌.ଏ.)-କାମାକ୍ଷାନଗର ବିଧାନସଭା ନିର୍ବାଚନ ମଣ୍ଡଳୀରେ ୧୬ତମ ରାଉଣ୍ଡ ଫଳାଫଳ ପଦାକୁ ଆସିଛି। ୩୭,୮୭୦ ଖଣ୍ଡ ଭୋଟ ସହ ବିଜେଡି ପ୍ରାର୍ଥୀ ପ୍ରଫୁଲ୍ଲ କୁମାର ମଲ୍ଲିକ ଆଗୁଆ…

ଉସମାନ ଖ୍ବାଜା ବିପଦମୁକ୍ତ

ସାଉଥମ୍ପଟନ, ୨୩।୫(ପି.ଟି.)- ମୁଣ୍ଡରେ ବଲ୍‌ ବାଜି ଆଘାତପ୍ରାପ୍ତ ହୋଇଥିବା ଅଷ୍ଟ୍ରେଲିଆ ବ୍ୟାଟ୍ସମ୍ୟାନ ଉସମାନ ଖ୍ବାଜା ବିପଦମୁକ୍ତ ଥିବା ଗୁରୁବାର ଘୋଷଣା କରାଯାଇଛି। ବୁଧବାର ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଓ୍ବାର୍ମଅପ୍‌…

ପାରାଦୀପରେ କଡ଼ା ମୁକାବିଲା

ଜଗତ୍‌ସିଂହପୁର ଅଫିସ,୨୩ା୫: ଜଗତ୍‌ସିଂହପୁର ଜିଲାର ୪ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭୋଟ୍‌ ଗଣତି ଜାରି ରହିଛି। ଏହି ଜିଲାର ପାରାଦୀପ ବିଧାନସଭା ନିର୍ବାଚନମଣ୍ଡଳୀରେ ୫ମ ପର୍ଯ୍ୟାୟ ଗଣତି…

ଭାଜପାର ବିପୁଳ ବିଜୟ: ସବ୍‌ କା ସାଥ୍‌; ସବ୍‌ କା ବିକାଶ; ସବ୍‌ କା ବିଶ୍ୱାସ କହିଲେ ମୋଦି

ନୂଆଦିଲ୍ଲୀ,୨୩।୫: ଲୋକ ସଭା ନିର୍ବାଚନରେ ପୁଣିଥରେ ପ୍ରଧାନମନ୍ତୀ ନରେନ୍ଦ୍ର ମୋଦିଙ୍କ ମ୍ୟାଜିକ୍‌ କାମ କରିଛି। ଭାଜପାର ବିପୁଳ ବିଜୟରେ ମୋଦି କହିଛନ୍ତି ଏହା ସବ୍‌ କା ସାଥ୍‌;…

ମହେଶ ସାହୁ ୮୮୨୪ ଭୋଟରେ ଆଗୁଆ

ଢେଙ୍କାନାଳ ଅଫିସ, ୨୩ା୫-ଢେଙ୍କାନାଳ ଲୋକ ସଭା ଆସନରେ ୧୨ତମ ରାଉଣ୍ଡ ଭୋଟ ଗଣତି ଫଳାଫଳ ପ୍ରକାଶ ପାଇଛି। ୪ ଲକ୍ଷ ୬୨ ହଜାର ୩୬୯ଟି ଭୋଟ ଗଣତି…

ଅନୁଭବ ୩୩,୨୨୬ ଭୋଟ ଆଗରେ

କେନ୍ଦ୍ରାପଡ଼ା ଅଫିସ୍‌, ୨୩।୫- କେନ୍ଦ୍ରାପଡ଼ା ଲୋକ ସଭା ଆସନରେ ଭାଜପା ପ୍ରାର୍ଥୀ ବୈଜୟନ୍ତ ପଣ୍ଡାଙ୍କଠାରୁ ବିଜେଡି ପ୍ରାର୍ଥୀ ଅନୁଭବ ମହାନ୍ତି ୩୩,୨୨୬ ଭୋଟରେ ଆଗରେ ଅଛନ୍ତି।

ସୁଧୀର ୧୦୯୭୯ ଭୋଟରେ ଆଗୁଆ

ଢେଙ୍କାନାଳ ଅଫିସ, ୨୩।୫-ଢେଙ୍କାନାଳ ବିଧାନସଭା ଆସନରେ ୧୧ତମ ରାଉଣ୍ଡ ସୁଦ୍ଧା ୭୭,୭୭୦ ଭୋଟ କାଉଣ୍ଟ ହୋଇଛି। ସେଥିରୁ ବିଜେଡିର ସୁଧୀର ସାମଲ ୩୬,୨୯୪ ଖଣ୍ଡ ଭୋଟ ସହ…

କେନ୍ଦ୍ରାପଡ଼ାରେ ଅନୁଭବ ଅଗରେ

କେନ୍ଦ୍ରାପଡ଼ା ଅଫିସ୍‌, ୨୩।୫- କେନ୍ଦ୍ରାପଡ଼ା ଲୋକ ସଭା ଆସନରେ ବିଜେଡି ପ୍ରାର୍ଥୀ ଅନୁଭବ ମହାନ୍ତି ୧୨ ରାଉଣ୍ଡ ଶେଷ ସୁଦ୍ଧା ୩୨,୩୦୩ ଭୋଟରେ ଆଗରେ ଅଛନ୍ତି। ତାଙ୍କ…