୬ଷ୍ଠ ରାଉଣ୍ଡରେ ରମେଶ ଚନ୍ଦ୍ର ସାଏ ଆଗରେ

ବଇଣ୍ଡା, ୨୩ା୫(ଡି.ଏନ.ଏ.)- ଆଠମଲ୍ଲିକ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ରମେଶ ଚନ୍ଦ୍ର ସାଏ ୬ଷ୍ଠ ରାଉଣ୍ଡରେ ଆଗରେ ଅଛନ୍ତି। ରମେଶଚନ୍ଦ୍ର ସାଏ ୧୨୮୨୧ଖଣ୍ଡ ଭୋଟ ପାଇଥିବା ବେଳ…

ମାଲକାନଗିରି: ତୃତୀୟ ରାଉଣ୍ଡରେ ଭାଜପାର ଆଦିତ୍ୟ ମାଢ଼ି ଆଗୁଆ

ମାଲକାନଗିରି,୨୩ା୫(ସ୍ବ.ପ୍ର.): ମାଲକାନଗିରି ବିଧାନସଭା ନିର୍ବାଚନ ମଣ୍ଡଳୀରେ ତୃତୀୟ ରାଉଣ୍ଡ ଗଣତିରେ ଭାଜପା ପ୍ରାର୍ଥୀ ଆଦିତ୍ୟ ମାଢ଼ି ଆଗୁଆ ରହିଛନ୍ତି। ତୃତୀୟ ରାଉଣ୍ଡ ସୁଦ୍ଧା ଆଦିତ୍ୟ ମାଢ଼ି ୪୦୯୬…

ଜି.ଉଦୟଗିରିରେ ସାଲୁଗା, ବାଲିଗୁଡାରେ ଚକ୍ରମଣି, ଫୁଲବାଣୀରେ ଅଙ୍ଗଦ ଆଗରେ

ଜି.ଉଦୟଗିରି,୨୩।୫(ଡି.ଏନ୍‌.ଏ.)- ଜି.ଉଦୟଗିରି ବିଧାନସଭା କ୍ଷେତ୍ରରେ ବିଜେଡି ପ୍ରାର୍ଥୀ ସାଲୁଗା ପ୍ରଧାନ ଆଗୁଆ ଅଛନ୍ତି। ସାଲୁଗାଙ୍କୁ ୫୯୮୫ ଭୋଟ ମିଳିଥିବାବେଳେ ଭାଜପାର ଅର୍ଚ୍ଚନା ପ୍ରଧାନଙ୍କୁ ୩୯୭୭ ଭୋଟ ମିଳିଛି।…

୭ଷ୍ଠ ରାଉଣ୍ଡରେ ମୁକେଶ ପାଲ ଆଗରେ

ପାଲଲହଡ଼ା, ୨୩ା୫(ଡି.ଏନ.ଏ.)- ପାଲଲହଡ଼ା ବିଧାନସଭା ନିର୍ବାଚନମଣ୍ଡଳୀରେ ୭ମ ରାଉଣ୍ଡରେ ବିଜେଡିର ମୁକେଶ ପାଲ ୫୪୩ ଖଣ୍ଡ ଭୋଟରେ ଆଗରେ ଅଛନ୍ତି। ଭାଜପାର ଅଶୋକ ମହାନ୍ତି ପଛରେ ଅଛନ୍ତି।

ଓଡ଼ିଶାରେ ବିଜେଡି ଆଗରେ: ବିଧାନ ସଭାରେ ୯୪, ଲୋକ ସଭାରେ ୧୪ଟି ଆସନରେ ଆଗୁଆ

ଭୁବନେଶ୍ୱର, ୨୩।୫(ବ୍ୟୁରୋ): ଓଡ଼ିଶାର ୧୪୬ଟି ବିଧାନ ସଭା ଏବଂ ୨୧ଟି ଲୋକ ସଭା ଆସନ ପାଇଁ ଚାଲିଛି ଭୋଟ ଗଣତି। ପ୍ରାଥମିକ ଟ୍ରେଣ୍ଟ ଅନୁଯାୟୀ ଉଭୟ ବିଧାନସଭା…

ହିନ୍ଦୋଳ ବିଧାନସଭା: ଅଶୋକ ନାଏକ ୪୯୬ ଖଣ୍ଡ ଭୋଟରେ ଆଗୁଆ

ହିନ୍ଦୋଳ, ୨୩।୫(ଡି.ଏନ୍‌.ଏ.)-ହିନ୍ଦୋଳ ବିଧାନସଭା ଆସନରେ ୬ ରାଉଣ୍ଡ ଫଳାଫଳ ପ୍ରକାଶିତ ହୋଇଛି। ଭାଜପା ପ୍ରାର୍ଥୀ ଅଶୋକ ନାଏକ ୧୩୪୪୧ ଖଣ୍ଡ ଭୋଟ ସହ ଆଗୁଆ ରହିଛନ୍ତି। ତାଙ୍କ…

ପାରାଦୀପରେ ସମ୍ବିତ ଆଗରେ

ଜଗତ୍‌ସିଂହପୁର ଅଫିସ,୨୩ା୫ : ପାରାଦୀପ ବିଧାନସଭା ନିର୍ବାଚନମଣ୍ଡଳୀରେ ପ୍ରଥମ ପର୍ଯ୍ୟାୟ ଭୋଟ୍‌ ଗଣତି ସୁଦ୍ଧା ବିଜେଡି ପ୍ରାର୍ଥୀ ସମ୍ବିତ ରାଉତରାୟ ୩୧୫୨ ଭୋଟ୍‌ ପାଇ ଆଗରେ ଅଛନ୍ତି।…

ଗଣ ମାଧ୍ୟମକୁ ଶୁଭେଚ୍ଛା ଜଣାଇଲେ ହିରାବେନ୍‌ ମୋଦି

ଗାନ୍ଧିନଗର,୨୩।୫: ଗୋଟିଏ ପଟେ ଭାଜପା ପ୍ରାୟ ୨୯୫ ଆସନରେ ଆଗୁଆ ଥିବା ବେଳେ ବିଭିନ୍ନ ସ୍ଥାନରେ ଭାଜପା ପକ୍ଷରୁ ଉତ୍ସବ ପାଳନ ଆରମ୍ଭ ହୋଇଯାଇଛି। ଏତିକି ବେଳେ…

ବାଙ୍କୀ, ଆଠଗଡ଼, ବଡ଼ମ୍ବାରେ ବିଜେଡି ପ୍ରାର୍ଥୀ ଆଗୁଆ

ବାଙ୍କୀ/ଆଠଗଡ଼,୨୩ା୫ : କଟକ ଲୋକସଭା ନିର୍ବାଚନମଣ୍ଡଳୀ ଅଧୀନ ବାଙ୍କୀ, ବଡ଼ମ୍ବା ଓ ଆଠଗଡ଼ ବିଧାନସଭା ନିର୍ବାଚନମଣ୍ଡଳୀରେ ପ୍ରଥମ ପର୍ଯ୍ୟାୟ ଭୋଟ୍‌ ଗଣତିରେ ବିଜେଡି ପ୍ରାର୍ଥୀମାନେ ଆଗୁଆ ଥିବା…

ମୋଦିଙ୍କ ହାତରେ ପୁଣି ଶାସନ ଡୋର: ସେନସେକ୍ସ୍‌ ଛୁଇଁଲା ୪୦ ହଜାର ଅଙ୍କ

ନୂଆଦିଲ୍ଲୀ,୨୩।୫: ଲୋକ ସଭା ନିର୍ବାଚନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣି ଥରେ ଶାସନ ଡୋର ଧରିବା ନିଶ୍ଚିତ ଥିବା ଭୋଟଗଣତିରୁ ଆକଳନ କରାଯାଉଛି। ଏହାକୁ ଦୃଷ୍ଟିରେ ରଖି…