ବୌଦ୍ଧ ବିଧାନସଭା: ଭାଜପା ଅ।ଗୁଅ।

ବୌଦ୍ଧ,୨୩୫(ଡି.ଏନ୍.ଏ.):ବୌଦ୍ଧ ବିଧାନସଭା ଅାସନରେ ଦ୍ୱିତୀୟ ରାଉଣ୍ଡ ଗଣତି ଶେଷ ସୁଦ୍ଧା ଭାଜପାର ସୁଶାନ୍ତ ପ୍ରଧାନ ବିଜେଡିର ପ୍ରଦୀପ ଅମାତଙ୍କଠାରୁ ୨୦୨ ଭୋଟରେ ଅ।ଗୁଅ। ରହିଛନ୍ତି

ତୃତୀୟ ରାଉଣ୍ଡ ଶେଷ: ପରଜଙ୍ଗରେ ଭାଜପା ଆଗୁଆ

ଢେଙ୍କାନାଳ ଅଫିସ, ୨୩ା୫-ଢେଙ୍କାନାଳ ଲୋକ ସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ସମସ୍ତ ୭ ବିଧାନସଭା ଆସନରେ ଶାନ୍ତିଶୃଙ୍ଖଳାର ସହ ଭୋଟ ଗଣତି ଜାରି ରହିଛି। ପରଜଙ୍ଗ ବିଧାନସଭା କ୍ଷେତ୍ରରେ…

କନ୍ଧମାଳ ବିଜେଡି ଲୋକସଭା, ବିଧାନସଭା ପ୍ରାର୍ଥୀ ଆଗୁଆ

ଫୁଲବାଣୀ/ଜି.ଉଦୟଗିରି,୨୩।୫(ଡି.ଏନ୍‌.ଏ.)- ପ୍ରଥମ ରାଉଣ୍ଡ ଗଣତି ଶେଷ ସୁଦ୍ଧା କନ୍ଧମାଳ ଲୋକସଭା ବିଜେଡି ପ୍ରାର୍ଥୀ ଅଚ୍ୟୁତ ସାମନ୍ତ ୧୯୨୯ ଭୋଟ ପାଇଥିବାବେଳେ ଭାଜପା ପ୍ରାର୍ଥୀ ଐରଖାରବେଳ ସ୍ବାଇଁ ୧୩୫୬…

ଅନୁଗୋଳରେ ରଜନୀକାନ୍ତ ସିଂ ଆଗରେ

ଅନୁଗୋଳ ଅଫିସ, ୨୩ା୫- ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡିର ରଜନୀକାନ୍ତ ସିଂ ଆଗରେ ଅଛନ୍ତି। ପ୍ରଥମ ରାଉଣ୍ଡ ଶେଷ ସୁଦ୍ଧା ରଜନୀକନ୍ତ ସିଂ ୨୫୫୫, ଭାଜପାର ପ୍ରତାପ…

ଆଠମଲ୍ଲିକ: ରମେଶ ଚନ୍ଦ୍ର ସାଏ ଆଗରେ

ଆଠମଲ୍ଲିକ, ୨୩ା୫(ଡି.ଏନ.ଏ.)- ଆଠମଲ୍ଲିକ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ରମେଶ ଚନ୍ଦ୍ର ସାଏ ଦ୍ୱିତୀୟ ରାଉଣ୍ଡ ଶେଷ ସୁଦ୍ଧା ଆଗରେ ଅଛନ୍ତି। ରମେଶଚନ୍ଦ୍ର ସାଏ ୪୦୭୪ ଖଣ୍ଡ…

ବିହାରରେ ଏନ୍‌ଡିଏ ଆଗରେ ମେଣ୍ଟ ପଛରେ

ପାଟନା,୨୩।୫: ବିହାରର ୩୫ଟି ଯାଗ ଲୋକ ସଭା ଆସନରେ ଏନ୍‌ଡିଏ ଏବେ ସୁଦ୍ଧା ଅଗାରେ ଥିବା ସୂଚନା ମିଳିଛି। ଏଠାରେ ମେଣ୍ଟ କେବଳ ପାଟଳିପୁତ୍ର ଆସନରେ ଆଗୁଆ…

୩ୟ ରାଉଣ୍ଡ ସୁଦ୍ଧା ମୁକେଶ ପାଲ ଆଗରେ

ପାଲଲହଡ଼ା, ୨୩ା୫(ଡି.ଏନ.ଏ.)- ପାଲଲହଡ଼ା ବିଧାନସଭା ନିର୍ବାଚନମଣ୍ଡଳୀରେ ତୃତୀୟ ରାଉଣ୍ଡ ଶେଷ ସୁଦ୍ଧା ବିଜେଡିର ମୁକେଶ ପାଲ ୨୬୧ ଖଣ୍ଡ ଭୋଟରେ ଆଗରେ ଅଛନ୍ତି। ମୁକେଶ ୧୮୯୩ ଖଣ୍ଡ…

ଦ୍ୱିତୀୟ ରାଉଣ୍ଡ ଶେଷ : ପରଜଙ୍ଗରେ ଭାଜପା, କାମାକ୍ଷାନଗରରେ ବିଜେଡି ଆଗୁଆ

ଢେଙ୍କାନାଳ ଅଫିସ, ୨୩ା୫-ଢେଙ୍କାନାଳ ଲୋକ ସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ସମସ୍ତ ୭ ବିଧାନସଭା ଆସନରେ ଶାନ୍ତିଶୃଙ୍ଖଳାର ସହ ଭୋଟ ଗଣତି ଜାରି ରହିଛି। ପରଜଙ୍ଗ ବିଧାନସଭା କ୍ଷେତ୍ରରେ…

ଢେଙ୍କାନାଳ ଲୋକ ସଭା, ଢେଙ୍କାନାଳ, ହିନ୍ଦୋଳ, କାମାକ୍ଷାନଗର ବିଧାନସଭା ଆସନରେ ବିଜେଡି ଆଗୁଆ

ଢେଙ୍କାନାଳ ଅଫିସ, ୨୩ା୫: ଆରମ୍ଭ ହୋଇଛି ସାଧାରଣ ନିର୍ବାଚନର ଅନ୍ତିମ ପର୍ବ ଭୋଟଗଣତି। ଆଉ ମାତ୍ର କେଇ ଘଣ୍ଟାର ଅପେକ୍ଷା ପରେ ଇଭିଏମ୍‌ରୁ ସ୍ପଷ୍ଟ ହେବ ପ୍ରାର୍ଥୀଙ୍କ…

ଏଥର ରାହୁଲ ହେବେ ପ୍ରଧାନମନ୍ତ୍ରୀ: ମାକେନ

ନୂଆଦିଲ୍ଲୀ,୨୩।୫: ଲୋକ ସଭା ନିର୍ବାଚନ ଫଳଫଳକୁ ଦେଖିଲେ ଏବେ ସୁଦ୍ଧା କଂଗ୍ରେସ ଭାଜପାଠାରୁ ଅଧିକାଂଶ ଆସନରେ ପଛୁଆ ଥିବା ବେଳେ ରାହୁଲ ଗାନ୍ଧୀ କିନ୍ତୁ ଏଥର ପ୍ରଧାନମନ୍ତ୍ରୀ…