ଅପେକ୍ଷା କରିଛି ନନ୍ଦିଘୋଷ: ଝୁଲିଝୁଲି ଆସୁଛନ୍ତି ମହାବାହୁ

ପୁରୀ,୨୭ା୬: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପହଣ୍ଡି ଆରମ୍ଭ ହୋଇଛି। ଧାଡ଼ି ପହଣ୍ଡିରେ ଆସୁଛନ୍ତି ପ୍ରଭୁ କାଳିଆ ସାଆନ୍ତ। ନନ୍ଦିଘୋଷ ରଥରେ ବିରାଜ କରିବା ପାଇଁ ଝୁଲିଝୁଲି ଆସୁଛନ୍ତି ମହାବାହୁ।…

ବଢିଲା ଶେହବାଜ୍‌ଙ୍କ ଟେନ୍‌ସନ୍‌: ଏବେ କରିବେ କ’ଣ

ଇସଲାମାବାଦ୍‌,୨୭।୬: ପବିତ୍ର ମହରମ ମାସ ଆରମ୍ଭ ହେବା ମାତ୍ରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ୍‌ ଶରିଫଙ୍କ ଟେନସନ ବଢ଼ିଯାଇଛି। ଗୋଟିଏ ପଟେ ତାଙ୍କୁ ବଜେଟ ପାସ କରିବାକୁ ପଡିଛି,…

ଆଦିବାସୀ ଗାଁରେ ନିଆରା ଢଙ୍ଗରେ ରଥଯାତ୍ରା: ଜଗନ୍ନାଥଙ୍କୁ ପୂଜା କରନ୍ତି ଆଦିବାସୀ ପୂଜାରୀ

ଦାରିଙ୍ଗବାଡ଼ି,୨୭ା୬(ଅରୁଣ ସାହୁ): ଆଦିବାସୀ  ଅଧ୍ୟୁଷିତ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ରଥଯାତ୍ରା ପାଇଁ ଉତ୍ସବ ମୁଖର ହୋଇପଡ଼ିଛି। ବ୍ଲକ ଅଞ୍ଚଳର ସିମନବାଡ଼ି ସମେତ ଉକ୍ତ ପଞ୍ଚାୟତର…

ୟୁନୁସ ସରକାରଙ୍କ ଉପରେ ଦୋଷ ଝାଡ଼ିଲା ଭାରତ: ସିଧା ଦେଲା ଧମକ

ନୂଆଦିଲ୍ଲୀ/ଢାକା,୨୭।୬: ବାଂଲାଦେଶର ରାଜଧାନୀ ଢାକାରେ ଥିବା ଏକ ଦୁର୍ଗା ମାତା ମନ୍ଦିରରେ ଭଙ୍ଗାରୁଜାର ଏକ ଘଟଣା ସାମ୍ନାକୁ ଆସିଛି। ଭାରତ ଏହି ମାମଲାରେ କଡ଼ା ଆପତ୍ତି କରିଛି।…

ସୁଭଦ୍ରାଙ୍କ ପହଣ୍ଡି ଆରମ୍ଭ

ପୁରୀ,୨୭ା୬: ଦେବୀ ସୁଭଦ୍ରାଙ୍କ ପହଣ୍ଡି ଆରମ୍ଭ ହୋଇଛି। ଘଣ୍ଟ, ଘଣ୍ଟା, ମାର୍ଦ୍ଦଳର ତାଳେ ତାଳେ ମା’ଙ୍କୁ ରଥ ଅଭିମୁଖେ ଆଣୁଛନ୍ତି ସେବାୟତ। ପୂର୍ବରୁ ସୁଦର୍ଶନ ମହାପ୍ରଭୁ, ପରେ…

ଭାବର ବାନା: ପତିତପାବନ

ସ୍ଥୂଳ ଦୃଷ୍ଟିରେ ଦେଖିଲେ ଖଣ୍ଡେ ତ୍ରିକୋଣକାର ନାଲି କିମ୍ବା ହଳଦିଆ ରଙ୍ଗର କପଡ଼ା ମାତ୍ର। ତା’ର ନାମ ଧ୍ୱଜା, ନେତ, ପତାକା ଓ ବାନା। ମଝିରେ ଚନ୍ଦ୍ରବିନ୍ଦୁ…

ଶ୍ରୀମନ୍ଦିରରେ ୫ ପତିତପାବନ

ମହାପ୍ରଭୁ ଓଡ଼ିଶାରେ ୬୪ଟି ନାମରେ ପୂଜିତ ହେଉଛନ୍ତି। ତାହା ମଧ୍ୟରୁ ଶ୍ରୀପତିତପାବନ, ଶ୍ରୀଦଧିବାମନ ଓ ଶ୍ରୀଭାଗବତ ଏହି ତିନୋଟି ନାମରେ ଅନେକ ଗୁରୁତ୍ୱ ରହିଛି। ଶ୍ରୀବଳଭଦ୍ର ଅନେକ…

ଶିକ୍ଷାବିତ୍‌ ମହେଶ୍ୱର ମହାନ୍ତଙ୍କ ପରଲୋକ: ଖେଳିଗଲା ଶୋକର ଛାୟା

ପାଟଣା,୨୭।୬(ବୀରକିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ ଖୀରେଇ ଟାଙ୍ଗିରୀ ଗ୍ରାମର ଶିକ୍ଷା ବିତ ମହେଶ୍ୱର ମହାନ୍ତଙ୍କର ଗୁରୁବାର ଭୁବନେଶ୍ୱରର ଏମ୍ସ ହସ୍ପିଟାଲ୍‌ରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ…

ଇରାନକୁ ଅଲ୍ଟିମେଟମ୍‌ ଦେଲା ଇସ୍ରାଏଲ୍‌: ୟୁରାନିୟମ ଫେରାଅ, ନଚେତ୍‌…

ଜେରୁଜେଲମ୍‌,୨୭।୬: ଯୁଦ୍ଧବିରତି ପରେ ଇରାନକୁ ଅଲ୍ଟିମେଟମ୍‌ ଦେଇଛି ଇସ୍ରାଏଲ୍‌। ଇସ୍ରାଏଲର ପ୍ରତିରକ୍ଷା ମନ୍ତ୍ରୀ ଇସ୍ରାଏଲ କାଜ କହିଛନ୍ତି, ଇରାନ ସମୃଦ୍ଧ ହୋଇଥିବା ୟୁରାନିୟମକୁ ଫେରାଇବାକୁ ପଡିବ। ଏହା…

ଆରମ୍ଭ ହେଲା ବଡ଼ଠାକୁରଙ୍କ ପହଣ୍ଡି, ଧାଡ଼ି ପହଣ୍ଡିରେ ଆସୁଛନ୍ତି ବଡ଼ଠାକୁର ବଳଭଦ୍ର

ପୁରୀ,୨୭ା୬: ପବିତ୍ର ରଥଯାତ୍ରାର ମହାନ ଉତ୍ସବ ଆରମ୍ଭ ହୋଇଛି ଏବଂ ଶ୍ରୀମନ୍ଦିରରେ ବଡ଼ଠାକୁର ଶ୍ରୀ ବଳଭଦ୍ରଙ୍କ ପହଣ୍ଡି ବିଜେ ସମାରୋହରେ ଆରମ୍ଭ ହୋଇଛି। ଧାଡ଼ି ପହଣ୍ଡି ମାଧ୍ୟମରେ…