ଶ୍ରୀହରିକୋଟା(ଆନ୍ଧ୍ରପ୍ରଦେଶ),୨୩ା୫: ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ପକ୍ଷରୁ ଏଠାରେ ବୁଧବାର ରିସାଟ୍-୨ବି ଉପଗ୍ରହର ସଫଳ ଉତ୍କ୍ଷେପଣ କରାଯାଇଛି। ପୃଥିବୀ ପର୍ଯ୍ୟବେକ୍ଷଣକାରୀ ଏହି ଉପଗ୍ରହ ଲଞ୍ଚ୍ କରିବାରେ…
ନୂଆଦିଲ୍ଲୀ,୨୩ା୫(ପି.ଟି.): ଜଷ୍ଟିସ୍ ଧିରୁଭାଇ ନାରାନଭାଇ ପଟେଲଙ୍କୁ ଦିଲ୍ଲୀ ହାଇକୋର୍ଟ ଓ ଜଷ୍ଟିସ୍ ଅଜୟ କୁମାର ମିତ୍ତଲଙ୍କୁ ମେଘାଳୟ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତ କରାଯାଇଛି। ଜଷ୍ଟିସ୍…
ନୂଆଦିଲ୍ଲୀ,୨୩।୫: ଲୋକ ସଭା ନିର୍ବାଚନ ପାଇଁ ଭୋଟ ଗଣତି ଗୁରୁବାର ସକାଳ ୮ଟାରୁ ଆରମ୍ଭ ହୋଇଛି। ଭାଜପା ୯୨ଟି ଆସନରେ ଆଗୁଆ ରହିଥିବାବେଳେ କଂଗ୍ରେସ ୪୧ରେ ଆଗରେ…
ଗୁଆହାଟୀ,୨୩।୫ (ପି.ଟି.)- ଏଠାରେ ଆରମ୍ଭ ହୋଇଥିବା ଦ୍ୱିତୀୟ ଇଣ୍ଡିଆ ଓପନ ବକ୍ସିଂ ଟୁର୍ନାମେଣ୍ଟରେ ଦୁଇ ଭାରତୀୟ ବକ୍ସର ଶିବ ଥାପା ଓ ଅମିତ ପଙ୍ଘାଲ ଆଶାନୁରୂପ ପ୍ରଦର୍ଶନ…
ମୁମ୍ବାଇ,୨୩-୫: ଚଳିତ ଆର୍ଥତ୍କ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ ପ୍ରସ୍ତୁତି ଲାଗି ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଛି। ଏଥି ଲାଗି ବିଭିନ୍ନ ଶିଳ୍ପ ସଙ୍ଗଠନ ସହ…
ପ୍ୟାରିସ୍/ନୂଆଦିଲ୍ଲୀ,୨୩ା୫: ଫ୍ରାନ୍ସ ରାଜଧାନୀ ପ୍ୟାରିସ୍ରେ ରାଫାଲ ଯୁଦ୍ଧବିମାନ ଚୁକ୍ତି ପରିଚାଳନା କରୁଥିବା ଭାରତୀୟ ବାୟୁସେନା (ଆଇଏଏଫ୍)ର ଅଫିସରେ ଚୋରି ହୋଇଛି। ସେଠାରୁ କେତେକ ଦସ୍ତାବିଜ ଓ ଅର୍ଥ…
ନୂଆଦିଲ୍ଲୀ,୨୩।୫: ଲୋକ ସଭା ନିର୍ବାଚନ ପାଇଁ ଭୋଟ ଗଣତି ଗୁରୁବାର ସକାଳ ୮ଟାରୁ ଆରମ୍ଭ ହୋଇଛି। ସକାଳ ସାଢ଼େ ୮ ଟା ସୁଦ୍ଧା ଭାଜପା ୬୨ଟି ଆସନରେ…
ଭୁବନେଶ୍ୱର,୨୩-୫: ହ୍ୟୁଣ୍ଡାଇ ମୋଟର ଇଣ୍ଡିଆ ଲିମିଟେଡ ପକ୍ଷରୁ ନୂଆ କନେକଟେଡ ଏସ୍ୟୁଭି ଭେନ୍ୟୁ ବଜାରକୁ ଆସିଛି। ଏହା କମ୍ପାନୀର ପ୍ରଥମ ସ୍ମାର୍ଟ ମୋବିଲିଟି ସଲ୍ୟୁଶନ୍ସ ହୋଇଥିବା ବେଳେ…
ଭୁବନେଶ୍ୱର,୨୨-୫: ଫନୀ ପ୍ରଭାବିତ ଅଞ୍ଚଳଗୁଡିକରେ ଶିଶୁଙ୍କୁ ୫ ଲକ୍ଷ କ୍ଷୀର ପ୍ୟାକେଟ ଯୋଗାଇ ଦେବା ଲାଗି ନ୍ୟାଶନାଲ ଡେରୀ ଡେଭଲପମେଣ୍ଟ ବୋର୍ଡ(ଏନ୍ଡିଡିବି) ପକ୍ଷରୁ ଘୋଷଣା କରାଯାଇଛି। ଆଗାମୀ…
ନୂଆଦିଲ୍ଲୀ,୨୩ା୫: ସୁପ୍ରିମକୋର୍ଟ ବିଚାରପତି ନିଯୁକ୍ତି ନେଇ ପୁଣି ୪ ଜଣଙ୍କ ନାମକୁ ସରକାର ବୁଧବାର ମୋହର ମାରିଛନ୍ତି। ଏହି ନିଯୁକ୍ତି ପରେ ସୁପ୍ରିମକୋର୍ଟରେ ମୋଟ ବିଚାରପତିଙ୍କ ସଂଖ୍ୟା…