ଆଶା ଆଶଙ୍କାରେ ବହୁ ହେଭିୱେଟ୍‌

ଭୁବନେଶ୍ୱର,୨୩ା୫(ବ୍ୟୁରୋ): ପ୍ରତୀକ୍ଷାର ଅନ୍ତଘଟାଇ ଗୁରୁବାର ସାଧାରଣ ନିର୍ବାଚନ ଫଳାଫଳ ପ୍ରକାଶ ପାଇବାକୁ ଯାଉଛି। ନିର୍ବାଚନ ମଇଦାନରେ ଥିବା ସବୁ ଦଳର ହେଭିୱେଟ୍‌ଙ୍କ ରାଜନୈତିକ ଭାଗ୍ୟ ସଂକ୍ରାନ୍ତ ନିଷ୍ପତ୍ତି…

କର୍କଟ ରୋଗାକ୍ରାନ୍ତ ଭିନ୍ନକ୍ଷମ ଛାତ୍ରଙ୍କ ସଫଳତା

ଖଣ୍ଡପଡ଼ା,୨୩ା୫(ସ୍ବ.ପ୍ର.)- ଖଣ୍ଡପଡ଼ା ରଥଗଡା ସାହିର କର୍କଟ ରୋଗାକ୍ରାନ୍ତ ଭିନ୍ନକ୍ଷମ ଛାତ୍ର ମାଟ୍ରିକ ପରୀକ୍ଷାରେ ସଫଳତା ଅର୍ଜନ କରିଥିବାରୁ ସାଧାରଣରେ ଆନନ୍ଦ ପ୍ରକାଶ ପାଇଛି ା ଖଣ୍ଡପଡ଼ାର ବରିଷ୍ଠ…

ଏଟିଏମ୍‌ ସେବା ଠପ୍‌ : ଅନ୍ୟ ଅଞ୍ଚଳରୁ ଗ୍ରାହକ ଉଠାଉଛନ୍ତି ଟଙ୍କା

ନିରାକାରପୁର,୨୩ା୫(ଡି.ଏନ.ଏ.): ଫନୀ ପରେ ଖୋର୍ଦ୍ଧା ଜିଲା ନିିରାକାରପୁର ପଞ୍ଚାୟତସ୍ଥିତ ବିଭିନ୍ନ ବ୍ୟାଙ୍କର ଏଟିଏମ୍‌ ସେବା ଠପ୍‌ ହୋଇଯାଇଥିବା ଅଭିଯୋଗ ହୋଇଛି। ପ୍ରାୟ ସମସ୍ତ ଏଟିଏମ୍‌ କେନ୍ଦ୍ର ଅଚଳ…

କଂଗ୍ରେସ ବିଧାୟକ ପ୍ରାର୍ଥୀଙ୍କୁ ଗୁଳି

ବ୍ରହ୍ମପୁର ଅଫିସ,୨୩ା୫: କିଛିଦିନର ନୀରବତା ପରେ ପୁଣି ଥରେ ବ୍ରହ୍ମପୁରରେ ଦୁର୍ବୃତ୍ତଙ୍କ ଆତଙ୍କରାଜ ଦେଖିବାକୁ ମିଳିଛି। ଗୁରୁବାର ସାଧାରଣ ନିର୍ବାଚନର ଭୋଟ ଗଣତି ହେବାକୁ ଥିବାବେଳେ ବୁଧବାର…

ଦାରିଙ୍ଗବାଡ଼ି ଅଞ୍ଚଳରେ କାଜୁ ଚାଷ ନୈରାଶ୍ୟଜନକ

ଦାରିଙ୍ଗବାଡି,୨୩।୫(ଡି.ଏନ.ଏ)-ଦାରିଙ୍ଗବାଡି ବ୍ଲକ ଅଞ୍ଚଳ ସମେତ ପଡୋଶୀ ଜିଲା ଗଜପତିର ପାଣିଗଣ୍ଡା, କଟାମାହା ଆଦି ଅଞ୍ଚଳରେ ଏବେ କାଜୁ ଚାଷ ପ୍ରତି ଆଗ୍ରହ ବୃଦ୍ଧି ପାଉଛି। ତେବେ ଚଳିତ…

ଏସ୍‌ପ୍ଲାନେଡ୍‌ ଓ୍ବାନ୍‌ର କିଡ୍‌ସ ସୁପର ମଡେଲ ଖୋଜା ଅଭିଯାନ

ଭୁବନେଶ୍ୱର,୨୩।୫(ବ୍ୟୁରୋ): ଓ୍ବିମେନ୍ସ ଡେ’ ସେଲିବ୍ରେଶନ ପରେ କୁନି କୁନି ପିଲାଙ୍କ ପାଇଁ ଏକ ନୂଆ କ୍ୟାମ୍ପେନ୍‌ ଆରମ୍ଭ କରିଛି ରସୁଲଗଡ଼ସ୍ଥିତ ଏସ୍‌ପ୍ଲାନେଡ୍‌ ଓ୍ବାନ୍‌ ମଲ୍‌। ପିଲାଙ୍କ ଲାଗି…

‘ଗେଲ୍‌ ଉତ୍କର୍ଷ’କୁ ଶତପ୍ରତିଶତ ସଫଳତା : ଜେଇଇ ମେନ୍‌ରେ ସଫଳ ହେଲେ ସମସ୍ତ ଛାତ୍ରୀଛାତ୍ର

ଭୁବନେଶ୍ୱର,୨୩।୫(ବ୍ୟୁରୋ): ଗେଲ୍‌ ଇଣ୍ଡିଆ ଲିମିଟେଡ୍‌ ପକ୍ଷରୁ ଏହାର ଫ୍ଲାଗ୍‌ସିପ୍‌ କର୍ପୋରେଟ୍‌ ସୋସିଆଲ ରେସ୍‌ପନ୍ସିବିଲିଟି(ସିଏସ୍‌ଆର୍‌) କାର୍ଯ୍ୟକ୍ରମ ଅଧୀନରେ କାନପୁର ସେଣ୍ଟରଠାରେ ଜେଇଇ ମେନ୍‌ ୨୦୧୯ ପରୀକ୍ଷା ପାଇଁ କୋଚିଂ…

ଆଜି ଇଭିଏମ୍‌ରୁ ବାହାରିବ ପ୍ରାର୍ଥୀଙ୍କ ଭାଗ୍ୟ

ଅନୁଗୋଳ ଅଫିସ, ୨୩।୫:   ସାଧାରଣ ନିର୍ବାଚନର ଫଳାଫଳକୁ ନେଇ ଲାଗି ରହିଥିବା ଉତ୍କଣ୍ଠା ଗୁରୁବାର ଶେଷ ହେବ। ଇଭିଏମ୍‌ରେ ବନ୍ଦୀ ପ୍ରାର୍ଥୀଙ୍କ ଭାଗ୍ୟଫଳ ପ୍ରକାଶ ପାଇବା ପରେ…

ଜନାଦେଶକୁ ଅପେକ୍ଷା

ନୂଆଦିଲ୍ଲୀ,୨୩ା୫(ପି.ଟି./ଆଇଏଏନ୍‌ଏସ୍‌) : ଆଉ ମାତ୍ର କେଇଘଣ୍ଟାର ଅପେକ୍ଷା। ଆସିବ ସର୍ବବୃହତ୍‌ ଗଣତନ୍ତ୍ରର ଭୋଟ ମହାପର୍ବର ବହୁପ୍ରତୀକ୍ଷିତ ପରିଣାମ। ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (ଇଭିଏମ୍‌)ରେ ବନ୍ଦ ଥିବା ଜନାଦେଶ…

ଅଙ୍ଗାରରେ ଚିତ୍ର ଆଙ୍କୁଥିବା ଚିତ୍ରଶିଳ୍ପୀ

ଭୁବନେଶ୍ୱର,୨୩।୫(ବ୍ୟୁରୋ) : ପ୍ରକୃତିର ବାସ୍ତବତାକୁ କାନ୍‌ଭାସରେ ରୂପ ଦେଇ ମନର ଭାବାବେଗ ଓ ସୃଜନଶୀଳତାକୁ ଜୀବନ୍ତ ପ୍ରତିଛବିର ରୂପ ଦେଇଥାଆନ୍ତି ଯୁବ ଚିତ୍ରଶିଳ୍ପୀ ଶୁଭମୟ ବିଶ୍ୱାଳ। କେତେବେଳେ…