ଅଙ୍ଗାରରେ ଚିତ୍ର ଆଙ୍କୁଥିବା ଚିତ୍ରଶିଳ୍ପୀ

ଭୁବନେଶ୍ୱର,୨୩।୫(ବ୍ୟୁରୋ) : ପ୍ରକୃତିର ବାସ୍ତବତାକୁ କାନ୍‌ଭାସରେ ରୂପ ଦେଇ ମନର ଭାବାବେଗ ଓ ସୃଜନଶୀଳତାକୁ ଜୀବନ୍ତ ପ୍ରତିଛବିର ରୂପ ଦେଇଥାଆନ୍ତି ଯୁବ ଚିତ୍ରଶିଳ୍ପୀ ଶୁଭମୟ ବିଶ୍ୱାଳ। କେତେବେଳେ…

ଅଭିଯୁକ୍ତ ଦେଉଛନ୍ତି ଧମକ, ପୋଲିସ ଚୁପ୍‌: ଭୟରେ ଦିନ କାଟୁଛନ୍ତି ବୃଦ୍ଧା

ଅନୁଗୋଳ ଅଫିସ, ୨୩।୫: ପଡୋଶୀ ପିଲା ଘରେ ପଶି ଜଣେ ଭିନ୍ନକ୍ଷମ ବୃଦ୍ଧାଙ୍କଠାରୁ ଚୋରି କରିବା ଅଭିଯୋଗରେ ଅନୁଗୋଳ ଜିଲା ଏନ୍‌ଟିପିସି ଥାନା ପୋଲିସ ଏକ ମାମଲା ରୁଜୁ…

ପାଣିପାଗ କେନ୍ଦ୍ରର ସତର୍କ ସୂଚନା : ୨୬ ତାରିଖ ପର୍ଯ୍ୟନ୍ତ ୮ ଜିଲାକୁ ହିଟ୍‌ ଓ୍ବେଭ୍‌

ଭୁବନେଶ୍ୱର,୨୩।୫(ବ୍ୟୁରୋ)- ସାରା ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ତାତିରେ ଛଟପଟ ହେଉଛନ୍ତି ରାଜ୍ୟବାସୀ। ଗୁରୁବାର ବଲାଙ୍ଗୀର, ନୂଆପଡ଼ା, ସୋନପୁର, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ଦେବଗଡ଼ ଓ…

ମାର୍କେଟ କମ୍ପ୍ଲେକ୍ସ ଉଦ୍‌ଘାଟନକୁ ୩ବର୍ଷ ବିତିଲାଣି: ଥଇଥାନ ହୋଇ ପାରୁନାହାନ୍ତି ୪୦ ବ୍ୟବସାୟୀ

ତିହିଡ଼ି, ୨୩।୫(ଡି.ଏନ.ଏ.)- ଭଦ୍ରକ ଜିଲା ତିହିଡ଼ି ବ୍ଲକ ପାଳିଆବିନ୍ଧା ପଞ୍ଚାୟତରେ ମାର୍କେଟ କମ୍ପ୍ଲେକ୍ସ ଉଦ୍‌ଘାଟନକୁ ୩ବର୍ଷ ବିତିଲାଣି। ଏଯାଏ ଏହାକୁ ବ୍ୟବହାର ଉପଯୋଗୀ କରାଯାଇ ନାହିଁ। ଏ…

୪୨ ବର୍ଷରେ ବଇଣ୍ଡା ଚନ୍ଦନଯାତ୍ରା

( ପରିକ୍ଷିତ ସାହୁ ) ବଇଣ୍ଡା,୨୩।୫: ଆଠମଲ୍ଲିକ ଉପଖଣ୍ଡର ପ୍ରସିଦ୍ଧ ବଇଣ୍ଡା ଚନ୍ଦନ ଯାତ୍ରା ପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଶୁକ୍ରବାରଠାରୁ ଏହି ଯାତ୍ରା ଆରମ୍ଭ ହୋଇ…

ନବଜାତ ଶିଶୁକୁ ମୃତ ଘୋଷଣା କରିଦେଲେ ଡାକ୍ତର: ଫିଙ୍ଗିବାକୁ ନେବା ବେଳେ ଚେତା ଆସିଲା

ଅନୁଗୋଳ ଅଫିସ, ୨୩।୫:  ନବଜାତ ଶିଶୁକୁ ମୃତ ଘୋଷଣା କରିଦେଲେ ନର୍ସିଂହୋମ ଡାକ୍ତର। ଏତିକିରେ ସରି ନ ଥିଲା ପରିବାରର ଦୁଃଖ। ପ୍ରସୂତିଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ…

ଆଜି ଭାଗ୍ୟ ନିର୍ଣ୍ଣୟ

ଭୁବନେଶ୍ୱର,୨୩ା୫(ବ୍ୟୁରୋ): ଦୀର୍ଘ ପ୍ରତୀକ୍ଷାର ଘଟିବ ଅନ୍ତ। ମାସାଧିକ କାଳ ଇଲେକ୍ଟ୍ରୋନିକ ଭୋଟିଂ ମେଶିନ(ଇଭିଏମ୍‌)ରେ ବନ୍ଦ ହୋଇ ରହିଥିବା ପ୍ରାର୍ଥୀଙ୍କ ଭାଗ୍ୟ ଗୁରୁବାର ଫିଟିବ। ୨୦୧୯ ନିର୍ବାଚନ ମହାସମର…

ଆଜି ଭୋଟଗଣତି, ପ୍ରସ୍ତୁତି ଶେଷ: ୩୯ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା

ଢେଙ୍କାନାଳ ଅଫିସ, ୨୩ା୫ ସାଧାରଣ ନିର୍ବାଚନର ଫଳାଫଳକୁ ମାତ୍ର କେଇଘଣ୍ଟା ବାକି। ରାଜ୍ୟରେ ଅନ୍ୟତମ ଚର୍ଚ୍ଚିତ ଢେଙ୍କାନାଳ ଲୋକ ସଭା ଆସନ ଉପରେ ଏବେ ସମସ୍ତଙ୍କ ଦୃଷ୍ଟି…

ଦିନ ମଜୁରିଆଙ୍କ ଝିଅ ରଖିଲେ ୮୮.୫% ମାର୍କ

ଢେଙ୍କାନାଳ ଅଫିସ, ୨୩।୫: ପ୍ରତିକୂଳ ପରିସ୍ଥିତି ଆସିଲେ ଅନେକେ ଆଶା ଛାଡ଼ିଦିଅନ୍ତି। ଦାୟିତ୍ୱରୁ ମୁହଁ ଫେରାଇ ପିଠି ପଛ କରି ଫେରିଆସନ୍ତି। ସମାଜରେ ଏପରି ଉଦାହରଣର ଅଭାବନାହିଁ। ହେଲେ…

ଦିନରେ ସମ୍ଭାଳୁଛନ୍ତି ବ୍ୟବସାୟ, ରାତିରେ ଗାୟକ: ୪୫ ବର୍ଷରେ ୫ ହଜାର ମଞ୍ଚ

(ଦୀନେଶ ଦେହୁରୀ) ବନ୍ତଳା,୨୩ା୫: ଦିନରେ ମା’ଙ୍କ ବ୍ୟବସାୟକୁ ବଢ଼ାଉଛନ୍ତି ଆଗକୁ। ଆଉ ରାତିରେ ଜାମାଯୋଡ ହୋଇ ଚାମର ଧରି ଗାୟକ, ପାଳିଆଙ୍କ ସାଥେ ଓହ୍ଲାଉଛନ୍ତି ମଞ୍ଚକୁ। ଦୀର୍ଘ ୪୫…