ମାଇଲଷ୍ଟୋନ ସ୍ପର୍ଶ କଲେ ଓଡ଼ିଆ ଖେଳାଳି ସୁନିତା

ଜିନଚେଓନ(କୋରିଆ),୨୨।୫- ଭାରତୀୟ ମହିଳା ହକି ଦଳର ଅନ୍ୟତମ ବ୍ୟାକଲାଇନ ଖେଳାଳି ସୁନିତା ଲାକ୍ରା ବୁଧବାର ୧୫୦ ଅନ୍ତର୍ଜାତୀୟ ମ୍ୟାଚ୍‌ ଖେଳିବାର ସୌଭାଗ୍ୟ ଲାଭ କରିଛନ୍ତି। ଏଠାରେ ରିପବ୍ଲିକ…

ଗର୍ଭସ୍ଥ ଶିଶୁ ପାଇଁ ବାୟୁ ପ୍ରଦୂଷଣ ହୋଇପାରେ ବିପଜ୍ଜନକ

ବାୟୁ ପ୍ରଦୂଷଣ ପ୍ରଭାବକୁ ନେଇ ଏକ ଆଶ୍ଚଯର୍‌ୟଜନକ ତ୍ଯଯ ସାମ୍ନାକୁ ଆସିଛି। ବୈଜ୍ଞାନିକଙ୍କ ଅନୁସାରେ, ଯେଉଁ ଗର୍ଭବତୀ ମହିଳାମାନେ ୬ ରୁ ୯ ମାସ ମଧ୍ୟରେ ବାୟୁପ୍ରଦୂଷଣର…

ଫୁସ୍‌ଫୁସ୍‌ କ୍ୟାନସର୍‌ରୁ ରକ୍ଷାକରେ ଗାଜର

ଷ୍ଟେଟ୍‌ ୟୁନିଭର୍ସିଟି ଅଫ୍‌ ନ୍ୟୁୟର୍କର ବିଶେଷଜ୍ଞଙ୍କ ଦ୍ୱାରା କରାଯାଇଥିବା ଏକ ଗବେଷଣା ଅନୁସାରେ, ଯେଉଁ ବ୍ୟକ୍ତି ବିଟା କ୍ୟାରୋଟିନ ଅଧିକ ଗ୍ରହଣ କରିଥାନ୍ତି, ସେମାନଙ୍କଠାରେ ଅନ୍ୟଲୋକଙ୍କ ତୁଳନାରେ…

ତୃତୀୟଥର ମାଉଣ୍ଟ ଏଭରେଷ୍ଟ ଆରୋହଣ କଲେ ଏହି ପର୍ବତାରୋହୀ

ହିସାର,୨୨।୫: ଆଧୁନିକ ଯୁଗରେ ଝିଅମାନେ ସବୁକ୍ଷେତ୍ରରେ ନିଜର ପାରିଦର୍ଶିତା ଦେଖାଇଛନ୍ତି। ଏହି କ୍ରମରେ ଯେଉଁଠାରେ ନିଃଶ୍ୱାସ ନେବା କଷ୍ଟକର ହୋଇପଡ଼ିଥାଏ, ସେହି ସ୍ଥାନ ଅର୍ଥାତ୍‌ ବିଶ୍ୱର ସବୁଠାରୁ…

ଯେଉଁଠି ପ୍ରତିଦିନ ବୃଦ୍ଧିପାଉଛି ଗଣେଶଙ୍କ ମୂର୍ତ୍ତିର ଉଚ୍ଚତା

ଛତିଶଗଡ଼ର ଦାନ୍ତେୱାଡ଼ା ଅଞ୍ଚଳର ଢୋଲକଲ ପାହାଡ଼ରେ ରହିଛି ଏକ ରହସ୍ୟମୟ ଗଣେଶ ମୂର୍ତ୍ତି। ପ୍ରାୟ ୧୧୦୦ ବର୍ଷ ପୁରୁଣା ଏହି ମୂର୍ତ୍ତିଟିର ଉଚ୍ଚତା ପ୍ରତିଦିନ ବୃଦ୍ଧି ପାଇଥାଏ।…

ଗୁରୁବାର ହେବ ଏହି ଅଭିନେତ୍ରୀଙ୍କ ଭାଗ୍ୟ ପରୀକ୍ଷା

ଲୋକସଭା ନିର୍ବାଚନର ଫଳାଫଳ ଗୁରୁବାର ଜଣାପଡ଼ିବ। ଏନେଇ ରାଜନୈତିକ ବାତାବରଣ ବେଶ୍‌ ସରଗରମ ହୋଇଉଠିଛି। ଏ କ୍ଷେତ୍ରରେ ଫିଲ୍ମ ଇଣ୍ଡଷ୍ଟ୍ରିର କିଛି ଅଭିନେତ୍ରୀଙ୍କର ମଧ୍ୟ ଭାଗ୍ୟ ପରୀକ୍ଷା…

ସଚିନଙ୍କ ନାମରେ ରହିଛି ଅଜଣା ବିଶ୍ୱକପ୍‌ ରେକର୍ଡ

ନୂଆଦିଲ୍ଲୀ,୨୨।୭- ଆଇସିସି ବିଶ୍ୱକପ୍‌ରେ ସର୍ବାଧିକ ରନ୍‌ଠାରୁ ଆରମ୍ଭ କରି ସର୍ବାଧିକ ସଂଖ୍ୟକ ଶତକ ଲଗାଇବାର ରେକର୍ଡ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକରଙ୍କ ନାମରେ ରହିଛି। ଏହାଛଡ଼ା ତାଙ୍କ…

ନିର୍ବାଚନରେ ହାରିବି ଅଥବା ଜିତିବି ଜଣାନାହିଁ, ହେଲେ ଲୋକଙ୍କ ସେବା ଜାରି ରଖିବି: ଦାମ

ଭୁବନେଶ୍ୱର,୨୨।୫(ବ୍ୟୁରୋ): ଗୁରୁବାର ଭୋଟ ଗଣତି। ଏହା ପରେ କିଏ ଜିତିବ, କିଏ ହାରିବ ତାହା ସ୍ପଷ୍ଟ ହୋଇଯିବ। ମାତ୍ର ଏବେଠାରୁ ଆରମ୍ଭ ହେଲାଣି ଅଙ୍କକଷା। ବିଭିନ୍ନ ଗଣମାଧ୍ୟମରେ…

ଭାରତର ନିର୍ବାଚନ ଫଳାଫଳକୁ ନେଇ ପାକିସ୍ତାନର ବଢୁଛି ଚିନ୍ତା

ନୂଆଦିଲ୍ଲୀ, ୨୨।୫: ଲୋକ ସଭା ନିର୍ବାଚନର ଫଳାଫଳ ମେ ୨୩ ଘୋଷଣା ହେବ। ଏହାକୁ ଦେଶରେ ଯେତିକି ଚର୍ଚ୍ଚା, ପଡୋଶୀ ଦେଶ ପାକିସ୍ତାନରେ ମଧ୍ୟ ଚାଲିଛି ତର୍କ…

୫୩ ବର୍ଷରେ ବାପା ହେବାକୁ ଇଚ୍ଛା: ହେଲେ ସ୍ତ୍ରୀ ଚାହୁଁ ନାହାନ୍ତି ସଲମାନ୍‌

ଦବଙ୍ଗ ଷ୍ଟାର ସଲମାନ୍‌ ଖାନ୍‌ ସରୋଗେସୀ ମାଧ୍ୟମରେ ବାପା ହେବାକୁ ଚାହୁଁଛନ୍ତି। ଗତ କିଛି ଦିନ ହେବ ଏହି ଖବର ଖୁବ୍‌ ଚର୍ଚ୍ଚାରେ ରହିଛି। ୫୩ ବର୍ଷିୟ…