କାଶିପାଳ ଗ୍ରାମରେ ଅଘଟଣ: ମଦ କାରବାରକୁ ନେଇ ବଚସା, ସ୍ବାମୀଙ୍କ ମାଡ଼ରେ ସ୍ତ୍ରୀ ମୃତ

ଝୁମ୍ପୁରା,୨୨।୫(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଝୁମ୍ପୁରା ଥାନା ଅନ୍ତର୍ଗତ କାଶିପାଳ ଗ୍ରାମରେ ବୁଧବାର ଏକ ଅଘଟଣ ଘଟିଛି। ମଦ କାରବାରକୁ ନେଇ ବଚସା ହେବାରୁ ସ୍ବାମୀଙ୍କ ମାଡ଼ରେ ସ୍ତ୍ରୀଙ୍କ…

କଂଗ୍ରେସକର୍ମୀଙ୍କୁ ୨୪ ଘଣ୍ଟା ସତର୍କ ରହିବାକୁ ପରାମର୍ଶ ଦେଲେ ରାହୁଲ

ନୂଆଦିଲ୍ଲୀ,୨୨।୫: ଲୋକ ସଭା ନିର୍ବାଚନ ଫଳାଫଳ ଗୁରୁବାର ପ୍ରକାଶ ପାଇବ। ଏନେଇ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ରାହୁଲ ଗାନ୍ଧୀ କର୍ମୀଙ୍କୁ ଆଗାମୀ ୨୪ ଘଣ୍ଟା ସତର୍କ ରହିବାକୁ…

ଭୋଟ ଗଣତି କେନ୍ଦ୍ରରେ ଅଧିକାରୀଙ୍କ ସମୀକ୍ଷା

ବ୍ରହ୍ମପୁର ଅଫିସ,୨୨ା୫ : ଚଳିତ ସାଧାରଣ ନିର୍ବାଚନର ଭୋଟ୍‌ ଗଣତି ପାଇଁ ପ୍ରଶାସନିକସ୍ତରରେ ପ୍ରସ୍ତୁତି ଚୂଡ଼ାନ୍ତ ହୋଇସାରିଛି। ବ୍ରହ୍ମପୁରର ଶିଳ୍ପ ତାଲିମ ଅନୁଷ୍ଠାନ(ଆଇଟିଆଇ)ରେ ଦିଗପହଣ୍ଡି, ଚିକିଟି ଏବଂ…

ଘରେ ୨୨ଟି ସିସିଟିଭି ଲଗାଇଲେ ସ୍ବାମୀ: ଏକଥା ଜାଣିବାରୁ ସ୍ତ୍ରୀ କଲେ ଏମିତି..

ବେଙ୍ଗାଲୁରୁ, ୨୨।୫: କର୍ନାଟକ ବେଙ୍ଗାଲୁରୁରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ସ୍ତ୍ରୀଙ୍କ ଉପରେ ନଜର ରଖିବା ପାଇଁ ଘରେ ୨୨ଟି ସିସିଟିଭି କ୍ୟାମେରା ଲଗାଇଛନ୍ତି ସ୍ବାମୀ।…

କଂଗ୍ରେସ ଏକ୍‌ଜିଟ୍‌ ପୋଲ୍‌: ଏନ୍‌ଡିଏ ଆଗରେ

ନୂଆଦିଲ୍ଲୀ,୨୨।୫: ବିଭିନ୍ନ ସର୍ଭେ ସଂସ୍ଥା ପକ୍ଷରୁ ଏକ୍‌ଜିଟ୍‌ ପୋଲ୍‌ କରାଯାଇଥିବାବେଳେ ଏଥିରେ ଏନଡିଏ ପୁଣିଥରେ କ୍ଷମତା ଦଖଲ କରିବ ବୋଲି ଅନୁମାନ କରାଯାଇଛି। ତେବେ ଖୋଦ୍‌ କଂଗ୍ରେଦ…

୭୮ଟି ଲୋକ ସଭା ଆସନ ହାର୍‌ଜିତ୍‌ରେ ଗ୍ରହଣ କରିବ ନିର୍ଣ୍ଣାୟକ ଭୂମିକା

ନୂଆଦିଲ୍ଲୀ,୨୨।୫: ଲୋକ ସଭା ନିର୍ବାଚନର ଫଳାଫଳ ଗୁରୁବାର ପ୍ରକାଶ ପାଇବ। ତେବେ ଫଳ ପ୍ରକାଶ ପୂର୍ବରୁ ହାର୍‌ଜିତ୍‌ ନେଇ ଅଙ୍କକଷା ଜୋର୍‌ ଧରିଛି। ଚଳିତ ନିର୍ବାଚନରେ ୭୮ଟି…

ବିପକ୍ଷଙ୍କୁ ନିର୍ବାଚନ କମିଶନଙ୍କ ଝଟ୍‌କା: ଭିଭିପାଟ୍‌ ଭୋଟ ଗଣତିରେ ହେବନି ପରିବର୍ତ୍ତନ

ନୂଆଦିଲ୍ଲୀ,୨୨।୫: ନିର୍ବାଚନ କମିଶନଙ୍କ ନିଷ୍ପତ୍ତି ଯୋଗୁ ବିପକ୍ଷ ଦଳଙ୍କୁ ବୁଧବାର ଝଟ୍‌କା ଲାଗିଛି। ବିପକ୍ଷନେତା ମାନେ ଭିଭିପାଟ୍‌ ଏବଂ ଭୋଟର ତାଲିକା କାଗଜ ଟୁକୁଡା ମିଳାଇବା କାର୍ଯ୍ୟ…

ଗୁରୁବାର ଭୋଟ ଗଣନା: କେନ୍ଦୁଝର ପ୍ରଶାସନର ପ୍ରସ୍ତୁତି ଶେଷ, କେନ୍ଦ୍ରଗୁଡ଼ିକୁ ମୋବାଇଲ ଫୋନ ମନା

କେନ୍ଦୁଝର,୨୨।୫(ସ୍ବ.ପ୍ର.): ଗୁରୁବାର ୨୦୧୯ ସାଧାରଣ ନିର୍ବାଚନକୁ ନେଇ ଭୋଟ ଗଣନା କରାଯିବ। ଏହାକୁ ନେଇ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଶେଷ ହୋଇଛି। ଅବଜର୍ଭର ଡ଼. ଓମ…

ପୋଲିସକୁ ଦେଖି ଅପହରଣକାରୀ ନିଜକୁ ମାରିଲେ ଗୁଳି

ପ୍ରୟାଗରାଜ, ୨୨।୫: ଉତ୍ତର ପ୍ରଦେଶର ପ୍ରୟାଗରାଜ ଏକ ଚାଞ୍ଚଲ୍ୟକର ଘଟଣା ଘଟିଛି। ମଙ୍ଗଳବାର ଜଣେ ଠିକାଦାରଙ୍କୁ ପୁଅକୁ ଅପହରଣ କରିନେଇଥିବା ଜଣେ ଅପହରଣକାରୀ ପୋଲିସକୁ ଦେଖି ଭୟରେ…

ପାନୀୟ ଜଳ ପାଇଁ ବ୍ଲକ ଘେରାଉ କଲେ ମହିଳା

ମାଲକାନଗିରି,୨୨ା୫(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଖଇରପୁଟ ସଦର ପଞ୍ଚାୟତର ଉପରପୁଟ ଝରିଆଗୁଡ଼ା ଗ୍ରାମର ଶତାଧିକ ମହିଳା ବୁଧବାର ସକାଳୁ ଖଇରପୁଟ ବ୍ଲକ ଘେରାଉ କରିବା ସହିତ ତାଲା ପକାଇ…