୫ ଲକ୍ଷ ଫଲୋଅର୍ସ ଥିବା ଟିକ୍‌ଟକ୍‌ ସେଲିବ୍ରିଟିଙ୍କୁ ହତ୍ୟା

ନୂଆଦିଲ୍ଲୀ, ୨୨।୫: ଦିଲ୍ଲୀର ନଜଫଗଡରେ ଜଣେ ଟିକ୍‌ଟକ୍‌ ସେଲିବ୍ରିଟିଙ୍କୁ ଗୁଳି ମାରି ହତ୍ୟା କରାଯାଇଛି। ମୃତକଙ୍କ ଜଣଙ୍କ ହେଲେ ମୋହିତ। ପେଶାରେ ସେ ଜଣେ ଜିମ୍‌ ଟ୍ରେନର…

ହାଟଡ଼ିହୀ ବ୍ଲକ: ଏ-୧ ଗ୍ରେଡ୍‌ରେ ପାସ୍‌ କଲେ ୬ ପରୀକ୍ଷାର୍ଥୀ

ହାଟଡ଼ିହୀ,୨୨।୫(ଡି.ଏନ୍‌.ଏ.): ମଙ୍ଗଳବାର ପ୍ରକାଶ ପାଇଥିଲା ମାଟ୍ରିକ ପରୀକ୍ଷା ଫଳ। କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକର ୬ ପରୀକ୍ଷାର୍ଥୀ ଏ-୧ ଗ୍ରେଡ୍‌ରେ ପାସ୍‌ କରିଛନ୍ତି। ବଡ଼ରମ୍ପାସ ହାଇସ୍କୁଲର ବିଶ୍ୱଜିତ୍‌…

କଂଗ୍ରେସ ନେତାଙ୍କ ବିବାଦୀୟ ମନ୍ତବ୍ୟ: ନିର୍ବାଚନୀ ଜାଲିଆତିରେ ସୁପ୍ରିମକୋର୍ଟ ମଧ୍ୟ ସମ୍ପୃକ୍ତ

ନୂଆଦିଲ୍ଲୀ, ୨୨।୫: ଇଭିଏମ ଏବଂ ଭିଭିପାଟକୁ ନେଇ ଚାଲିଥିବା ଚର୍ଚ୍ଚା ଭିତରେ କଂଗ୍ରେସ ନେତା ଉଦିତ ରାଜ ସୁପ୍ରିମକୋର୍ଟ ଉପରେ ଗମ୍ଭୀର ଅଭିଯୋଗ ଆଣିଛନ୍ତି। ସୁପ୍ରିମକୋର୍ଟଙ୍କ ବିଶସନୀୟତା…

ଆମ୍ବ ତୋଳିବା କାଳ ହେଲା: ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଦମ୍ପତି ମୃତ

ଫିରିଙ୍ଗିଆ,୨୨।୫: କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ବନ୍ଧଗଡ଼ ପଞ୍ଚାୟତ ସାଦୁରୁମୁଣ୍ଡା ଗ୍ରାମରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। ବିଦ୍ୟୁତ୍‌ ସଂସ୍ପର୍ଶରେ ଆସିବାରୁ ଏକ ଦମ୍ପତ୍ତିଙ୍କ ମୃତ୍ୟୁ…

ମର୍ମନ୍ତୁତ ସଡକ ଦୁର୍ଘଟଣା: ୪ ଏମବିବିଏସ ଛାତ୍ରୀଛାତ୍ରଙ୍କ ଗଲା ଜୀବନ

ନୋଏଡା, ୨୨।୫: ଉତ୍ତର ପ୍ରଦେଶର ନୋଏଡାରେ ଏକ ମର୍ମନ୍ତୁତ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୪ ଏମବିବିଏସ ଛାତ୍ରୀଛାତ୍ରଙ୍କ ମୃତ୍ୟୁ ଘଟିବା ସହ ଜଣେ ଛାତ୍ରୀ ଗୁରୁତର…

ମାନସିକ ବିକୃତ ବୃଦ୍ଧଙ୍କ ଉନ୍ମତ୍ତ କାଣ୍ଡ: ୨ ସ୍ତ୍ରୀଙ୍କୁ ହତ୍ୟା ପରେ କଲେ ଆତ୍ମହତ୍ୟା

ବାରିପଦା ଅଫିସ,୨୨।୫: ମୟୂରଭଞ୍ଜ ଜିଲା ବାରିପଦା ସଦର ଥାନା ଅଧୀନ ସଂଖାଭଙ୍ଗା ପଞ୍ଚାୟତ ତାଡ଼କିଶୋଲ ଗ୍ରାମର ଗୋଟିଏ ପରିବାରର ୨ ମହିଳା ଓ ଜଣେ ବୃଦ୍ଧଙ୍କ ମୃତଦେହ…

ଡେରାଡୁନ୍‌ରେ ଆର୍‌ଏସ୍‌ଏସ୍‌ ଖୋଲିବ ଆଧୁନିକ ମଦ୍ରାସା

ଡେରାଡୁନ୍‌,୨୨।୫: ଆର୍‌ଏସ୍‌ଏସ୍‌ ପକ୍ଷରୁ ଡେରାଡୁନ୍‌ରେ ଆଧୁନିକ ମଦ୍ରାସା ଖୋଲିବା ଯୋଜନା କରାଯାଇଛି। ଆର୍‌ଏସ୍‌ଏସ୍‌ର ମୁସଲମାନ୍‌ ମଞ୍ଚ ଶାଖା ପକ୍ଷରୁ ଏନେଇ ଉଦ୍ୟମ ଆରମ୍ଭ ହୋଇଛି। ମଦ୍ରାସା ପାଇଁ…

ଟଙ୍କାଏରେ ହେବ ଅନ୍ତିମ ସଂସ୍କାର

ହାଇଦ୍ରାବାଦ୍‌,୨୨।୫: ପୂର୍ବରୁ ଟଙ୍କାଏରେ ଖାଦ୍ୟ ଯୋଜନା ଆରମ୍ଭ ହୋଇଥିଲା। ତେବେ ଏବେ ତେଲେଙ୍ଗାନାର କରିମ୍‌ନଗର ନଗର ନିଗମ ପକ୍ଷରୁ ଆରମ୍ଭ ହୋଇଛି ଏକ ନିଆରା ଯୋଜନା। ଏହା…

ଥରିଲା ଆଣ୍ଡାମାନ

ପୋର୍ଟବ୍ଲେୟାର,୨୨।୫: ଆଣ୍ଡାମାନ ନିକୋବରରେ ବୁଧବାର ଭୂକମ୍ପ ଅନୁଭୁତ ହୋଇଛି। ଭୋର୍‌ ୬ଟା ୯ରେ ଏଠାରେ ଭୂକମ୍ପ ହୋଇଛି। ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୫.୮ ଥିବାଭାରତୀୟ ଭୂବିଜ୍ଞାନ…

ରିସାଟ୍‌-୨-ବି ଉପଗ୍ରହର ସଫଳ ଉତ୍‌କ୍ଷେପଣ: ସୀମାରେ ରହିବ କଡ଼ା ନଜର

ଶ୍ରୀହରିକୋଟା,୨୨।୫: ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ପକ୍ଷରୁ ଶ୍ରୀହରିକୋଟାଠାରୁ ବୁଧବାର ରିସାଟ୍‌-୨-ବି ଉପଗ୍ରହର ସଫଳ ଉତ୍‌କ୍ଷେପଣ କରାଯାଇଛି। ଏହା ପିଏସ୍‌ଏଲ୍‌ଭି-ସି-୪୬ରୁ ଉତ୍‌କ୍ଷେପଣ କରାଯାଇଛି। ଏହି ରାଡାର…