‘ଏବି ଆନି ସିଡିି’ରେ ଅମିତାଭ

ମୁମ୍ବାଇ: ବିକ୍ରମ୍‌ ଗୋଖ୍‌ଲେଙ୍କ ମରାଠୀ ଚଳଚ୍ଚିିତ୍ର ‘ଏବି ଆନି ସିଡ଼ି’ରେ ମେଗାଷ୍ଟାର୍‌ ଅମିତାଭ ବଚ୍ଚନଙ୍କୁ ଦେଖିବାକୁ ମିଳିବ। ଏଥିରେ ସେ ଜଣେ ଅତିଥି କଳାକାରଭାବେ ଅଭିନୟ କରିବେ।…

୧୦୦% ଭିଭିପିଏଟି ସ୍ଲିପ୍‌ ଯାଞ୍ଚ ଆବେଦନ ଖାରଜ

ନୂଆଦିଲ୍ଲୀ,୨୨ା୫(ପି.ଟି.): ଭୋଟ ଗଣତି ଦିନ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ୍‌(ଇଭିଏମ୍‌) ସହ ୧୦୦ ପ୍ରତିଶତ ଭୋଟର ଭେରିଫାଏବ୍ଲ ପେପର ଅଡିଟ ଟ୍ରେଲ୍‌ (ଭିଭିପିଏଟି) ସ୍ଲିପ୍‌ ମେଳ କରାଇବା ପାଇଁ…

ଓଏନ୍‌ଜିସି ସହାୟତାକୁ ଧର୍ମେନ୍ଦ୍ରଙ୍କ ପ୍ରଶଂସା

ଭୁବନେଶ୍ୱର,୨୨।୫(ବ୍ୟୁରୋ): ସାମୁଦ୍ରିକ ଝଡ଼ ‘ଫନୀ’ ପ୍ରଭାବରେ ପୁରୀ ଜଗନ୍ନାଥ ମନ୍ଦିର ଓ ସୂର୍ଯ୍ୟ ମନ୍ଦିରର ବ୍ୟାପକ କ୍ଷୟକ୍ଷତି ହୋଇଛି। ଏହାର ମରାମତି କାର୍ଯ୍ୟ ତଥା ପୁନରୁଦ୍ଧାର ପାଇଁ…

କମଲନାଥଙ୍କ ଗୋଡ଼ ଟାଣିବାକୁ ଉଦ୍ୟମ

ଭୋପାଳ,୨୨ା୫(ପି.ଟି.): ସାଧାରଣ ନିର୍ବାଚନ ଶେଷହେବା ପରେ ମଧ୍ୟପ୍ରଦେଶର କଂଗ୍ରେସ ନେତୃତ୍ୱାଧୀନ କମଲନାଥ ସରକାର ଉପରେ ଅସ୍ଥିରତାର କଳାବାଦଲ ଘନେଇବାରେ ଲାଗିଛି। କଂଗ୍ରେସ ନେତୃତ୍ୱାଧୀନ ରାଜ୍ୟ ସରକାରଙ୍କ ଗୋଡ଼…

ଧରିତ୍ରୀ କାର୍ଟୁନ୍‍

ଧରିତ୍ରୀ କାର୍ଟୁନ୍‍

କ୍ଷତିଗ୍ରସ୍ତଙ୍କ ପାଖରେ ପହଞ୍ଚିନାହାନ୍ତି ସରକାର: ଭାଜପା

ଭୁବନେଶ୍ୱର,୨୨।୫(ବ୍ୟୁରୋ): ବାତ୍ୟା ଫନୀକୁ ୧୮ଦିନ ବିତିଯାଇଥିଲେ ମଧ୍ୟ ଏପର୍ଯ୍ୟନ୍ତ କ୍ଷତିଗ୍ରସ୍ତଙ୍କ ପାଖରେ ”ଜିରୋ କାଜୁଆଲିଟିର“ ନାରା ଦେଉଥିବା ସରକାର ପହଞ୍ଚିପାରି ନାହାନ୍ତି। ରାଜ୍ୟରେ ହଜାର ହଜାର ଲୋକ…

ଅରୁଣାଚଳରେ ଉଗ୍ରପନ୍ଥୀ ଆକ୍ରମଣ: ବିଧାୟକଙ୍କ ସମେତ ୧୧ ଜଣଙ୍କୁ ହତ୍ୟା

ଇଟାନଗର,୨୨ା୫(ପି.ଟି./ଆଇଏନ୍‌ଏସ୍‌): ଅରୁଣାଚଳ ପ୍ରଦେଶରେ ନାଗା ଉଗ୍ରପନ୍ଥୀମାନେ ମଙ୍ଗଳବାର ଜଣେ ବିଧାୟକଙ୍କ ସମେତ ୧୧ ଜଣଙ୍କୁ ହତ୍ୟା କରିଛନ୍ତି। ବିଧାୟକ ତଥା ନ୍ୟାଶନାଲ ପିପୁଲ୍ସ ପାର୍ଟି (ଏନ୍‌ପିପି) ପ୍ରାର୍ଥୀ…

କେନ୍ଦ୍ର ଅର୍ଥ ଲୁଟିବାକୁ ଯୋଜନା: ଭାଜପା

ଭୁବନେଶ୍ୱର,୨୨।୫(ବ୍ୟୁରୋ): ଦୁଇଦିନ ତଳେ ରାଜ୍ୟ କ୍ୟାବିନେଟ୍‌ରେ ପୂର୍ତ୍ତ ବିଭାଗରେ ବିନା ଟେଣ୍ଡରରେ ୫ ଲକ୍ଷ ଟଙ୍କାର କାମ ପାଇଁ କାର୍ଯ୍ୟାଦେଶ ଦିଆଯାଇ ପାରିବ ବୋଲି ନିଷ୍ପତ୍ତି ହୋଇଛି।…

ପ୍ରଶ୍ନପତ୍ରରେ ରହିବ ସିକ୍ରେଟ୍‌ କୋଡ୍‌

ଭୁବନେଶ୍ୱର, ୨୨ା୫(ବ୍ୟୁରୋ): ମାଟ୍ରିକ୍‌ ପରୀକ୍ଷାରେ ପ୍ରଶ୍ନପତ୍ର ଭାଇରାଲ ରାଜ୍ୟ ସରକାରଙ୍କ ଚିନ୍ତା ବଢ଼ାଇ ଦେଇଛି। ଏହାକୁ କିପରି ରୋକାଯାଇପାରିବ ସେଥିପାଇଁ ଯୋଜନା କରିଛି ବିଦ୍ୟାଳୟ ଓ ଗଣଶିକ୍ଷା…

ବିଭିନ୍ନ ବିଦ୍ୟାଳୟର ପରୀକ୍ଷା ଫଳ

ସରକାରୀ ବାଳକ ଉଚ୍ଚ ବିଦ୍ୟାଳୟ, ୟୁନିଟ୍‌-୮ ବିଦ୍ୟାଳୟର ମୋଟ ୧୮୬ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିବା ବେଳେ ସେମାନଙ୍କ ମଧ୍ୟରୁ ୩ଜଣ ଏ୧ ଗ୍ରେଡ୍‌ରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ଅନ୍ୟମାନଙ୍କ…