ଆଜିଠୁ ସ୍ବାଭାବିକ ହେବ ପାର୍କ

ଭୁବନେଶ୍ୱର,୨୨।୫(ବ୍ୟୁରୋ): ବାତ୍ୟା ‘ଫନୀ’ ଦ୍ୱାରା ବିଶେଷ କ୍ଷତିଗ୍ରସ୍ତ ହୋଇଥିବା ଭୁବନେଶ୍ୱରର ପାର୍କଗୁଡ଼ିକ ସ୍ବାଭାବିକ ହେବ। ବିଡିଏ ଦ୍ୱାରା ରକ୍ଷଣାବେକ୍ଷଣା କରାଯାଉଥିବା ପାର୍କଗୁଡ଼ିକ ବୁଧବାରଠାରୁ ସକାଳେ ଏବଂ ସନ୍ଧ୍ୟାରେ…

ଜୁନ୍‌ ୧ରୁ ରାଜ୍ୟସ୍ତରୀୟ ଆମ୍ବ ମହୋତ୍ସବ

ଭୁବନେଶ୍ୱର,୨୨।୫(ବ୍ୟୁରୋ): ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଅଧୀନ ଓଡ଼ିଶା ଗ୍ରାମ୍ୟ ଉନ୍ନୟନ ଓ ବିପଣନ ସମିତି(ଓର୍‌ମାସ) ଏବଂ ଓଡ଼ିଶା ଜୀବିକା ମିଶନର ମିଳିତ ଉଦ୍ୟମରେ ରାଜ୍ୟସ୍ତରୀୟ…

ନୟାଗଡ଼ ଜିଲାରେ ପାସ୍‌ ହାର ୭୨ ପ୍ରତିଶତ

ନୟାଗଡ଼ ଅଫିସ,୨୨।୫-ମାଟ୍ରିକ୍‌ ପରୀକ୍ଷାଫଳ ମଙ୍ଗଳବାର ପ୍ରକାଶ ପାଇଛି। ନୟାଗଡ଼ ଜିଲାରେ ପାସ୍‌ ହାର ୭୧.୮୫ ପ୍ରତିଶତ ରହିଛି। ୫୨ ଜଣ ଏ-୧, ୩୯୮ ଏ-୨, ୮୨୫ ବି-୧,…

ରାଜପଥ ଲୁଟେରା ଗିରଫ:୨ ଖଣ୍ଡା, ୧ ବାଇକ୍‌ ଜବତ

ନୟାଗଡ଼ ଅଫିସ,୨୨ା୫-ନୟାଗଡ଼ ଟାଉନ ପୋଲିସ ସୋମବାର ଜଣେ ରାଜପଥ ଲୁଟେରାଙ୍କୁ ଗିରଫ କରିଛି। ଗିରଫ ଲୁଟେରା ହେଲେ ପୁରୁଣା ଘଡ଼ୁଆଳ ଗ୍ରାମର ଅମୂଲ୍ୟ ମଲ୍ଲିକ (୨୨) ଓରଫ…

ରଣପୁର ସରକାରୀ ଡାକ୍ତରଖାନା: ଫାର୍ମାସିଷ୍ଟ ବଦଳରେ ରୋଷେୟା ଦେଉଛନ୍ତି ଔଷଧ

ରଣପୁର,୨୨ା୫ (ସ୍ବ.ପ୍ର.)- ରଣପୁର ଏନ୍‌ଏସିରେ ଥିବା ସରକାରୀ ଡାକ୍ତରଖାନା ଔଷଧ ବିତରଣ କେନ୍ଦ୍ରରେ ମଙ୍ଗଳବାର ଫାର୍ମାସିଷ୍ଟଙ୍କ ବଦଳରେ ରୋଗୀଙ୍କୁ ରୋଷେୟା ଔଷଧ ଦେବା ଘଟଣା ଆଲୋଚନାର ବିଷୟ…

୭ ବର୍ଷୀୟା ବାଳିକାଙ୍କୁ ବିଏମ୍‌ସିର ସହାୟତା

ଭୁବନେଶ୍ୱର,୨୨।୫(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ସ୍ବତନ୍ତ୍ର ସହାୟତା ପାଣ୍ଠିରୁ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ୭ବର୍ଷୀୟା ଜଣେ ବାଳିକାଙ୍କୁ ସହାୟତା ପ୍ରଦାନ କରିଛି। ଭିଏସ୍‌ଏସ୍‌ ନଗର ତାରିଣୀ ବସ୍ତିରେ ରହୁଥିବା ଶ୍ରେୟା…

ମର୍ଦ୍ଦରାଜପୁର ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର:୧୫ବର୍ଷ ପରେ ବି କାର୍ଯ୍ୟକ୍ଷମ ହୋଇପାରୁନି

ଖଣ୍ଡପଡ଼ା,୨୨ା୫(ସ୍ବ.ପ୍ର.)- ଅଞ୍ଚଳବାସୀଙ୍କ ଦୀର୍ଘବର୍ଷର ଦାବି ପରେ ଖଣ୍ଡପଡ଼ା ବ୍ଲକ ମର୍ଦ୍ଦରାଜପୁରଠାରେ ଏକ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ସ୍ଥାପନ କରାଯାଇଥିଲା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଉଦ୍‌ଘାଟନ କରିବାର ଦୀର୍ଘ…

ଖୋର୍ଦ୍ଧା ଜିଲା: ପାସ୍‌ହାର ୭୮.୬୭%ଭୁବନେଶ୍ୱରରେ ୮୨%

ଖୋର୍ଦ୍ଧା ଅଫିସ୍‌/ଭୁବନେଶ୍ୱର,୨୨।୫(ବ୍ୟୁରୋ): ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ୱାରା ପରିଚାଳିତ ୨୦୧୯ ମାଟ୍ରିକ୍‌ ପରୀକ୍ଷା ଫଳ ମଙ୍ଗଳବାର ପ୍ରକାଶ ପାଇଛି। ଖୋର୍ଦ୍ଧା ଜିଲାରେ ୭୮.୬୭ପ୍ରତିଶତ ପାସ୍‌ହାର ରହିଛି। ଜିଲାର…

ହାତଗୋଡ ବନ୍ଧା ଅବସ୍ଥାରେ ମୃତଦେହ ଉଦ୍ଧାର

ରଣପୁର,୨୨ା୫ (ସ୍ବ.ପ୍ର.)- ରଣପୁର ଥାନା ସୁନାଖଳା ଫାଣ୍ଡି ଅଧୀନ ଖୋର୍ଦ୍ଧା-ବଲାଙ୍ଗୀର ୫୭ନଂ. ଜାତୀୟ ରାଜପଥର ଧୂମାନାଳ ପୋଲ ତଳୁ ମଙ୍ଗଳବାର ଶିକୁଳିରେ ହାତଗୋଡ ବନ୍ଧା ହୋଇଥିବା ଜଣେ…

ଫନୀ କ୍ଷୟକ୍ଷତି, ପକ୍କାଘର ଦାବିରେ ଧାରଣା: ପଦକ୍ଷେପ ନ ହେଲେ ଆତ୍ମହତ୍ୟା ଧମକ

କୃଷ୍ଣପ୍ରସାଦ,୨୨ା୫ (ଡି.ଏନ.ଏ.)-ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଫନୀଜନିତ ବାତ୍ୟା ଯୋଗୁ ପ୍ରବଳ କ୍ଷୟକ୍ଷତି ହୋଇଛି। ତେବେ ଗୃହ ହରାଇଥିବା ବାତ୍ୟା କ୍ଷତିଗ୍ରସ୍ତଙ୍କ ପାଇଁ ପକ୍କା ଛାତଘର ଯୋଗାଇ…