ତପ୍ତପାଣି ଘାଟିରେ ଓଲଟିଲା ମିନିବସ୍‌: ଜଣେ ମୃତ, ୨୫ ଆହତ

ଦିଗପହଣ୍ଡି,୨୧ା୫(ଡି.ଏନ.ଏ.)-ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ତପ୍ତପାଣି ଘାଟିରେ ମଙ୍ଗଳବାର ଅପରାହ୍ନ ପ୍ରାୟ ୫ଟାରେ ଏକ ମିନିବସ ଓଲଟି ପଡ଼ିବାରୁ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨୫ରୁ ଊର୍ଦ୍ଧ୍ୱ…

ହାଇଦ୍ରାବାଦରେ ମୃତ୍ୟୁ, ହିଞ୍ଜିଳିରେ ହତ୍ୟା ମାମଲା: ସ୍ବାମୀ ଗିରଫ

ହିଞ୍ଜିଳିକାଟୁ,୨୧ା୫(ଡି.ଏନ୍‌.ଏ): ଯୌତୁକ ପାଇଁ ସ୍ତ୍ରୀଙ୍କୁ ହତ୍ୟା ଅଭିଯୋଗରେ ହିଞ୍ଜିଳି ଥାନା ପୋଲିସ ମଙ୍ଗଳବାର ଆଙ୍କୋରଡା ଗ୍ରାମର ପ୍ରଶାନ୍ତ ସ୍ବାଇଁଙ୍କୁ ଗିରଫ କରିଛି। ହତ୍ୟାର ଶିକାର ହୋଇଛନ୍ତି ମଧୁମିତା।…

ସ୍ଥିତି ଦେଖି ନିଷ୍ପତ୍ତି ନେବ ବିଜେଡି : ପ୍ରତାପଦେବ

ଭୁବନେଶ୍ୱର,୨୧।୫(ବ୍ୟୁରୋ)- ଦିନକ ପରେ ସାଧାରଣ ନିର୍ବାଚନ ଫଳାଫଳ ପ୍ରକାଶ ପାଇବାକୁ ଯାଉଛି। ଅଧିକାଂଶ ଏକଜିଟ୍‌ ପୋଲ ଏନ୍‌ଡିଏ ସପକ୍ଷରେ ମତ ଦେଇଛନ୍ତି। କେତେକ ଏକ୍‌ଜିଟ୍‌ ପୋଲ ଏନ୍‌ଡିଏ…

୨୦୧୭-୧୮ ବର୍ଷରେ ନିର୍ବାଚନ ଚାନ୍ଦା: ବିଜେଡିକୁ ମିଳିଛି ୧୩ କୋଟି ୪ ଲକ୍ଷ, ଆଞ୍ଚଳିକ ଦଳ ମଧ୍ୟରେ ସର୍ବାଧିକ;ଦ୍ୱିତୀୟରେ ଜେଡି(ୟୁ), ୱାଇଏସ୍‌ଆର ତୃତୀୟ

ଭୁବନେଶ୍ୱର,୨୧।୫(ବ୍ୟୁରୋ)- ରାଜ୍ୟରେ କ୍ଷମତାସୀନ ବିଜେଡି ୨୦୧୭-୧୮ ଆର୍ଥିକ ବର୍ଷରେ ୧୩ କୋଟି ୪ ଲକ୍ଷ ଟଙ୍କା ଚାନ୍ଦା ପାଇଛି। ଏହା ଦେଶର ଏହି ସମୟରେ ମିଳିଥିବା ସମସ୍ତ…

୨୧ ବର୍ଷରୁ କମ୍‌ ଚତୁଃରାଷ୍ଟ୍ରୀୟ ମହିଳା ହକି: ସୁମନ ଦେବୀଙ୍କୁ ଭାରତୀୟ ଦଳର ନେତୃତ୍ୱ

ନୂଆଦିଲ୍ଲୀ, ୨୧।୫(ପି.ଟି.)- ଆୟର୍ଲାଣ୍ଡର ଡବ୍‌ଲିନଠାରେ ଚଳିତ ମାସ ୩୧ରୁ ଆରମ୍ଭ ହେବାକୁ ଥିବା ୨୧ ବର୍ଷରୁ କମ୍‌ ଚତୁଃରାଷ୍ଟ୍ରୀୟ ମହିଳା ହକି ଟୁର୍ନାମେଣ୍ଟ ପାଇଁ ମଙ୍ଗଳବାର ଭାରତୀୟ…

ଅକ୍ଟୋବର ୨୨ରେ ବିସିସିଆଇ ନିର୍ବାଚନ 

ନୂଆଦିଲ୍ଲୀ, ୨୧ା୫ (ପି.ଟି.)-ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ବହୁ ପ୍ରତିକ୍ଷୀତ କର୍ମକର୍ତ୍ତା ନିର୍ବାଚନ ଅକ୍ଟୋବର ୨୨ରେ ହେବ। ପ୍ରଶାସକ କମିଟି (ସିଓଏ) ମଙ୍ଗଳବାର ଏହା ଘୋଷଣା…

ସିଣ୍ଡିକେଟ ବ୍ୟାଙ୍କର ନୂତନ କ୍ଷେତ୍ରୀୟ ପ୍ରବନ୍ଧକ

ଭୁବନେଶ୍ୱର,୨୧-୫: ସିଣ୍ଡିକେଟ ବ୍ୟାଙ୍କ କ୍ଷେତ୍ର-୨ର ନୂତନ ପ୍ରବନ୍ଧକ ଭାବେ ଚନ୍ଦ୍ରକାନ୍ତ ଦାସ ମହାପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହା ପୂର୍ବରୁ ସେ କାନପୁର କ୍ଷେତ୍ରୀୟ କାର୍ଯ୍ୟାଳୟର ପ୍ରବନ୍ଧକ…

ରାଜ୍ୟ ସମବାୟ ବ୍ୟାଙ୍କର ବ୍ୟାଙ୍କ ଅନ୍‌ ହ୍ବିଲ କାର୍ଯ୍ୟକ୍ରମ

ଭୁବନେଶ୍ୱର,୨୧-୫ : ଓଡ଼ିଶା ରାଜ୍ୟ ସମବାୟ ବ୍ୟାଙ୍କ ପକ୍ଷରୁ ଫନୀ ପ୍ରଭାବିତ ଅଞ୍ଚଳଗୁଡିକରେ ବ୍ୟାଙ୍କ ଅନ୍‌ ହ୍ବିଲ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ବିଶେଷ ପ୍ରଭାବିତ ପୁରୀ ଜିଲାରେ…

ଅବ୍ୟବସ୍ଥାରେ ଚାଲିଛି ଖଜୁରିମୁଣ୍ଡି ପ୍ରାଥମିକ ବିଦ୍ୟାଳୟ: ୩୮୦ ଜଣ ବିଦ୍ୟାର୍ଥୀଙ୍କୁ ୬ ଶିକ୍ଷୟିତ୍ରୀଶିକ୍ଷକ, ୪ ବର୍ଷ ହେଲା ଆକାଉଣ୍ଟାଣ୍ଟ ପଦବୀ ଖାଲି

କେନ୍ଦୁଝର, ୨୧ା୫(ସ୍ବ.ପ୍ର.)-ବାଂଶପାଳ ଭଳି ଆଦିବାସୀ ଅଧ୍ୟୁଷିତ ବ୍ଲକରେ ଶିକ୍ଷାର ଆଲୋକ ଶିଖା ଜାଳିବା ପାଇଁ ୧୯୭୨ ମସିହାରେ ଖଜୁରିମୁଣ୍ଡିଠାରେ ପ୍ରାଥମିକ ବିଦ୍ୟାଳୟ ପ୍ରତିଷ୍ଠା ହୋଇଥିଲା। ପରେ ଏହା…

ଚିଙ୍ଗୁଡି ମାଫିଆଙ୍କ କବଳରେ ଶତାଧିକ ଏକର ସରକାରୀ ଜମି

ବାଲିଆପାଳ, ୨୧ା୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାଲିଆପାଳ ତହସିଲ ଅନ୍ତର୍ଗତ ଜମ୍ଭୀରାଇ, ପଞ୍ଚୁପାଲି ଓ ବୋଳଂ ଆଦି ପଞ୍ଚାୟତର ଶହ ଶହ ଏକର ସରକାରୀ ଗୋଚର ଚାରଣ ଜମି, ଜଙ୍ଗଲଜମି…