ମାଟ୍ରିକ ପରୀକ୍ଷାରେ ଅକୃତକାର୍ଯ୍ୟ ହେବାରୁ ଛାତ୍ରଙ୍କ ଆତ୍ମହତ୍ୟା

ବସ୍ତା, ୨୧।୫(ସ୍ବ.ପ୍ର.)-ମଙ୍ଗଳବାର ପ୍ରକାଶ ପାଇଛି ଚଳିତବର୍ଷର ମାଟ୍ରିକ ପରୀକ୍ଷାଫଳ। ପରୀକ୍ଷାରେ ଅକୃତକାର୍ଯ୍ୟ ହୋଇ ବାଲେଶ୍ୱର ଜିଲା ବସ୍ତା ଥାନା ପଣ୍ଡରୁଙ୍ଗି ଗ୍ରାମର ଜଣେ ଦଶମ ଶ୍ରେଣୀର ଛାତ୍ର…

ଅନୁଗୋଳ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର: ଏ ୧ରେ ୧୧ ଜଣ ପାସ

ବନ୍ତଳା,୨୧।୫(ଡି.ଏନ.ଏ.)- ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଫଳ ମଙ୍ଗଳବାର ସକାଳେ ପ୍ରକାଶ ପାଇଛି। ଅନୁଗୋଳ ଜିଲା ଗାନ୍ଧିମାର୍ଗରେ ଥିବା ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ସମୁଦାୟ ୧୫୨ ଜଣ…

ଶିବ ପ୍ରସାଦ ଜିଲା ଟପ୍ପର: ଆଇଏଏସ୍‌ ଅଫିସର ହେବାକୁ ରଖିଛନ୍ତି ଇଚ୍ଛା

ତାଳଚେର,୨୧ା୫(ନି.ପ୍ର.)- ତାଳଚେର ଶିଶୁମନ୍ଦିରର ଶିବ ପ୍ରସାଦ ପାଣି ଚଳିତ ମାଟ୍ରିକ ପରୀକ୍ଷାରେ ୯୬. ୩୩ ପ୍ରତିଶତ ଅର୍ଥାତ୍‌ ୫୭୮ ନମ୍ବର ରଖି ଅନୁଗୋଳ ଜିଲାରେ ଟପ୍ପର ହୋଇଛନ୍ତି।…

ବିଶ୍ୱକପ୍‌ରେ ଶ୍ରୀଲଙ୍କାର ନୂଆ ଅଧିନାୟକ

ଗୁଆହାଟୀ,୨୧ା୫(ପି.ଟି.)- ଦଳର ନେତୃତ୍ୱ ଭାର ବିଫଳତାଠାରୁ ଆରମ୍ଭ କରି ପ୍ରଶାସନିକ ବିବାଦ ଯୋଗୁ ପୂର୍ବତନ ଚାମ୍ପିୟନ ଶ୍ରୀଲଙ୍କା ଦଳକୁ ବିଶ୍ୱକପ୍‌ରେ କେବଳ ଚମତ୍କାର ହିଁ ବଞ୍ଚାଇପାରିବ। ଡାର୍କ…

ରିଲିଫ ଚାଉଳ ବଣ୍ଟନରେ ଅନିୟମିତତା : ପ୍ରତିବାଦରେ ଧାରଣା ଦେଲେ ସିହା ପଞ୍ଚାୟତବାସୀ

ଚଣ୍ଡିଖୋଲ,୨୧ା୫(ଡି.ଏନ.ଏ.)- ବଡ଼ଚଣା ବ୍ଲକ ଅନ୍ତର୍ଗତ ସିହା ପଞ୍ଚାୟତରେ ରିଲିଫ ଚାଉଳ ବଣ୍ଟନରେ ଅନିୟମିତତା ହୋଇଥିବା ପ୍ରତିବାଦରେ ପଞ୍ଚାୟତବାସୀ ମଙ୍ଗଳବାର ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଇଛନ୍ତି। ଦୀର୍ଘଦିନ…

ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ: ୬ ଜଣ ଏ ଓ୍ବାନ୍‌ ଗ୍ରେଡ୍‌ରେ ଉତ୍ତୀର୍ଣ୍ଣ

ଚଣ୍ଡିଖୋଲ,୨୧ା୫(ଡି.ଏନ.ଏ.)- ମାଟ୍ରିକ ପରୀକ୍ଷା ଫଳାଫଳ ମଙ୍ଗଳବାର ପ୍ରକାଶ ପାଇଛି। ବଡ଼ଚଣା ବ୍ଲକ ଅଞ୍ଚଳରୁ ୬ ଜଣ ୯୦ ପ୍ରତିଶତରୁ ଅଧିକ ମାର୍କ ରଖି ଏ ଓ୍ବାନ୍‌ ଗ୍ରେଡ୍‌ରେ…

ଚାନ୍ଦପୁର ଗଡ଼ା ନିକଟରେ ଦୁର୍ଘଟଣା: ଅଟୋକୁ ଧକ୍କା ଦେଲା ସଫାରି; ୨ ମୃତ, ୪ ଗୁରୁତର

ରାହାମା,୨୧ା୫(ଡି.ଏନ.ଏ.): କଟକ-ପାରାଦୀପ ରୋଡ୍‌ର କୁଜଙ୍ଗ ଥାନା ଅନ୍ତର୍ଗତ ପଙ୍କପାଳ ପଞ୍ଚାୟତ ଚାନ୍ଦପୁର ଗଡ଼ାଠାରେ ମଙ୍ଗଳବାର ଅପରାହ୍ନ ୫ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ…

ଗାଧୋଇବାକୁ ଯାଇ ପୋଖରୀରେ ବୁଡିଗଲେ ଯୁବକ

ନବରଙ୍ଗପୁର,୨୧ା୫(ବି.ପ୍ର)- ନବରଙ୍ଗପୁର ସହର ଗୋରାମୁଣ୍ଡା ପୋଖରୀରେ ବୁଡି ଯାଇ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ ରାଜୁ ସାହିର ଅର୍ଜୁନ ନାୟକ (୩୫)। ମଙ୍ଗଳବାର…

୨ ପୃଷ୍ଠାର ଚିଠି ଜାରି କଲା ଆନ୍ଦ୍ର-ଓଡିଶା ସ୍ପେଶାଲ ଜୋନାଲ କମିଟି

ଚିତ୍ରକୋଣ୍ଡା,୨୧ା୫(ଡି.ଏନ.ଏ.)-  ମଙ୍ଗଳବାର ମାଓବାଦୀମାନେ ତେଲୁଗୁ ଭାଷାରେ ୨ ପୃଷ୍ଠାର ଚିଠି ଜାରି କରିଛନ୍ତି। ଏଥିରେ ସେମାନେ ପାଡୁଆ ଏନକାଉଣ୍ଟରକୁ ତୀବ୍ର ନିନ୍ଦା କରିଛନ୍ତି। ଆନ୍ଦ୍ର-ଓଡିଶା ବୋର୍ଡର ସ୍ପେଶାଲ…

ମାଟ୍ରିକ ପରୀକ୍ଷା ଫଳ: ଶକ୍ତି ପ୍ରସାଦ ମାଲକାନଗିରି ଜିଲାରେ ପ୍ରଥମ

ମାଲକାନଗିରି,୨୧ା୫ (ଡି.ଏନ୍‌.ଏ.)- ମଙ୍ଗଳବାର ପ୍ରକାଶ ପାଇଛି ମାଟ୍ରିକ ପରୀକ୍ଷା ଫଳ। ମାଲକାନଗିରି ଜିଲାରେ ଶତକଡ଼ା ୫୮.୩୯ ପ୍ରତିଶତ ଛାତ୍ରୀଛାତ୍ର ଉତ୍ତୀର୍ଣ୍ଣ ହୋଇଛନ୍ତି। ମୋଟ ୫୪୧ ନମ୍ବର ଅର୍ଥାତ୍‌…