ଚାନ୍ଦପୁର ଗଡ଼ା ନିକଟରେ ଦୁର୍ଘଟଣା: ଅଟୋକୁ ଧକ୍କା ଦେଲା ସଫାରି; ୨ ମୃତ, ୪ ଗୁରୁତର

ରାହାମା,୨୧ା୫(ଡି.ଏନ.ଏ.): କଟକ-ପାରାଦୀପ ରୋଡ୍‌ର କୁଜଙ୍ଗ ଥାନା ଅନ୍ତର୍ଗତ ପଙ୍କପାଳ ପଞ୍ଚାୟତ ଚାନ୍ଦପୁର ଗଡ଼ାଠାରେ ମଙ୍ଗଳବାର ଅପରାହ୍ନ ୫ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ…

ଗାଧୋଇବାକୁ ଯାଇ ପୋଖରୀରେ ବୁଡିଗଲେ ଯୁବକ

ନବରଙ୍ଗପୁର,୨୧ା୫(ବି.ପ୍ର)- ନବରଙ୍ଗପୁର ସହର ଗୋରାମୁଣ୍ଡା ପୋଖରୀରେ ବୁଡି ଯାଇ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ ରାଜୁ ସାହିର ଅର୍ଜୁନ ନାୟକ (୩୫)। ମଙ୍ଗଳବାର…

୨ ପୃଷ୍ଠାର ଚିଠି ଜାରି କଲା ଆନ୍ଦ୍ର-ଓଡିଶା ସ୍ପେଶାଲ ଜୋନାଲ କମିଟି

ଚିତ୍ରକୋଣ୍ଡା,୨୧ା୫(ଡି.ଏନ.ଏ.)-  ମଙ୍ଗଳବାର ମାଓବାଦୀମାନେ ତେଲୁଗୁ ଭାଷାରେ ୨ ପୃଷ୍ଠାର ଚିଠି ଜାରି କରିଛନ୍ତି। ଏଥିରେ ସେମାନେ ପାଡୁଆ ଏନକାଉଣ୍ଟରକୁ ତୀବ୍ର ନିନ୍ଦା କରିଛନ୍ତି। ଆନ୍ଦ୍ର-ଓଡିଶା ବୋର୍ଡର ସ୍ପେଶାଲ…

ମାଟ୍ରିକ ପରୀକ୍ଷା ଫଳ: ଶକ୍ତି ପ୍ରସାଦ ମାଲକାନଗିରି ଜିଲାରେ ପ୍ରଥମ

ମାଲକାନଗିରି,୨୧ା୫ (ଡି.ଏନ୍‌.ଏ.)- ମଙ୍ଗଳବାର ପ୍ରକାଶ ପାଇଛି ମାଟ୍ରିକ ପରୀକ୍ଷା ଫଳ। ମାଲକାନଗିରି ଜିଲାରେ ଶତକଡ଼ା ୫୮.୩୯ ପ୍ରତିଶତ ଛାତ୍ରୀଛାତ୍ର ଉତ୍ତୀର୍ଣ୍ଣ ହୋଇଛନ୍ତି। ମୋଟ ୫୪୧ ନମ୍ବର ଅର୍ଥାତ୍‌…

ପାଣି ପାଇଁ ନଳକୂପ ପାଖରେ ଲମ୍ବାଧାଡି

ଟିକ୍ରାପଡା, ୨୧ା୫(ଡି.ଏନ.ଏ.): ବଲାଙ୍ଗୀର ଜିଲା ସଇଁତଲା ବ୍ଲକ କରମତଲା ପଞ୍ଚାୟତ ଅଧିନ ଦାବଯୁରି ଗ୍ରାମରେ ଉକତ୍ଟ ପାନୀୟ ଜଳ ସମସ୍ୟା ଦେଖା ଦେଇଛି।  ଗାଁରେ ମାତ୍ର ଦୁଇଟି…

ବଲାଙ୍ଗୀର ଜିଲା: ମାଟ୍ରିକ୍‌ ପରୀକ୍ଷା ପାସ୍‌ହାର ୭୩.୦୮ % , ସିଦ୍ଧାନ୍ତ ରାୟ ଜିଲା ଟପ୍ପର

ବଲାଙ୍ଗୀର ଅଫିସ, ୨୧ା୫: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ୱାରା ପରିଚାଳିତ ଚଳିତ ବର୍ଷର ମାଟ୍ରିକ୍‌ ପରୀକ୍ଷା ମଙ୍ଗଳବାର ପ୍ରକାଶ ପାଇଛି ା ଜିଲାରେ ପାସ୍‌ହାର ୭୩.୦୮ ପ୍ରତିଶତ…

ପେଟ୍ରୋଲ ପମ୍ପରେ ଡକାୟତି ଯୋଜନା ପଣ୍ଡ: ପାଟ୍ରୋଲିଂ ବେଳେ ପୋଲିସ ହାତରେ ଧରାପଡ଼ିଲେ, ୬ ଗିରଫ; ବୋମା, ଖଣ୍ଡା ଜବତ

ବ୍ରହ୍ମପୁର ଅଫିସ,୨୧।୫: ବଡ଼ବଜାର ପୋଲିସ ଏକ ଡକାୟତ ଗ୍ୟାଙ୍ଗକୁ କାବୁ କରିଛି। ଥାନାଧିକାରୀ ପ୍ରଶାନ୍ତ ଭୂପତି ଏବଂ ତାଙ୍କ ଟିମ୍‌ ସୋମବାର ରାତ୍ରିକାଳୀନ ପାଟ୍ରୋଲିଂ କରୁଥିବା ବେଳେ…

ଏହି ହୋଟେଲରେ ଗ୍ରାହକଙ୍କୁ ମିଳେ ସୁନା ବାଥ୍‌ଟବ୍‌ର ସୁବିଧା

ଜାପାନର ଏକ ହୋଟେଲରେ ଗ୍ରାହକଙ୍କ ପାଇଁ ରହିଛି ସୁନାର ବାଥ୍‌ଟବ୍‌। ୧୩୦ ସେଣ୍ଟିମିଟର ଚଉଡା ଓ ୫୫ ସେଣ୍ଟିମିଟର ଗଭୀର ଏହି ବାଥ୍‌ଟବ୍‌ର ମଜା ନେବାକୁ ଏବେ…

ସୁଦିରମାନ କପ୍‌:ପରାଜୟରୁ ଭାରତର ଅଭିଯାନ ଆରମ୍ଭ

ନାନ୍ନିଂ,୨୧ା୫(ପି.ଟି.)- ଏଠାରେ ଚାଲିଥିବା ସୁଦିରମାନ ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତାରେ ଭାରତୀୟ ଦଳ ପରାଜୟରୁ ଅଭିଯାନ ଆରମ୍ଭ କରିଛି। ମଙ୍ଗଳବାର ଖେଳାଯାଇଥିବା ଗ୍ରୁପ୍‌ ଡି’ର ପ୍ରଥମ ମ୍ୟାଚ୍‌ରେ ଭାରତ ୨-୩…

ରଙ୍ଗିପୁର ମା’ ବୁଢ଼ୀ ଠାକୁରାଣୀ ଯାତ୍ରାରେ ଭକ୍ତଙ୍କ ଭିଡ଼

ଗୋପାଳପୁର,୨୧।୫-ରଙ୍ଗେଇଲୁଣ୍ଡା ବ୍ଲକ ରଙ୍ଗିପୁର ଗ୍ରାମରେ ମା’ ବୁଢ଼ୀ ଠାକୁରାଣୀ ଯାତ୍ରା ୧୬ ତାରିଖରୁ ଆରମ୍ଭ ହୋଇଛି। ମଙ୍ଗଳବାର ଏହି ଯାତ୍ରା ଷଷ୍ଠ ଦିବସରେ ପହଞ୍ଚତ୍ଛି। ମା’ ଠାକୁରାଣୀ…