ଖୁବ୍‌ଶୀଘ୍ର ବଜାରକୁ ଆସିବ ନୂଆ ୧୦ ଟଙ୍କିଆ ନୋଟ

ନୂଆଦିଲ୍ଲୀ,୨୧।୫: ଖୁବ୍‌ ଶୀଘ୍ର ବଜାରକୁ ଆସିବାକୁ ଯାଉଛି ନୂଆ ୧୦ ଟଙ୍କିଆ ନୋଟ। ମହାତ୍ମା ଗାନ୍ଧୀଙ୍କ ନୂଆ ସିରିଜରେ ଏହି ୧୦ଟଙ୍କିଆ ନୋଟ ଜାରି କରାଯିବ ବୋଲି…

ଆୟବର୍ହିଭୂତ ସମ୍ପତ୍ତି ଠୁଳ ମାମଲା: ମୁଲାୟମ, ଅଖିଳେଶଙ୍କ କ୍ଲିନଚିଟ୍‌

ନୂଆଦିଲ୍ଲୀ, ୨୧।୫: ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଛନ୍ଦି ହୋଇପଡିଥିବା ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂ ଯାଦବ ଏବଂ ତାଙ୍କ ପୁଅ ଅଖିଳେଶ…

ମାଟ୍ରିକ ପରୀକ୍ଷା ଫଳ: ପୁରୀ ଜିଲାରେ ପାସ୍‌ହାର ୭୮.୨୫%

ପୁରୀ ଅଫିସ, ୨୧।୫: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା(ମାଟ୍ରିକ) ଫଳ ମଙ୍ଗଳବାର ପୂର୍ବାହ୍ନ ୯ଟାରେ ପରୀକ୍ଷା ଫଳ ପ୍ରକାଶ ପାଇଛି ।…

ଭବିଷ୍ୟତ ପ୍ରଧାନମନ୍ତ୍ରୀଙ୍କ ନାଁ କହିଲେ ମିଳିବ ବମ୍ପର ରିହାତି

ନୂଆଦିଲ୍ଲୀ,୨୧।୫: ଆସନ୍ତା ୨୩ ତାରିଖରେ ଲୋକ ସଭା ନିର୍ବାଚନର ଫଳାଫଳ ଘୋଷଣା ହେବାକୁ ଥିବା ବେଳେ ଏବେ ସମସ୍ତଙ୍କ ନଜର ଏକ୍‌ଜିଟ୍‌ ପୋଲ୍‌ ଉପରେ। ଏହି ସମୟରେ…

କେମିତି ଆରମ୍ଭ ହୋଇଥିଲା ରାଜୀବ-ସୋନିଆଙ୍କ ପ୍ରେମ ସମ୍ପର୍କ

ନୂଆଦିଲ୍ଲୀ, ୨୧।୫: ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ୨୮ତମ ପୁଣ୍ୟତିଥି ମଙ୍ଗଳବାର ସାରା ଦେଶରେ ପାଳନ କରାଯାଉଛି। ଦିଲ୍ଲୀର ବୀରଭୂମିରେ ଥିବା ତାଙ୍କ ସମାଧିପୀଠରେ ଅନେକ…

ଗୋଟିଏ ମଣ୍ଡପରେ ସ୍ତ୍ରୀ ଓ ଗର୍ଲଫ୍ରେଣ୍ଡକୁ ବିବାହ କଲେ ଯବାନ

ଜୈସପୁର,୨୧।୫: ଛତିଶଗଡ଼ର ଜୈସପୁର ଜିଲାର ବ।ଘଡୋଲରେ ଏକ ନିଆରା ବିବାହ ଦେଖିବାକୁ ମିଳିଛି। ଉକ୍ତ ଗାଁର ଜଣେ ସିଆରପିଏଫ୍‌ ଯବାନ ୨ଜଣ ମହିଳାଙ୍କ ସହ ଏକା ସାଙ୍ଗରେ…

ମାଟ୍ରିକ ପରୀକ୍ଷା ଫଳ: କେନ୍ଦୁଝର ଜିଲାରେ ପାସ ହାର ୭୧.୪୬%

କେନ୍ଦୁଝର, ୨୧ା୫(ସ୍ବ.ପ୍ର.): ଚଳିତ ବର୍ଷର ମାଟ୍ରିକ ପରୀକ୍ଷାଫଳ ମଙ୍ଗଳବାର ପ୍ରକାଶ ପାଇଛି। କେନ୍ଦୁଝର ଜିଲାରେ ପାସ ହାର ୭୧.୪୬% ରହିଥିବା ଜିଲା ଶିକ୍ଷା ଅଧିକାରୀ କପିଳେନ୍ଦ୍ର ମିଶ୍ର…

ଚୋରି ଉଦ୍ୟମ ବିଫଳ: ଯୁବକଙ୍କୁ ଆକ୍ରମଣ କରି ଅଭିଯୁକ୍ତ ଫେରାର

ବଅଁରପାଳ,୨୧।୫(ଡି.ଏନ୍‌.ଏ.): ଅନୁଗୋଳ ଜିଲା ବଅଁରପାଳ ନାଲ୍‌କୋ ଥାନା ଅନ୍ତର୍ଗତ ଏକ୍ସିସ୍‌ ବ୍ୟାଙ୍କ ପଛପଟେ ଏକ ଭଡାଘରେ ରହୁଥିବା ସିଦ୍ଧନାଥ ଗିରିଙ୍କ ଘରୁ ସୋମବାର ବିଳମ୍ବିତ ରାତିରେ ଚୋରି…

କଂଗ୍ରେସକୁ ଝଟ୍‌କା: ଶରଦ ପାଓ୍ବାରଙ୍କ ଫୋନ୍‌ ଉଠାଇଲେ ନାହିଁ ଜଗନ ମୋହନ

ନୂଆଦିଲ୍ଲୀ,୨୧।୫: ଲୋକ ସଭା ନିର୍ବାଚନ ଫଳାଫଳ ପରେ ରାଜନୀତିକ ସମିକରଣକୁ ନେଇ ଓ୍ବାଇଏସ୍‌ଆର୍‌ କଂଗ୍ରେସର ମୁଖ୍ୟ ଓ୍ବାଇ.ଏସ୍‌. ଜଗନ ମୋହନ ରେଡ୍ଡି ସବୁ ବିକଳ୍ପ ଖୋଲା ରଖିଛନ୍ତି।…

ଭାରତର ସବୁଠୁ ଭରସାଯୋଗ୍ୟ ସେଲିବ୍ରିଟିଙ୍କ ତାଲିକା ପ୍ରକାଶ

ନୂଆଦିଲ୍ଲୀ, ୨୧।୫: ଟିଆରଏ ରିସର୍ଚ୍ଚ ପକ୍ଷରୁ ଭାରତର ସବୁଠାରୁ ଭରସାଯୋଗ୍ୟ ସେଲିବ୍ରିଟିଙ୍କ ତାଲିକା ପ୍ରକାଶ ପାଇଛି। ଖେଳ, ସିନେମା ଏବଂ ବିଜନେସ୍‌ର ୩୯ଜଣ ସେଲିବ୍ରିଟି ଏହି ତାଲିକାରେ…