ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ: ପାସହାର ୭୦.୭୮ ପ୍ରତିଶତ

କଟକ ଅଫିସ/ଭୁବନେଶ୍ୱର,୨୧।୫(ବ୍ୟୁରୋ): ଚଳିତବର୍ଷର ମାଟ୍ରିକ ରେଜଲ୍ଟ କଟକ ବୋର୍ଡ କାର୍ଯ୍ୟାଳୟରେ ମଙ୍ଗଳବାର ପ୍ରକାଶ ପାଇଛି। ଚଳିତବର୍ଷ ପାସ ହାର ୭୦.୭୮ ପ୍ରତିଶତ ରହିଥିବାବେଳେ ଏ-୧ରେ ୧,୧୮୧ଜଣ, ଏ-୨ରେ…

‘ଇଭିଏମ୍‌ ସଂଖ୍ୟାରେ ଅମେଳ ହେଲେ ସବୁ ଭିଭିପିଏଟି ସ୍ଲିପ୍‌ ଗଣାଯାଉ’

ନୂଆଦିଲ୍ଲୀ,୨୧।୫(ପି.ଟି.): ଇଭିଏମ୍‌ ବିଶ୍ୱସନୀୟତାର ପ୍ରମାଣ ଲାଗି ପ୍ରତି ବିଧାନସଭା ନିର୍ବାଚନ ମଣ୍ଡଳୀର ୫ଟି ବୁଥ୍‌ର ଇଭିଏମ୍‌ ସଂଖ୍ୟା ସହ ଭିଭିପିଏଟି ସ୍ଲିପ୍‌ ଗଣନା କରିବା ଲାଗି ବ୍ୟବସ୍ଥା ହୋଇଛି।…

୨୦୧୬ ସେପ୍ଟେମ୍ବରରେ ହୋଇଥିଲା ପ୍ରଥମ ସର୍ଜିକାଲ ଷ୍ଟ୍ରାଇକ୍‌

ନୂଆଦିଲ୍ଲୀ,୨୧।୫: ସେନା ପକ୍ଷରୁ ପ୍ରଥମ ସର୍ଜିକାଲ୍‌ ଷ୍ଟ୍ରାଇକ୍‌ ୨୦୧୬ ସେପ୍ଟେମ୍ବର ମାସରେ କରାଯାଇଥିଲା। ଉରି ଗ୍ୟାରିଶନ୍‌ ଆକ୍ରମଣର ପ୍ରତିଶୋଧ ନେବା ଲାଗି ସେନା ପକ୍ଷରୁ ଏଭଳି ପଦକ୍ଷେପ ଗ୍ରହଣ…

ଏକ୍‌ଜିଟ୍‌ ପୋଲ୍‌କୁ ନେଇ ବିରୋଧୀଙ୍କ ସନ୍ଦେହ

ନୂଆଦିଲ୍ଲୀ,୨୧।୫: ଏନ୍‌ଡିଏ ସରକାର ଗଠନ କରିବ ବୋଲି ସବୁ ଏକ୍‌ଜିଟ୍‌ ପୋଲ୍‌ (ବୁଥ୍‌ଫେରନ୍ତା ମତ) ଅନୁମାନ କରିବା ପରେ ଉଭୟ ଶାସକ ଓ ବିରୋଧୀ ଶିବିରରେ ଭିନ୍ନ…

ଜାଣନ୍ତୁ କେଉଁ ଫଳ କେଉଁ ସମୟରେ ଖାଇବା ଉଚିତ

ଫଳ ସ୍ବାସ୍ଥ୍ୟ ପାଇଁ ଉପକାରୀ। ସେଥିପାଇଁ ଯଦି କାହାର ଦେହ ଖରାପ ହୋଇଯାଏ, ଡାକ୍ତର ତାଙ୍କୁ ଫଳ ଖାଇବାକୁ ପରାମର୍ଶ ଦେଇଥା’ନ୍ତି। କାରଣ ଫଳରେ ଅନେକ ପ୍ରକାର…

ଘରକୁ ଥଣ୍ଡା ରଖିବାକୁ ହେଲେ…

ରାଦିନେ ଗରମ ବଢ଼ିବା ସହ ତାପମାତ୍ରା ବଢ଼ିଚାଲିଛି। ଏମିତିରେ ଘରେ ରହିବା କଷ୍ଟକର ହୋଇପଡୁଛି। ପ୍ରାୟ ଲୋକ ଏଥିଲାଗି ଘରେ ଏସି ଲଗାଉଛନ୍ତି; ଯାହା ସ୍ବାସ୍ଥ୍ୟ ପାଇଁ…

ମସଲା କୋଲ୍ଡଡ୍ରିଙ୍କ୍‌ସ

ଆବଶ୍ୟକ ସାମଗ୍ରୀ - କୋକ୍‌ ୨ ଗ୍ଲାସ୍‌, ଚାହାଗୁଣ୍ଡ ୧ ଚାମଚ, ଚାଟ୍‌ ମସଲା ୧ ଚାମଚ, ଅଳ୍ପ ପରିମାଣରେ ପୋଦିନା, ଲେମ୍ବୁ ୨ ଖଣ୍ଡ, ଭଜା…

ବାହାଘର ପାର୍ଟି ଓ ବିବାହ ଲାଗି ଡିଜାଇନ ଚୁଡ଼ି

ମହିଳାଙ୍କ ଚୁଡ଼ିର ଖନ୍‌ଖନ୍‌ ଶଦ୍ଦ କାହାର ବା ଧ୍ୟାନ ଆକର୍ଷଣ ନ କରେ! ଖାଲି ସେତିକି ନୁହେଁ, ଏହା ମହିଳାଙ୍କ ଷୋଳ ଶିଙ୍ଗାର ସହ ସମାନ। ଯଦି…

ଗୃହିଣୀଙ୍କ ପାଇଁ …

ବିରିୟାନୀ କିମ୍ବା ପଲାଉ କରିବା ସମୟରେ ପିଆଜ ଜଲ୍‌ଦି ଫ୍ରାଏ ହେବା ଲାଗି ସେଥିରେ ଅଳ୍ପ ପରିମାଣରେ ଚିନି ପକାନ୍ତୁ, ଦେଖିବେ ପିଆଜ ଶୀଘ୍ର ଫ୍ରାଏ ହେବା…

ଯଦି ସ୍ତ୍ରୀ-ସ୍ବାମୀ ଉଭୟ କର୍ମଜୀବୀ: ତେବେ କେତୋଟି ବିଷୟ ପ୍ରତି ବିଶେଷ ଧ୍ୟାନଦେବାକୁ ପଡ଼ିଥାଏ, ଜାଣନ୍ତୁ ସେ ସମ୍ପର୍କରେ…

ସେଦିନ ସୁନୀତା ମନ ମାରି ବସିଥାଏ। ଗତ କିଛିଦିନ ହେବ ଠିକ୍‌ ସମୟରେ ଅଫିସ୍‌ ଯାଇପାରୁନି। ସକାଳୁ ସକାଳୁ ସ୍ବାମୀ ତାଙ୍କ କାମରେ ବାହାରି ଯାଉଛନ୍ତି। କାମ…