ଖଣ୍ଡପଡା,୨୧ା୫(ସ୍ବ.ପ୍ର.): ନିଖିଳ ଉକତ୍ଳ କଂସାରୀ ସମାଜର ୪୭ତମ ରାଜ୍ୟସ୍ତରୀୟ ବାର୍ଷିକ ଅଧିବେଶନ ଆସନ୍ତା ଜୁନ୍ ୮ ଓ ୯ତାରିଖ ଦୁଇଦିନ ଧରି କଣ୍ଟିଲୋଠାରେ ଅନୁଷ୍ଠିତ ହେବ। ଏଥିରେ…
ନୂଆଦିଲ୍ଲୀ,୨୧-୫: କେନ୍ଦ୍ର ସରକାର ରାଷ୍ଟ୍ରାୟତ୍ତ ପବନ ହଂସକୁ ବିକ୍ରି କରିଦେବା ଲାଗି ପୁନର୍ବାର ପ୍ରୟାସ ଆରମ୍ଭ କରିଛନ୍ତି। ଚଳିତ ମାସ ଶେଷରେ ନୂଆକରି ବିଡିଂ ପ୍ରକ୍ରିୟା ଆରମ୍ଭ…
ଭୁବନେଶ୍ୱର,୨୧-୫ : ଯାତ୍ରୀଙ୍କୁ ଉନ୍ନତ ସେବା ଯୋଗାଣ କରିବା ଲକ୍ଷ୍ୟରେ ରେଲଓ୍ବେ ପକ୍ଷରୁ ପୁରୀ-ହବିବଗଞ୍ଜ-ପୁରୀ ମଧ୍ୟରେ ଚଳାଚଳ କରୁଥିବା ସ୍ବତନ୍ତ୍ର ଟ୍ରେନରେ ମିଳିତ ବଗି ସ୍ଥାୟୀ ସଂଯୋଗ…
ନୟାଗଡ଼ ଅଫିସ/ରଣପୁର (ସ୍ବ.ପ୍ର.),୨୧।୫-ନୟାଗଡ଼ ଜିଲା ରଣପୁର ଥାନା ନରେନ୍ଦ୍ରପୁର ପଞ୍ଚାୟତ ବିନୋଦପଡ଼ା ଗ୍ରାମ ଶ୍ମଶାନରୁ ଜଣେ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହକୁ ପୋଲିସ ଉଦ୍ଧାର କରିଛି। ମୃତକ ହେଲେ…
ନୂଆଦିଲ୍ଲୀ,୨୧-୫: ଦେଶର ସୁନା ଆମଦାନୀ ଏପ୍ରିଲରେ ୫୪ ପ୍ରତିଶତ ବୃଦ୍ଧି ପାଇ ୩.୯୭ ବିଲିୟନ ଡଲାରରେ ପହଞ୍ଚତ୍ୟାଇଛି। ଫଳରେ ବାଣିଜ୍ୟ ନିଅଣ୍ଟ ବୃଦ୍ଧି ପାଇବାରୁ ଚଳନ୍ତି ଜମା…
ମୁମ୍ବାଇ,୨୧-୫: ଦେଶର ସାଧାରଣ ନିର୍ବାଚନ ଫଳାଫଳ ୨୩ରେ ଆସିବାକୁ ଥିବା ବେଳେ କେନ୍ଦ୍ରରେ ପୁଣି ଥରେ ଏନ୍ଡିଏ ସରକାର ଶାସନ କ୍ଷମତାକୁ ଫେରିବା ନେଇ ଏକ୍ଜିଟ ପୋଲ୍…
ବୋଲଗଡ଼,୨୧ା୫(ଡି.ଏନ.ଏ.)-ବୋଲଗଡ଼ ବ୍ଲକ ଅସରଳା ଗ୍ରାମରେ ସୋମବାର ୨୧ତମ ବାର୍ଷିକ ଶ୍ରୀରାମଚରିତ ମାନସ ନବାହ୍ନ ପାରାୟଣ ଓ ଜ୍ଞାନଯଜ୍ଞ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି। ସନ୍ଥ ତୁଳସୀ ଦାସଙ୍କ ରଚିତ…
ଟାଙ୍ଗୀ(ଖୋର୍ଦ୍ଧା),୨୧ା୫(ଡି.ଏନ.ଏ.)-ସମାଜରେ ଆଧ୍ୟାମତ୍ିକତା, ନୈତିକତା ଓ ସତ୍ୟନିଷ୍ଠାକୁ ଉଜ୍ଜୀବିତ କରିବା ଲକ୍ଷ୍ୟରେ ଆୟୋଜିତ ହେଉଛି ବିଭିନ୍ନ ପୌରାଣିକ କଥାବସ୍ତୁକୁ ନେଇ ନାଟକ। ଏହି ପରିପ୍ରେକ୍ଷୀରେ ଟାଙ୍ଗୀ ମୁକ୍ତାକାଶ ରଙ୍ଗମଞ୍ଚରେ…
ଭୁବନେଶ୍ୱର,୨୧।୫(ବ୍ୟୁରୋ): ବାତ୍ୟା ‘ଫନୀ’ର ତାଣ୍ଡବରେ ସ୍ମାର୍ଟ ସିଟି ଭୁବନେଶ୍ୱର ଏକପ୍ରକାର ଶ୍ରୀହୀନ ହୋଇପଡ଼ିଛି। ରାଜଧାନୀର ସବୁଜିମାଠାରୁ ଆରମ୍ଭ କରି ସୌନ୍ଦର୍ଯ୍ୟକରଣ, ସବୁକିଛି ଧ୍ୱସ୍ତବିଧ୍ୱସ୍ତ ହୋଇଯାଇଛି। ଭୁବନେଶ୍ୱର ମହାନଗର…
ଭୁବନେଶ୍ୱର,୨୧।୫(ବ୍ୟୁରୋ): ବିଶ୍ୱର ସର୍ବବୃହତ ଆବାସିକ ଜନଜାତି ଅନୁଷ୍ଠାନ କଳିଙ୍ଗ ଇନ୍ଷ୍ଟିଚ୍ୟୁଟ ଅଫ୍ ସୋସିଆଲ ସାଇନ୍ସେସ୍(କିସ୍) ଲଗାତାର ଚତୁର୍ଥ ଥର ପାଇଁ ନନ୍-ପ୍ରଫିଟ୍ ଆଇଭି ଲିଗ୍ରେ ସ୍ଥାନ ପାଇଛି।…