ବିବାହ ବନ୍ଧନରେ ବାନ୍ଧିହେଲେ ଏହି ଭାରତୀୟ କ୍ରିକେଟର

ହାଇଦ୍ରାବାଦ, ୨୦।୫: ଭାରତୀୟ କ୍ରିକେଟର ହନୁମା ବିହାରୀ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ଫେଶନ୍‌ ଡଜାଇନର୍‌ ପ୍ରୀତି ରାଙ୍କୁ ନିଜ ଜୀବନ ସାଥୀ ଭାବେ ବାଛିଛନ୍ତି ହନୁମା।…

କାନ୍ସରେ ଚମକିଲେ ନୀଳନୟନା

ଫ୍ରାନ୍ସରେ ଚାଲିଥିବା କାନ୍ସ ଫେଷ୍ଟିଭାଲ୍‌ରେ ବଲିଉଡ୍‌ର ନାମୀଦାମୀ ଅଭିନେତ୍ରୀମାନେ ସେମାନଙ୍କର ଜଲ୍‌ଓ୍ବା ଦେଖାଇ ସାରିଛନ୍ତି। ଦୀପିକା ପାଦୁକୋନ୍‌, ପ୍ରିୟଙ୍କା ଚୋପ୍ରା, ହୀନା ଖାନ୍‌, ମଲ୍ଲିକା ଶ୍ୱେରାଓ୍ବତ୍‌, ଡାଏନା…

ଡାକ୍ତରଖାନାରେ ମୃତ୍ୟୁସହ ସଂଗ୍ରାମ କରୁଥିଲେ ଝିଅ, ଏପଟେ ପଡିଆରେ କ୍ରିକେଟ ଖେଳିବାକୁ ଓହ୍ଲାଇଲେ ପିତା

ଲଣ୍ଡନ, ୨୦।୫: ଡାକ୍ତରଖାନାରେ ୨ବର୍ଷର ଝିଅ ମୃତ୍ୟୁ ସହ ସଂଗ୍ରାମ କରୁଥିଲାବେଳେ ଏପଟେ ବ୍ୟାଟ ଧରି ପଡିଆକୁ ଓହ୍ଲାଇ ଖେଳୁଆଡ ମନୋଭାବର ପରିଚୟ ଦେଇଛନ୍ତି ପାକିସ୍ତାନ ବ୍ୟାଟ୍ସମ୍ୟାନ୍‌…

ଏକ୍‌ଜିଟ୍‌ ପୋଲ ବାସ୍ତବିକ ପରିଣାମ ନୁହେଁ: ଉପରାଷ୍ଟ୍ରପତି

ନୂଆଦିଲ୍ଲୀ,୨୦।୫: ରବିବାର ପ୍ରକାଶ ପାଇଥିବା ଏକ୍‌ଜିଟ୍‌ ପୋଲ ବାସ୍ତବିକ ପରିଣାମ ନୁହେଁ ବୋଲି ଉପରାଷ୍ଟ୍ରପତି ଭେଙ୍କିଆ ନାଇଡ଼ୁ। ‘ଆମକୁ ବୁଝିବା ଦରକାର ଯେ, ଏକ୍‌ଜିଟ୍‌ ପୋଲ ବାସ୍ତବିକ…

ଅଜବ ପରମ୍ପରା: ଯେଉଁଠି ପରିବାରର ବୟୋଜ୍ୟେଷ୍ଠ ବ୍ୟକ୍ତିଙ୍କୁ କରାଯାଏ ହତ୍ୟା

ବିଶ୍ୱର ବିଭିନ୍ନ ସ୍ଥାନରେ ବିଭିନ୍ନ ପରମ୍ପରା ରହିଛି। ତନ୍ମଧ୍ୟରୁ କିଛି ପରମ୍ପରା ସମ୍ପର୍କରେ ଶୁଣିଲେ ଦେହମନ ଶିହରି ଉଠେ। ତଥାପି ପରମ୍ପରାକୁ ପାଳନ କରୁଥିବା ଲୋକେ ତାକୁ…

ଇରାନକୁ ଆମେରିକାର ଧମକ

ଓ୍ବାଶିଂଟନ,୨୦।୫: ଆମେରିକା ଓ ଇରାକ ମଧ୍ୟରେ ଏବେ ଯୁଦ୍ଧ ପରିସ୍ଥିତି ଚରମ ସୀମାରେ ପହଞ୍ଚିଛି। ଏମିତି କହିବାର କାରଣ ହେଉଛି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ…

ଡମ୍ପର ଧକ୍କାରେ ବ୍ୟାଙ୍କ କର୍ମଚାରୀଙ୍କ ଜୀବନ ଗଲା

ଖଇରା,୨୦।୫(ଡି.ଏନ୍‌.ଏ.): ବାଲେଶ୍ବର ଜିଲା ଖଇରା ଥାନା ଅଧୀନ ବ୍ରାହ୍ମଣପୋଖରୀ ଛକ ନିକଟରେ ରବିବାର ରାତିରେ ଏକ ଡମ୍ପର ଧକ୍କାରେ ଜଣେ ବ୍ୟାଙ୍କ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ସେ…

ସବୁ ଏକ୍‌ଜିଟ୍‌ ପୋଲ୍‌ ଭୁଲ୍‌: ଶଶି ଥରୁର

ନୂଆଦିଲ୍ଲୀ,୨୦।୫: ବରିଷ୍ଠ କଂଗ୍ରେସ ନେତା ଶଶି ଥରୁର ସୋମବାର ସମସ୍ତ ଏକ୍‌ଜିଟ୍‌ ପୋଲ୍‌ର ଆକଳନକୁ ଭୁଲ୍‌ ବୋଲି କହିଛନ୍ତି। ସେ କହିଛନ୍ତି, ମେ ୨୩ ପର୍ଯ୍ୟନ୍ତ ଅପେକ୍ଷା…

ପାକିସ୍ତାନରେ ବଢି ଚାଲିଛି ଦରଦାମ

ଇସଲାମାବାଦ,୨୦।୫: ପାକିସ୍ତାନରେ ଦରଦାମ ଦିନକୁ ଦିନ ଆକାଶ ଛୁଆଁ ହୋଇଛି। ଇମ୍ରାନ ଖାଁଙ୍କ ସରକାର ମଧ୍ୟ ଏହା ଉପରେ ନିୟନ୍ତ୍ରଣ ରଖିବାରେ ଅସମର୍ଥ ହୋଇଛନ୍ତି। ବିଶେଷ କରି…

କଫଜନିତ ସମସ୍ୟା ନେଇ ଚିନ୍ତିତ କି ?

ଯଦି ହଁ, ତେବେ ଏହାର କେତେକ ଘରୋଇ ଉପଚାର ରହିଛି। ଅଧା ଚାମଚ ପିଆଜ ରସରେ ଏକ ଚାମଚ ମହୁ ମିଶାଇ ପିଇଲେ ଏହି ସମସ୍ୟ ଦୂର…