ମୟୂରଭଞ୍ଜର ୫ ବୁଥ୍‌ରେ ଚାଲିଛି ସାନି ମତଦାନ

ବାରିପଦା ଅଫିସ,୧୯।୫: ମୟୂରଭଞ୍ଜ ଜିଲାର ୫ଟି ବୁଥ୍‌ରେ ରବିବାର ସାନି ମତଦାନ କରାଯାଉଛି। ବାରିପଦା ବିଧାନସଭା ନିର୍ବାଚନମଣ୍ଡଳୀର ୧୬ନଂ ବୁଥ୍‌-ଭୁଗୁଡ଼ାକଟା, ୧୯ନଂ ବୁଥ୍‌-ପୂର୍ଣ୍ଣଚନ୍ଦ୍ରପୁର, ଖଣ୍ଟା ବ୍ଲକର ବୁଥ୍‌…

ବଉଳା କୁମ୍ଭୀର ବସା ଉଦ୍ଧାର: ଭିତରକନିକା ନିଆଗଲା ଅଣ୍ଡା, ନାଳରେ ଛାଡ଼ି ଦିଆଗଲା କୁମ୍ଭୀର

ମହାକାଳପଡ଼ା,୧୯।୫(ଡି.ଏନ୍‌.ଏ.): ମହାକାଳପଡ଼ା ବନାଞ୍ଚଳ ଅଧୀନ ଗାବରୀ ନଦୀ ପାର୍ଶ୍ୱ ଅରଡ଼ ଗ୍ରାମର ଏକ ବୁଦା ମୂଳେ ଏକ ବଉଳା କୁମ୍ଭୀର ବସା ବାନ୍ଧି କିଛି ଅଣ୍ଡା ଦାନ…

ଯାଜପୁରରେ ସାନି ମତଦାନ ପୂର୍ବରୁ ନିର୍ବାଚନୀ ହିଂସା: ଭୁଜାଲିରେ ଆକ୍ରମଣ, ଜଣେ ଗୁରୁତର

ଯାଜପୁର ଅଫିସ,୧୯।୫- ବିଞ୍ଝାରପୁର ନିର୍ବାଚନମଣ୍ଡଳୀର ୧୩୫ ନଂ ବୁଥ୍‌ କଲ୍ୟାଣପୁରଠାରେ ରବିବାର ସାନି ମତଦାନ ହେବା ପୂର୍ବରୁ ନିର୍ବାଚନୀ ହିଂସା ଦେଖିବାକୁ ମିଳିଛି। ଶନିବାର ବିଳମ୍ବିତ ରାତିରେ…

ଯାଜପୁର ସଂସଦୀୟ କ୍ଷେତ୍ର: ୯ ବୁଥ୍‌ରେ ହେଉଛି ସାନି ମତଦାନ, ଭୋଟକେନ୍ଦ୍ରରେ ମତଦାତାଙ୍କ ଭିଡ଼

ଯାଜପୁର ଅଫିସ,୧୯।୫-ଯାଜପୁର ସଂସଦୀୟ କ୍ଷେତ୍ରର ୯ ଟି ବୁଥ୍‌ରେ ରବିବାର ସାନି ମତଦାନ ଚାଲିଛି। ଏଥିରେ ମୋଟ ୯୯୩୧ ମତଦାତା ସେମାନଙ୍କ ମତଦାନ ସାବ୍ୟସ୍ତ କରିବେ। ବିଞ୍ଝାରପୁର…

ସାଧାରଣ ନ ଥିଲା ମୋଦି ଧ୍ୟାନ କରୁଥିବା ଗୁମ୍ଫା: ଏହାସହ ସଂଲଗ୍ନ ଥିଲା ଶୌଚାଗାର, ସିସିଟିଭି

ଡେରାଡୁନ,୧୯।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ନିର୍ବାଚନ ପ୍ରଚାର କାର୍ଯ୍ୟ ଶେଷ କରି ଶନିବାର ବାହାରିଥିଲେ କେଦାରନାଥ ଦର୍ଶନରେ। ସେଠାରେ ସେ ଏକ ଗୁମ୍ଫାରେ ଧ୍ୟାନ କରିବାର…

ବିରିୟାନୀ ପାଇଁ ବିବାହ ଭୋଜି ପାଲଟିଲା ରଣକ୍ଷେତ୍ର

ବିଶାଖାପଟ୍ଟନମ୍‌,୧୯।୫: ଆନ୍ଧ୍ରପ୍ରଦେଶ ପଶ୍ଚିମ ଗୋଦାବରୀ ଜିଲାରେ ଘଟିଛି ଏକ ଅଭାବନୀୟ ଘଟଣା। ଏଠାରେ ବିରିୟାନୀ ପରସାକୁ କେନ୍ଦ୍ର କରି ବର ପକ୍ଷ ଏବଂ କନ୍ୟା ଘର ସଦସ୍ୟଙ୍କ…

ଯୌତୁକରେ ମିଳିଲାନି ସ୍କର୍ପିଓ: ଅଧା ବିବାହରୁ ବର ଫେରାର

ଜୟପୁର,୧୯।୫: ରାଜସ୍ଥାନ ବାରାଂ ଜିଲାରେ ଘଟିଛି ଏକ ଅଭାବନୀୟ ଘଟଣା। ଏଠାରେ ଜଣେ ବରଙ୍କୁ କନ୍ୟା ପକ୍ଷ ସ୍କର୍ପିଓ ଗାଡ଼ି ଦେବାକୁ ମନା କରିବାରୁ ଅଧା ବିବାହରୁ…

ପ୍ରଥମ ଦରମା ଟଙ୍କା ଘରକୁ ପଠାଇଥିଲି: ଅବସରପ୍ରାପ୍ତ ଶାସନ ସଚିବ ଡ. ଇଂ ନନ୍ଦନନ୍ଦନ ଦାସ

ଅବସରପ୍ରାପ୍ତ ଶାସନ ସଚିବ ତଥା ସମାଜସେବୀ ଡ. ଇଂ ନନ୍ଦନନ୍ଦନ ଦାସ ନିଜ ପ୍ରଥମ ରୋଜଗାର ସମ୍ପର୍କରେ ଯାହା କୁହନ୍ତି... ଭଦ୍ରକ ଜିଲା ବାଉଦପୁର ଗାଁରେ ମୋ…

ବ୍ୟକ୍ତିତ୍ୱ: ଜାଭେଦ ଅଖତର; ଭାରତୀୟ ଗୀତି ସାହିତ୍ୟରେ ସ୍ବର୍ଣ୍ଣାକ୍ଷରରେ ଲିପିବଦ୍ଧ ତାଙ୍କ ନାମ

ଜାଭେଦ ଅଖତର କହିଲେ ହୁଏତ ଆମ ଆଖିରେ ଜଣେ ସୁପରହିଟ୍‌ ଗୀତର ଗୀତିକାରଙ୍କ ଚେହେରା ନାଚି ଉଠିପାରେ। ମାତ୍ର ଜାଭେଦ ଅଖତରଙ୍କ ପରିଚୟ ସେତିକିରେ ସୀମିତ ନୁହେଁ।…

ଫନୀ ପ୍ରକୋପରେ ବିବର୍ଣ୍ଣ ଉପକୂଳ ଓଡ଼ିଶା: ବାରମ୍ବାର ଘଟୁଛି ପ୍ରାକୃତିକ ବିପର୍ଯ୍ୟୟ, କିପରି ଅଛି ବାତ୍ୟା ପରର ଜୀବନ

ଉପକୂଳ ଓଡ଼ିଶାରେ ଏମିତି କିଛି ଗାଁ ଅଛି, ଯେଉଁଠାରେ ଲୋକେ ବାରମ୍ବାର ବନ୍ୟାବାତ୍ୟା ପରି ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହୁଅନ୍ତି । ପୁଣି ଅଣ୍ଟା ଭିଡି ଛିଡା…