ରାଜଧାନୀ ଓଭରବ୍ରିଜ୍‌ରେ ମାତିଲେ ଲୁଟେରା: ଅଧଘଣ୍ଟାରେ ସିରିଜ୍‌ ଲୁଟ୍‌; ଚେନ୍‌, ଭ୍ୟାନିଟି ଝାମ୍ପିନେଲେ;ଦୁଇ ମହିଳାଙ୍କ ମୁଣ୍ଡ ଫାଟିଲା

ଭୁବନେଶ୍ୱର, ୧୯।୫(ବ୍ୟୁରୋ)- ରାଜଧାନୀରେ ପୁଣି ସକ୍ରିୟ ହୋଇଉଠିଛି ଲୁଟେରା ଗ୍ୟାଙ୍ଗ୍‌। ଚନ୍ଦ୍ରଶେଖରପୁର ଥାନାଞ୍ଚଳରେ ହୋଇଥିବା ସିରିଜ ଲୁଟ୍‌ ମାମଲାରେ ପୋଲିସ ଏଯାଏ ଲୁଟେରାଙ୍କୁ ଠାବ କରିପାରି ନ ଥିବାବେଳେ…

ଶେଷ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ: ମତଦାନ ଜାରି

ନୂଆଦିଲ୍ଲୀ, ୧୯।୫: ଲୋକ ସଭା ନିର୍ବାଚନର ସପ୍ତମ ପର୍ଯ୍ୟାୟରେ ୭ଟି ରାଜ୍ୟ ଓ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳର ୫୯ଟି ଆସନ ପାଇଁ ରବିବାର ମତଦାନ ସକାଳ…

ପୁନରୁଦ୍ଧାର ହେବ ଉପକୂଳ ସବୁଜିମା: ୫ବର୍ଷରେ ଖର୍ଚ୍ଚ ହେବ ୨୦୦ କୋଟି, ୮ ହଜାର ହେକ୍ଟର ଅଞ୍ଚଳରେ ହେବ ବୃକ୍ଷରୋପଣ

ଭୁବନେଶ୍ୱର, ୧୯।୫(ବ୍ୟୁରୋ)- ବାତ୍ୟା ‘ ଫନୀ’ରେ ଉପକୂଳ ଅଞ୍ଚଳରେ ଜଙ୍ଗଲ ଓ ବୃକ୍ଷ ସମ୍ପଦ ବ୍ୟାପକ ଭାବେ କ୍ଷତିଗ୍ରସ୍ତ ହୋଇଥିବାବେଳେ ସବୁଜିମା ଉଜୁଡି ଯାଇଛି। ତେଣୁ ଉପକୂଳ…

ପ୍ରଧାନମନ୍ତ୍ରୀ ପ୍ରାର୍ଥୀ: ରାହୁଲଙ୍କୁ ଦେବେଗୌଡ଼ାଙ୍କ ସମର୍ଥନ

ନୂଆଦିଲ୍ଲୀ,୧୯ା୫: ଡିଏମ୍‌କେ ମୁଖ୍ୟ ଏମ୍‌.କେ. ଷ୍ଟାଲିନ୍‌ଙ୍କ ପରେ ଜେଡିଏସ୍‌ ସୁପ୍ରିମୋ ଦେବେଗୌଡା କଂଗ୍ରେସ ଅଧ୍ୟକ୍ଷ ରାହୁଲଙ୍କ ଗାନ୍ଧୀଙ୍କୁ ପ୍ରଧାନମନ୍ତ୍ରୀ ପଦ ପାଇଁ ଶନିବାର ସମର୍ଥନ କରିଛନ୍ତି। ୮୭ତମ…

ଆଣ୍ଡାମାନ ଛୁଇଁଲା ମୌସୁମୀ, ଜୁନ୍‌ରେ ଓଡ଼ିଶା ଆସିବ; ଜଳୁଛି ସାରା ଓଡ଼ିଶା, ୪୫.୮ ଡିଗ୍ରୀରେ ଟିଟିଲାଗଡ଼

ଭୁବନେଶ୍ୱର, ୧୯।୫(ବ୍ୟୁରୋ)/ରଣପୁର (ସ୍ବ.ପ୍ର.)- ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ତାତିରେ ତ୍ରାହି ତ୍ରାହି ଡାକୁଛନ୍ତି ଲୋକେ। ରାଜ୍ୟର ଅଧିକାଂଶ ଜିଲାରେ ତାପମାତ୍ରା ୪୦ ଡିଗ୍ରୀ…

ଶେଷ କ୍ୟାବିନେଟ୍‌ରେ ଫନୀ ଚିନ୍ତା

ଭୁବନେଶ୍ୱର,୧୯।୫(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ସରକାରଙ୍କ ଶେଷ କ୍ୟାବିନେଟ୍‌ ବୈଠକ ଶନିବାର ସଚିବାଳୟରେ ଅନୁଷ୍ଠିତ ହୋଇଛି। ସାମୁଦ୍ରିକ ଝଡ ଫନୀ ଦ୍ୱାରା ପ୍ରଭାବିତ ପୁରୀ ଏବଂ…

ଖଣ୍ଡପଡ଼ା ବ୍ଲକର ସାଧୁଆପଲ୍ଲୀ ଗାଁ: ସରକାରୀ ଯୋଜନା ଏଠି ଅପହଞ୍ଚ

ଖଣ୍ଡପଡ଼ା,୧୯ା୫(ସ୍ବ.ପ୍ର.)-ନୟାଗଡ଼ ଜିଲା ଖଣ୍ଡପଡ଼ା ବ୍ଲକ ଗଡିଆସାହି ପଞ୍ଚାୟତର ସାଧୁଆପଲ୍ଲୀ ଗାଁ। ସ୍ବାଧୀନତାର ଦୀର୍ଘ ୭୨ବର୍ଷ ପରେ ବି ଗାଁଟି ଯେପରି ଅନ୍ଧାରୀ ମୂଲକରେ ରହିଯାଇଛି। ଜିଲା କିମ୍ବା…

ବର୍ଷା ଆଗମନର ସୂଚନା ଦିଏ ବାଇଚଢ଼େଇ

ଗଣିଆ,୧୯ା୫(ଡି.ଏନ.ଏ.)- ଆଜିର ବିଜ୍ଞାନ ଯୁଗରେ ଲୋକମାନେ ପୂର୍ବରୁ ପ୍ରାକୃତିକ ଜଳବାୟୁ ସମ୍ପର୍କରେ ଜାଣିପାରୁଛନ୍ତି। ହେଲେ ଅତୀତରେ ପ୍ରାକୃତିକ ଜଳବାୟୁ ଓ ବନ୍ୟା, ବାତ୍ୟା, ଭୂମିକମ୍ପ ଭଳି ବିପର୍ଯ୍ୟୟ…

ବୃନ୍ଦାବନ ଛାତ୍ରୀ ଜ୍ୟୋତ୍ସ୍ନାରାଣୀ ଏବେ ବନ୍ତଳା ଦିଦି : ୭୦ ଯୁବତୀଙ୍କୁ ଦେଇସାରିଲେଣି ରୋଜଗାର

ବନ୍ତଳା,୧୯ା୫(ଦୀନେଶ ଦେହୁରୀ)- ସ୍ବାମୀଙ୍କ ସହ ବୃନ୍ଦାବନରେ ଥିବା ବେଳେ ଜ୍ୟୋତ୍ସ୍ନାରାଣୀଙ୍କୁ ଘାରିଥିଲା ସ୍ବାବଲମ୍ବୀ ହେବାର ଚିନ୍ତା। ପ୍ରଥମେ ପ୍ରଥମେ ମନା କରିଥିଲେ ସ୍ବାମୀ। ପରେ ସ୍ତ୍ରୀଙ୍କ ହଁରେ…

ସ୍ବାସ୍ଥ୍ୟ ବିଭାଗକୁ ରୋଗୀ ସୁରକ୍ଷା ଚିନ୍ତା: ଝରକାରେ ତାରଜାଲି ଲଗାଇବାକୁ ଚିଠି

ଢେଙ୍କାନାଳ ଅଫିସ, ୧୯।୫- ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟ କୋଠାରୁ ଡେଇଁ ବର୍ଷକ ମଧ୍ୟରେ ୨ଜଣ ରୋଗୀ ଆତ୍ମହତ୍ୟା କରିବା ଘଟଣା ସାଧାରଣରେ ଆଲୋଡ଼ନ ସୃଷ୍ଟି କରିଛି।…