ଟିଭି ଚ୍ୟାନେଲ ଷ୍ଟ୍ରିମିଂ କରୁଥିବା ଆପ୍ସକୁ ନିୟନ୍ତ୍ରିତ କରିବ ଟ୍ରାଇ

ନୂଆଦିଲ୍ଲୀ,୧୮-୫: ଟିଭି ଚ୍ୟାନେଲଗୁଡ଼ିକର ଲାଇଭ ଷ୍ଟ୍ରିମିଂ କରୁଥିବା ଆପ୍ସଗୁଡ଼ିକୁ ଭାରତୀୟ ଦୂରସଞ୍ଚାର ନିୟାମକ ପ୍ରାଧିକରଣ(ଟ୍ରାଇ) ନିୟନ୍ତ୍ରିତ କରିବ। ଏସୂଚନାଥାଉ କି, ହଟ୍‌ଷ୍ଟାର୍‌, ଏୟାରଟେଲ ଟିଭି, ଜିଓ ଟିଭି,…

ପ୍ରହସନ ପାଲଟିଛି ବିଦ୍ୟୁତୀକରଣ ଯୋଜନା : ବର୍ଷେ ତଳୁ ବସିଛି ମିଟର, ସଂଯୋଗ ନାହ

ବଅଁରପାଳ,୧୯ା୫(ଡି.ଏନ.ଏ.)- କେନ୍ଦ୍ର ସରକାରଙ୍କ ପକ୍ଷରୁ କାର୍ଯ୍ୟକାରୀ ହେଉଥିବା ଗ୍ରାମ୍ୟ ବିଦ୍ୟୁତୀକରଣ ଯୋଜନା ଅନେକ ସ୍ଥାନରେ ପ୍ରହସନରେ ପରିଣତ ହୋଇଛି। ଫଳରେ ବହୁ ଗରିବ ଜନସାଧାରଣ ଏହାର ସୁଫଳ…

ସଙ୍କଟରେ ପାକିସ୍ତାନୀ ମୁଦ୍ରା;ଭାରତ ତୁଳନାରେ ମୂଲ୍ୟ ଅଧା

ନୂଆଦିଲ୍ଲୀ,୧୯-୫: ଭାରତୀୟ ମୁଦ୍ରା ଟଙ୍କା ଏବେ ପଡ଼ୋଶୀ ପାକିସ୍ତାନର ମୁଦ୍ରାଠାରୁ ଅଧିକ ମୂଲ୍ୟବାନ ହୋଇଛି। ଶୁକ୍ରବାର ଭାରତୀୟ ଟଙ୍କା ଡଲାର ତୁଳନାରେ ୭୦ ସ୍ତରରେ ଥିଲା ବେଳେ…

ଡିଜିଟାଲ ପେମେଣ୍ଟ:ଆର୍‌ବିଆଇକୁ ରିପୋର୍ଟ ଦେଲା ନିଲେକାନି କମିଟି

ନୂଆଦିଲ୍ଲୀ,୧୯-୫: ଡିଜିଟାଲ ପେମେଣ୍ଟକୁ ନେଇ ନନ୍ଦନ ନିଲେକାନିଙ୍କ ଅଧ୍ୟକ୍ଷତାରେ ଗଠିତ କମିଟି ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ)କୁ ତାଙ୍କର ରିପୋର୍ଟ ପ୍ରଦାନ କରିଛନ୍ତି। ଦେଶରେ ଆଧାର ପରିଚୟପତ୍ର ଯୋଜନାକୁ…

ଜୟନ୍ତୀ ସମାରୋହରେ ମତ: ଭକ୍ତି-ସାହିତ୍ୟର ଭାବମୟ ସ୍ରଷ୍ଟା ଦୀନକୃଷ୍ଣ

ଢେଙ୍କାନାଳ ଅଫିସ, ୧୯।୫- ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ଏକଘରିଆ ଗ୍ରାମସ୍ଥିତ ଶରଣ ଶ୍ରୀକ୍ଷେତ୍ରରେ ଶନିବାର ଭକ୍ତକବି ଦୀନକୃଷ୍ଣ ଦାସଙ୍କ ଜୟନ୍ତୀ ଉତ୍ସବ ପାଳିତ ହୋଇଯାଇଛି। ଦୀନବନ୍ଧୁଙ୍କ…

ଗାଡ଼ି ଆମଦାନୀ ଶୁଳ୍କ;ନିଷ୍ପତ୍ତି ୬ ମାସ ଟାଲିଦେଲେ ଟ୍ରମ୍ପ

ଓ୍ବାଶିଂଟନ,୧୯-୫: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗାଡ଼ି ଆମଦାନୀ ଉପରେ ଲାଗୁଥିବା ଶୁଳ୍କରେ ଭାରି ବୃଦ୍ଧି କରିବାକୁ ଚାହୁଁଛନ୍ତି। ତେବେ ସେ ଏହି ନିଷ୍ପତ୍ତିକୁ ଆସନ୍ତା ୬…

ହାତୀ ପାଇଁ ଗୃହବନ୍ଦୀ ଜୀବନ

ଭାପୁର, ୧୯।୫(ଡି.ଏନ.ଏ.)- ଘରୁ ପଦାକୁ ବାହାରିଲେ ଗୋଡ଼ାଉଛି ଭୟ। କେମିତି ପୁଣି ସୁରକ୍ଷିତ ଭାବେ ଫେରିବେ ସେହି ଚିନ୍ତା ଘାରୁଛି। ଢେଙ୍କାନାଳ ସଦର ରେଞ୍ଜ ଭାପୁର ଏବଂ…

୧୪୦ ଟଙ୍କାରେ ବିକ୍ରି ହେଉଛି ଇଣ୍ଟରନେଟ୍‌ ପ୍ରୋଫାଇଲ

ନୂଆଦିଲ୍ଲୀ,୧୯-୫: ଇଣ୍ଟରନେଟ୍‌ରେ ଥିବା ୟୁଜରଙ୍କ ପ୍ରୋଫାଇଲ ଏବଂ ଆର୍ଥିକ ସୂଚନା ଡାର୍କ ଓ୍ବେବ୍‌ରେ ମାତ୍ର ୧୪୦ ଟଙ୍କାରେ ବିିକ୍ରି ହେଉଛି। ହ୍ୟାକରଙ୍କ ସହିତ ବଡ଼ ବଡ଼ କମ୍ପାନୀ…

ବୀମାରେ ସାମିଲ ହେବ ମାନସିକ, ଜେନେଟିକ ରୋଗ

ନୂଆଦିଲ୍ଲୀ,୧୯-୫: ଭାରତୀୟ ବୀମା ବିନିୟାମକ ଏବଂ ବିକାଶ ପ୍ରାଧିକରଣ(ଆଇଆର୍‌ଡିଏ) ବୀମା କମ୍ପାନୀଗୁଡ଼ିକୁ ମାନସିକ ଅସୁବିଧା, ଜେନେଟିକ ରୋଗ, ନ୍ୟୁରୋ ସମ୍ପର୍କିତ ବିକାର ତଥା ମନୋବୈଜ୍ଞାନିକ ବିକାର ଭଳି…

ରେଳ ଧାରଣାରୁ ମହିଳା, ପୁରୁଷଙ୍କ ମୃତଦେହ ଉଦ୍ଧାର

ଅନୁଗୋଳ ଅଫିସ, ୧୯।୫ - ଅନୁଗୋଳ କୁମଣ୍ଡ ନିକଟ ରେଳ ଧାରଣାରୁ ଶନିବାର ପୋଲିସ ଜଣେ ମହିଳା ଓ ପୁରୁଷଙ୍କ ମୃତଦେହ ଉଦ୍ଧାର କରିଛି। ସେମାନେ ଦମ୍ପତି…