ହାତୀ ଆକ୍ରମଣରେ ୨ ମୃତ

ହାଟଡିହି,୧୮।୫(ଡି.ଏନ.ଏ): କେନ୍ଦୁଝର ଜିଲା ହାଟଡିହି ବ୍ଲକରେ ହାତୀ ଆକ୍ରମଣରେ ୨୪ ଘଣ୍ଟା ନପୁରୁଣୁ ୨ଜଣଙ୍କ ପ୍ରାଣହାନୀ ଘଟିଛି। ଶନିବାର ସକାଳୁ କାନପୁର-ମରଚାଇପଦା ଗଁ।ର ମରାମଚନ୍ଦ୍ର ରାଉତଙ୍କ ପତ୍ନୀ…

ଫନୀ ପୁନରୁଦ୍ଧାର ପାଇଁ ସହାୟତା: ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଇଡ୍‌କୋ ଦେଲା ୧୦ କୋଟି

ଭୁବନେଶ୍ୱର,୧୮ା୫(ବ୍ୟୁରୋ): ଫନୀ ଦ୍ୱାରା ଓଡ଼ିଶା ଉପକୂଳ ବହୁତ କ୍ଷତିଗ୍ରସ୍ତ ହୋଇଛି। କ୍ଷତିଗ୍ରସ୍ତଙ୍କୁ ରିଲିଫ ବଣ୍ଟନ ଏବଂ ଧ୍ୱଂସପ୍ରାୟ ଭିତ୍ତିଭୂମିର ପୁନରୁତ୍ଥାନ କାର୍ଯ୍ୟ ଜାରି ରହିଛି। ବାତ୍ୟା ପ୍ରଭାବିତ…

ପୁଲଓ୍ବାମାରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟର: ୨ ଆତଙ୍କବାଦୀ ନିହତ

ଶ୍ରୀନଗର, ୧୮।୫: ଦକ୍ଷିଣ କଶ୍ମୀରର ପୁଲଓ୍ବାମା ଜିଲାରେ ଶନିବାର ଭୋର୍‌ ସମୟରେ ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିଗୋଳା ବିନିମୟ ଘଟିଛି। ଏଥିରେ ୨ ଜଣ ଆତଙ୍କବାଦୀଙ୍କ…

ପର୍ଯ୍ୟଟନ ମନ୍ତ୍ରୀ, ସଂସ୍କୃତି ବିଭାଗ କମିଶନରଙ୍କ ରଘୁରାଜପୁର ଗାଁ ପରିଦର୍ଶନ: କ୍ଷୟକ୍ଷତି ଅନୁଧ୍ୟାନ କଲେ, ସମସ୍ୟା ବୁଝିଲେ

ପୁରୀ ଅଫିସ,୧୮ା୫: ବାତ୍ୟାରେ ଛାରଖାର ହୋଇଯାଇଛି ଐତିହ୍ୟ ଗାଁ ରଘୁରାଜପୁର। ବହୁ ଶିଳ୍ପୀଙ୍କ ପଟ୍ଟଚିତ୍ର ବର୍ଷା ପବନରେ ନଷ୍ଟ ହୋଇଯାଇଥିବାବେଳେ ଅନ୍ୟାନ୍ୟ ହସ୍ତକଳା ବି କ୍ଷତିଗ୍ରସ୍ତ ହୋଇଛି।…

ନୌସେନାର କ୍ଷେପଣାସ୍ତ୍ର ପରୀକ୍ଷା ସଫଳ

ନୂଆଦିଲ୍ଲୀ,୧୮ା୫: ଭାରତୀୟ ନୌସେନା ପକ୍ଷରୁ ଶୁକ୍ରବାର ଭୂପୃଷ୍ଠରୁ ଆକାଶ ମାର୍ଗକୁ ନିକ୍ଷେପ କରାଯାଇ ପାରୁଥିବା ମଧ୍ୟମ ଧରଣ କ୍ଷେପଣାସ୍ତ୍ର (ଏମ୍‌ଆର୍‌ଏସ୍‌ଏମ୍‌)ର ସଫଳ ପରୀକ୍ଷଣ କରାଯାଇଛି। ଏ ନେଇ…

ବ୍ରେକ୍‌ଜିଟ୍‌ ଆଲୋଚନା ବିଫଳ

ଲଣ୍ଡନ,୧୮ା୫(ପି.ଟି.): ୟୁରୋପୀୟ ସଂଘ (ଇୟୁ)ରୁ ବ୍ରିଟେନ ଅଲଗା ହେବା ପ୍ରକ୍ରିୟା ନେଇ ଚାଲିଥିବା ‘ବ୍ରେକ୍‌ଜିଟ୍‌’ ଆଲୋଚନା ଶେଷରେ ବିଫଳ ହୋଇଛି। ବିରୋଧୀ ଦଳ ଲେବର ପାର୍ଟି ସହ…

ଭୁଲ୍‌ରେ ୩୫ ପୋଲିସଙ୍କ ଜୀବନ ନେଲା ଆମେରିକା

କାବୁଲ,୧୮ା୫(ଆଇଏଏନ୍‌ଏସ୍‌): ଆମେରିକା ବାୟୁସେନା ଭୁଲ୍‌ରେ ସହଯୋଗୀ ଆଫଗାନିସ୍ତାନକୁ ଟାର୍ଗେଟ କରିଛି। ଏହି ଆକ୍ରମଣରେ ୪ ଆମେରିକୀୟ କମାଣ୍ଡରଙ୍କ ସମେତ ୩୫ ପୋଲିସ କର୍ମଚାରୀ ନିହତ ହୋଇଥିବାବେଳେ ଅନ୍ୟ…

‘ଗାନ୍ଧିଜୀ ପାକିସ୍ତାନର ଜନକ’

ଭୋପାଳ,୧୮ା୫: ମହାତ୍ମା ଗାନ୍ଧୀଙ୍କ ପ୍ରତି ଆପତ୍ତିଜନକ ମନ୍ତବ୍ୟ ଦେଇ ବିବାଦ ଘେରକୁ ଆସିଥିବା ମଧ୍ୟପ୍ରଦେଶର ଭାଜପା ମିଡିଆ ସେଲ୍‌ ମୁଖ୍ୟ ଅନିଲ ସୌମିତ୍ରଙ୍କୁ ଶୁକ୍ରବାର ଦଳ ନିଲମ୍ବନ…

ଶ୍ରୀମନ୍ଦିରରେ ନୃସିଂହ ଜନ୍ମ ନୀତି

ପୁରୀ ଅଫିସ,୧୮ା୫: ମହାପ୍ରଭୁ ଶ୍ରୀଜଗନ୍ନାଥ ହେଉଛନ୍ତି ଅବତାରୀ। ତାଙ୍କଠାରୁ ସବୁ ଅବତାର ଆବିର୍ଭୂତ ହୋଇ ଯୁଗେ ଯୁଗେ ବିବିଧ ଲୀଳାମାନ ବିସ୍ତାର କରି ପୁନଶ୍ଚ ତାଙ୍କରିଠାରେ ଲୀନ…

ସାରଦା ଚିଟ୍‌ଫଣ୍ଡ ମାମଲା: ରାଜୀବଙ୍କ ମୁଣ୍ଡରେ ଖଣ୍ଡା

ନୂଆଦିଲ୍ଲୀ,୧୮ା୫: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଘନିଷ୍ଠ କୁହାଯାଉଥିବା କୋଲକାତାର ପୂର୍ବତନ ପୋଲିସ କମିଶନର ରାଜୀବ କୁମାରଙ୍କ ଅଡ଼ୁଆ ବଢ଼ିବାରେ ଲାଗିଛି। ସାରଦା ଚିଟ୍‌ଫଣ୍ଡ ମାମଲାରେ ଫସିଥିବା…