୫୯ ଆସନରେ ସପ୍ତମ ପର୍ଯ୍ୟାୟ ନିର୍ବାଚନ: ଗାନ୍ଧୀ, ଗଡ୍‌ସେରେ ପ୍ରଚାର ଶେଷ

ନୂଆଦିଲ୍ଲୀ,୧୮ା୫(ପି.ଟି.): ସପ୍ତମ ତଥା ଶେଷ ପର୍ଯ୍ୟାୟ ଲୋକ ସଭା ନିର୍ବାଚନକୁ ଆଉ ମାତ୍ର ଦୁଇଦିନ ବାକି । ପଶ୍ଚିମବଙ୍ଗରେ ହିଂସା ଯୋଗୁ ୯ ଆସନରେ ଗୁରୁବାର ରାତି…

ନନ୍ଦନକାନନର ଘଡ଼ିଆଳ କୁମ୍ଭୀର ଯିବ ଭିତରକନିକା

ବାରଙ୍ଗ,୧୮ା୫(ଡି.ଏନ୍‌.ଏ.): ପ୍ରାଣୀ ଉଦ୍ୟାନ ନନ୍ଦନକାନନରୁ ଘଡିଆଳ କୁମ୍ଭୀର ଭିତରକନିକାକୁ ଯିବ। ନନ୍ଦନକାନନରେ ଘଡିଆଳ କୁମ୍ଭୀରମାନଙ୍କ ସଂଖ୍ୟା ବୃଦ୍ଧିପାଇବାରେ ଲାଗିଛି। ଫଳରେ ଏମାନଙ୍କ ବାସସ୍ଥାନ, ଖାଦ୍ୟ ଓ ସୁରକ୍ଷା…

ସାମାଜିକ ପ୍ରସଙ୍ଗଭିତ୍ତିକ ଫିଲ୍ମ ପସନ୍ଦ: କରୀନା

ମୁମ୍ବାଇ: ସାମାଜିକ ପ୍ରାସଙ୍ଗିକତା ଥିବା ଫିଲ୍ମରେ ଅଭିନୟ କରିବାକୁ ସବୁବେଳେ ପସନ୍ଦ କରନ୍ତି ବୋଲି ବଲିଉଡ ଅଭିନେତ୍ରୀ କରୀନା କପୁର ଖାନ୍‌ ପ୍ରକାଶ କରିଛନ୍ତି। ରିିଲିଜ ହୋଇଥିବା…

ପାକିସ୍ତାନରେ ୫୦୦ ଏଚ୍‌ଆଇଭି ସଂକ୍ରମିତ

ରାତୋଦରୋ,୧୮।୫: ଦକ୍ଷିଣ ପାକିସ୍ତାନର ଅବହେଳିତ ଜିଲା ଲାର୍‌କାନାର ବିଭିନ୍ନ ଗଁାରେ ପାଖାପାଖି ୫ଶହ ଜଣ ଏଚ୍‌ଆଇଭିର ଶିକାର ହୋଇଛନ୍ତି। ତନ୍ମଧ୍ୟରେ ୪ଶହ ପିଲା ସଂକ୍ରମିତ। ଜନୈକ ଡାକ୍ତରଙ୍କ…

ଆର୍ଥିକ ମେରୁଦଣ୍ଡ ଦୋହଲାଉଛି ପ୍ରାକୃତିକ ବିପର୍ଯ୍ୟୟ: ୬ ବର୍ଷରେ ୧୮ ହଜାର କୋଟି କ୍ଷତି

ଭୁବନେଶ୍ୱର,୧୮ା୫(ବ୍ୟୁରୋ): ପ୍ରାକୃତିକ ବିପତ୍ତିର ପ୍ରଚଣ୍ଡ ପ୍ରହାର ରାଜ୍ୟ ଆର୍ଥିକ ମେରୁଦଣ୍ଡକୁ ଦୋହଲାଇ ଦେଉଛି। ଗୋଟିଏ ପରେ ଗୋଟିଏ ବିପର୍ଯ୍ୟୟ ବ୍ୟକ୍ତିଗତ ଓ ସାମଗ୍ରିକ ବିକାଶ କ୍ଷେତ୍ରରେ ଏକ…

ଫାଙ୍କା ଗୁଳିଚଳାଇ ଫାଇନାନ୍ସ  କର୍ମଚାରୀଙ୍କଠାରୁ ଲୁଟ୍‌

ପରଜଙ୍ଗ, ୧୮ା୫(ଡି.ଏନ.ଏ.)- ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ବସୋଇଠାରୁ ମୁକ୍ତାପସି ଯାଇଥିବା ରାସ୍ତାର ରାହାବେରିଣୀ ଗ୍ରାମ ନିକଟରେ ଶୁକ୍ରବାର ଅପରାହ୍ନରେ ଜଣେ ଫାଇନାନ୍ସ କର୍ମଚାରୀଙ୍କଠାରୁ ଲୁଟ୍‌ ହୋଇଛି।…

ଫନୀ କ୍ଷତିଗ୍ରସ୍ତଙ୍କ ପାଇଁ ୯ଦଫା ଦାବି: ସିପିଆଇଏମ୍‌ ପକ୍ଷରୁ ଧାରଣା

ନିରାକାରପୁର,୧୮ା୫(ଡି.ଏନ.ଏ.)-ଖୋର୍ଦ୍ଧା ଜିଲା ନିରାକାରପୁର ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଫନୀ କ୍ଷତିଗ୍ରସ୍ତଙ୍କ ୯ ଦଫା ଦାବି ପୂରଣ ନେଇ ଶୁକ୍ରବାର ସିପିଆଇଏମ୍‌ ତରଫରୁ ଧାରଣା ଦିଆଯାଇଥିଲା। ଫନୀ…

ଫନୀ ପ୍ରଭାବ: କ୍ଷେତ୍ରବାସୀ ଡିଏଭି କଲେଜ ଧ୍ୱସ୍ତବିଧ୍ୱସ୍ତ; ୧୪ ଦିନ ପରେ ମଧ୍ୟ ପରିସ୍ଥିତିରେ ଆସିନି ସୁଧାର

ନିରାକାରପୁର,୧୮ା୫(ଡି.ଏନ.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ପଞ୍ଚାୟତସ୍ଥ ପୁରାତନ କ୍ଷେତ୍ରବାସୀ ବିଜ୍ଞାନ ଡିଏଭି ମହାବିଦ୍ୟାଳୟ ଫନୀ ପ୍ରଭାବରେ ଧ୍ୱସ୍ତବିଧ୍ୱସ୍ତ ହୋଇଯାଇଛି ା ଏହି ଅଞ୍ଚଳରେ ଶିକ୍ଷାର ଅନ୍ତୁଡ଼ିଶାଳ ପରିଚିତ…

ସୂର୍ଯ୍ୟ ପାତ୍ରଙ୍କ ପ୍ରସ୍ତାବକୁ ନେଇ ଚର୍ଚ୍ଚା: ନବୀନ ପ୍ରଧାନମନ୍ତ୍ରୀ ହେବା ଯୋଗ୍ୟ

ଭୁବନେଶ୍ୱର, ୧୮।୫(ବ୍ୟୁରୋ): ଲୋକ ସଭାର ୫୪୨ରୁ ୪୮୩ ଆସନରେ ଭୋଟ ଗ୍ରହଣ ଶେଷ ହୋଇଛି। ଅବଶିଷ୍ଟ ୮ ରାଜ୍ୟର ୫୯ ଆସନରେ ରବିବାର ମତଦାନ ଅନୁଷ୍ଠିତ ହେବ।…

ପ୍ରଜା ଦଖଲରେ ରାଜାରାଜୁଡ଼ା ଅମଳର ବନ୍ଧ: ପାଣି ପାଇଁ ଲୋକେ ଡହଳବିକଳ

ଖଣ୍ଡପଡ଼ା,୧୮ା୫(ସ୍ବ.ପ୍ର.): ଖଣ୍ଡପଡ଼ା ବ୍ଲକ ଅଞ୍ଚଳରେ ରାଜାରାଜୁଡା ଅମଳରୁ ନିର୍ମାଣ ହୋଇଥିବା ବନ୍ଧ (ପୋଖରୀ) ପ୍ରଜା ଦଖଲରେ ଥିବାରୁ ସେସବୁର ଉନ୍ନତୀକରଣ ହୋଇପାରୁ ନାହିଁ। ଫଳସ୍ବରୂପ ଉକ୍ତ ଜଳାଶୟଗୁଡିକ…