ଭୋଟ ଗଣତିକୁ ୫ ଦିନ ବାକି : ହିସାବ ଜାରି, ଆଶା ଆଶଙ୍କାରେ ୩୯ ପ୍ରାର୍ଥୀ

ଢେଙ୍କାନାଳ ଅଫିସ,୧୮ା୫- ଚଳିତ ସାଧାରଣ ନିର୍ବାଚନର ଫଳାଫଳ ପାଇଁ ଆସନ୍ତା ୨୩ ତାରିଖରେ ଭୋଟ ଗଣତି ହେବ। ଏଥିପାଇଁ ପ୍ରଶାସନ ପକ୍ଷରୁ ଜୋରସୋରରେ ପ୍ରସ୍ତୁତି ଚାଲିଛି। ଏହାକୁ…

୨୩ରେ କାନ୍‌ସରେ ପ୍ରଦର୍ଶନ ହେବ ଓଡ଼ିଆ ଫିଲ୍ମ ‘ସ୍ବାହା’

ଭୁବନେଶ୍ୱର,୧୮।୫(ବ୍ୟୁରୋ): କାନ୍‌ସ ଫିଲ୍ମ ଫେଷ୍ଟିଭାଲରେ ପ୍ରଦର୍ଶନ ହେବ ଓଡ଼ିଆ ଫିଲ୍ମ। ଫେଷ୍ଟିଭାଲ ଦି କାନ୍‌ସ ୨୦୧୯ର ଶର୍ଟ ଫିଲ୍ମ କର୍ନରରେ ଆସନ୍ତା ୨୩ତାରିଖରେ ଓଡ଼ିଆ କ୍ଷୁଦ୍ର ଚଳଚ୍ଚିତ୍ର…

ଆଜି ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୧୮।୫(ବ୍ୟୁରୋ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା(ଓଜେଇଇ) ରାଜ୍ୟର ୨୦ ସହରରେ ଶନିବାର ଅନୁଷ୍ଠିତ ହେବ। ୫୩ କେନ୍ଦ୍ରରେ ଦୁଇଟି ସିଟିଂରେ ଅଫ୍‌ଲାଇନ୍‌ ପରୀକ୍ଷା ହେବ। ଏଥିଲାଗି ୨୯ହଜାର…

୫ ବର୍ଷରେ ପ୍ରଧାନମନ୍ତ୍ରୀଙ୍କ ପ୍ରଥମ ଖବରଦାତା ସମ୍ମିଳନୀ: କ୍ଷମତାକୁ ଫେରିବାର ଦମ୍ଭୋକ୍ତି

ନୂଆଦିଲ୍ଲୀ,୧୮ା୫(ପି.ଟି./ଆଇଏଏନ୍‌ଏସ୍‌): ଚଳିତ ସାଧାରଣ ନିର୍ବାଚନରେ ଭାଜପା ପୁଣିଥରେ ପୂର୍ଣ୍ଣସଂଖ୍ୟାଗରିଷ୍ଠତା ସହ କ୍ଷମତାକୁ ଫେରିବ। ପୂରା ୫ ବର୍ଷ ଶାସନ କରିବା ପରେ ପ୍ରଥମଥର ପାଇଁ ବହୁମତ ସହ…

୯ ବର୍ଷରେ ମଶା ନେଇଛି ୫୩ ମୁଣ୍ଡ : ଡେଙ୍ଗୁରେ ୨୬, ମ୍ୟାଲେରିଆରେ ୨୭ ମୃତ୍ୟୁ

ଅନୁଗୋଳ ଅଫିସ, ୧୮।୫ - ମଶା ନେଉଛି ମଣିଷ ଜୀବନ। ବିଶେଷକରି ଅନୁଗୋଳର ପାହାଡ଼ିଆ ତଥା ଦୁର୍ଗମ ଅଞ୍ଚଳରେ ମ୍ୟାଲେରିଆ ଓ ଡେଙ୍ଗୁ ରୋଗରେ ଅଧିକ ଲୋକ…

ଆଇଆଇଏମ୍‌ସିରେ ଓଏସ୍‌ଓୟୁ ଶିକ୍ଷାର୍ଥୀଙ୍କୁ ପ୍ରଶିକ୍ଷଣ : ନିରନ୍ତର ଲେଖା ଅଭ୍ୟାସ ରଖିବାକୁ ଆହ୍ବାନ

ଢେଙ୍କାନାଳ ଅଫିସ,୧୮ା୫ - ଢେଙ୍କାନାଳସ୍ଥିତ ଭାରତୀୟ ଜନସଞ୍ଚାର ଢେଙ୍କାନାଳସ୍ଥିତ ଭାରତୀୟ ଜନସଞ୍ଚାର ସଂସ୍ଥାନରେ ଓଡ଼ିଶା ରାଜ୍ୟ ମୁକ୍ତ ବିଶ୍ୱବିଦ୍ୟାଳୟ(ଓଏସ୍‌ଓୟୁ)ର ସାମ୍ବାଦିକତା ଶିକ୍ଷାର୍ଥୀଙ୍କ ଦ୍ୱିତୀୟ ବ୍ୟାଚ୍‌ ପ୍ରଶିକ୍ଷଣ କାର୍ଯ୍ୟକ୍ରମ…

ଅନୁଗୋଳ ସଂଯୁକ୍ତ କେନ୍ଦ୍ର ସମବାୟ ବ୍ୟାଙ୍କର ସହଯୋଗ : ପୁରୀରେ ଭ୍ରାମ୍ୟମାଣ ୨ ଏଟିଏମ୍‌ ଗାଡ଼ି

ଅନୁଗୋଳ ଅଫିସ, ୧୮।୫ - ରାଜ୍ୟ ସମବାୟ ବ୍ୟାଙ୍କ ଅନୁରୋଧ କ୍ରମେ ଅନୁଗୋଳ ସଂଯୁକ୍ତ କେନ୍ଦ୍ର ସମବାୟ ବ୍ୟାଙ୍କ ପକ୍ଷରୁ ୨ଟି ଭ୍ରାମ୍ୟମାଣ ଏଟିଏମ୍‌ ଗାଡ଼ି ପୁରୀ…

ସ୍ବାସ୍ଥ୍ୟ ବିଭାଗର ସୂଚନା: ପୁରୀ ଜିଲାରେ ହଇଜା ହୋଇନି

ଭୁବନେଶ୍ୱର,୧୮।୫(ବ୍ୟୁରୋ): ବାତ୍ୟା କ୍ଷତିଗ୍ରସ୍ତ ପୁରୀ ଜିଲାର କୌଣସି ଅଞ୍ଚଳରେ ହଇଜା ଦେଖାଦେଇ ନାହିଁ। ଯେଉଁ କେତେଜଣ ଝାଡ଼ାବାନ୍ତି ରୋଗୀ ଚିକିତ୍ସାଳୟ ଆସୁଛନ୍ତି, ସେମାନଙ୍କ ମଧ୍ୟରୁ ସଂଖ୍ୟାଧିକ ବାସିଖାଦ୍ୟ…

ଚାଷୀଙ୍କ ପାଇଁ ସମର୍ପିତ ବସନ୍ତ ସାହୁ : ବିନା ପାରିଶ୍ରମିକରେ କରୁଛନ୍ତି ସେବା

ବନ୍ତଳା,୧୮ା୫(ଦୀନେଶ ଦେହୁରୀ)- ଇଚ୍ଛା ଥିଲା ସେନାବାହିନୀରେ ଚାକିରି କରିବେ। ଦେଶର ସୀମାକୁ ସୁରକ୍ଷିତ କରିବେ। ସେଥିପାଇଁ ଭଲ ପାଠ ପଢ଼ୁଥିଲେ। ହେଲେ ଭାଗ୍ୟ ତାଙ୍କୁ ଟାଣିଆଣିଲା କୃଷି…

ଆଜି ଅନ୍ତର୍ଜାତୀୟ ସଂଗ୍ରହାଳୟ ଦିବସ: ଧ୍ୱସ୍ତବିଧ୍ୱସ୍ତ ସଂଗ୍ରହାଳୟ ସୌନ୍ଦର୍ଯ୍ୟ

ଭୁବନେଶ୍ୱର,୧୮।୫(ସସ୍ମିତା ପାଇକରାୟ): କିଛି ଘଣ୍ଟାର ତାଣ୍ଡବ ମଧ୍ୟରେ ସବୁକିଛି ଉଜାଡ଼ିଦେଇ ଚାଲିଗଲା ଫନୀ। ଏହାର ପ୍ରକୋପରୁ ବାଦ୍‌ ପଡ଼ିଲାନି ଇତିହାସକୁ ସାଇତି ରଖୁଥିବା ସଂଗ୍ରହାଳୟ। ପୁରାତନ ସଭ୍ୟତାର…