ବିଦେଶ ଲିଗ୍‌ରେ ଖେଳିପାରନ୍ତି ପ୍ରାକ୍ତନ ଭାରତୀୟ ଖେଳାଳି

ନୂଆଦିଲ୍ଲୀ,୧୭ା୫: କାରବିୟାନ ପ୍ରିମିୟର ଲିଗ୍‌ (ସିପିଏଲ) ଖେଳାଳିଙ୍କ ନିଲାମ ପ୍ରକ୍ରିୟାରେ ସ୍ଥାନ ପାଇଛନ୍ତି ଭାରତୀୟ ଅଲରାଉଣ୍ଡର ଇର୍ଫାନ ପଠାନ। ସିପିଏଲର ଆଗାମୀ ସଂସ୍କରଣ ଲାଗି ଚଳିତ ମାସ…

ବଜ୍ରପାତରେ ଜଣେ ମୃତ

ଭଞ୍ଜନଗର,୧୭।୫(ଡି.ଏନ.ଏ)- ବିଲୁଆପଡାରେ ଶୁକ୍ରବାର ଅପରାହ୍ନ ପ୍ରାୟ ୫ଟାରେ ବଜ୍ରପାତରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବିଲୁଆପଡାର ହିମାଶୁଂ ଶେଖର ଗୌଡ। ଗାଲେରି ଫାଣ୍ଡି ପୋଲିସ…

ଠେଙ୍ଗାରେ ପିଟି ଯୁବକଙ୍କୁ ହତ୍ୟା

ଆସିକା,୧୭।୫(ଡି.ଏନ୍‌.ଏ.)- ଆସିକା ଥାନା ସିଦ୍ଧନଈ ପଞ୍ଚାୟତ ବଣବାଲି ଗ୍ରାମରେ ଶୁକ୍ରବାର ଅପରାହ୍ନ ପ୍ରାୟ ୩ଟାରେ ଜଣେ ଯୁବକଙ୍କୁ ହତ୍ୟା କରାଯାଇଛି। ମୃତକ ଜଣକ ସେହି ଗ୍ରାମର ଗଗନ…

ମଦ ଦୋକାନ ବନ୍ଦ ଲାଗି ଅଣ୍ଟା ଭିଡିଲେ ମହିଳା

ଆସିକା,୧୭।୫(ଡି.ଏନ୍‌.ଏ.)- ଆସିକା ବ୍ଲକ ହରିଡାପଦର ଗ୍ରାମର ଅସବର୍ଣ୍ଣ ବସ୍ତିରେ ଏକ ଚୋରା ମଦ ଦୋକାନକୁ କେନ୍ଦ୍ର କରି ଶୁକ୍ରବାର ସମ୍ପୃକ୍ତ ବସ୍ତିରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଥିଲା।…

ଗୁଳିମାଡରେ ଆହତ ଭିକାରୀଙ୍କ ମୃତ୍ୟୁ

ଖଲ୍ଲିକୋଟ,୧୭।୫(ଡି.ଏନ୍‌.ଏ.)- ଖଲ୍ଲିକୋଟ ଥାନା କେଶପୁର ବଜାର ହନୁମାନ ମନ୍ଦିର ନିକଟରେ ଗୁରୁବାର ରାତିରେ ଅଜଣା ଦୁର୍ବୃତ୍ତଙ୍କ ଗୁଳିମାଡରେ ରାମଚନ୍ଦ୍ରପୁର ଗ୍ରାମର ଭିକାରୀ ତରେଇ ଆହତ ହୋଇଥିଲେ। ତାଙ୍କୁ…

ଡବଲ ଅଲିମ୍ପିକ ଚାମ୍ପିୟନଙ୍କ ୨୫ ବର୍ଷ ବୟସରେ ଅବସର

ବର୍ଲିନ, ୧୭ା୫ (ଏଏଫ୍‌ପି)- ସ୍ବାସ୍ଥ୍ୟଗତ କାରଣରୁ ଜର୍ମାନୀର ଡବଲ ଅଲିମ୍ପିକ ବାଏଥଲନ ଚାମ୍ପିୟନ ଲାଉରା ଡାହଲମେର ମାତ୍ର ୨୫ ବର୍ଷ ବୟସରେ ଶୁକ୍ରବାର ତାଙ୍କ ଅବସର ଘୋଷଣା…

ଆଇସିସି ବିଶ୍ୱକପ୍‌ ଚାମ୍ପିୟନ ଦଳ ପାଇବ ୪ ନିୟୁତ ଡଲାର

ଲଣ୍ଡନ, ୧୭ା୫ (ପି.ଟି.)-ଆସନ୍ତା ଆଇସିସି ପୁରୁଷ ବିଶ୍ୱକପ୍‌ ପାଇଁ ମୋଟ ପୁରସ୍କାର ରାଶି ୧୦ ନିୟୁତ ଆମେରିକୀୟ ଡଲାର ରଖାଯାଇଛି। ବିଜେତା ଦଳକୁ ୪ ନିୟୁତ ଆମେରିକୀୟ…

ଦୁର୍ଗମ ଇଲାକାରେ ପହଞ୍ଚିଲା ସ୍ବାସ୍ଥ୍ୟ ବିଭାଗ: ଦ୍ୱାର ମୁହଁରେ ଚିକିତ୍ସା ବ୍ୟବସ୍ଥା

ନୂଆପଡା ଅଫିସ,୧୭ା୫: ନୂଆପଡ଼ା ଜିଲାର ସବୁଠାରୁ ଦୁର୍ଗମ ସୁନାବେଡା ଅଭୟାରଣ୍ୟରେ ସ୍ବାସ୍ଥ୍ୟ ସେବା ଦୁର୍ଲଭ । ଲୋକେ ଆଜି ବି ସ୍ବାସ୍ଥ୍ୟ ଭଳି ମୌଳିକ ସେବାରୁ ବଞ୍ଚତ୍ତ…

ହରିଶଙ୍କରରୁ ନୃସିଂହନାଥକୁ ପାହାଡ ଚଢି ଯିବା ମଜା ନିଆରା

ଖପ୍ରାଖୋଲ, ୧୭ା୫(ଡି.ଏନ.ଏ.):ବଲାଙ୍ଗୀର ଜିଲା ଓ ବରଗଡ ଜିଲା ସୀମାନ୍ତରେ ରହିଛି ଗନ୍ଧମାର୍ଦ୍ଦନ ପାହାଡ ା ପାହାଡର ଦୁଇପାର୍ଶ୍ୱରେ ହରିଶଙ୍କର ଏବଂ ନୃସିଂହନାଥ ପୀଠ ା ବର୍ଷ ସାରା…

ଶିକ୍ଷକଙ୍କ ବ୍ୟାଙ୍କ ଆକାଉଣ୍ଟରୁ ୩୭ ହଜାର ଲୁଟ୍‌

ବଲାଙ୍ଗୀର ଅଫିସ, ୧୭ା୫: ଅଭିନବ ଉପାୟରେ ଜଣେ ଶିକ୍ଷକଙ୍କ ବ୍ୟାଙ୍କ ଆକାଉଣ୍ଟରୁ ୩୭ ହଜାର ଟଙ୍କା ଲୁଟ୍‌ କରାଯାଇଥିତ୍ତ୍ବା ଅଭିଯୋଗ ହୋଇଛି ା ଶିକ୍ଷକ ଜଣକ ଏ…