ଛାତ୍ରୀଙ୍କୁ ୧୬୮ ଚାପୁଡ଼ା ମାରି ଜେଲ୍‌ ଗଲେ ଶିକ୍ଷକ

ଝାବୁଆ,୧୭।୫: ସରକାର ସମସ୍ତ ସ୍କୁଲକୁ ଦଣ୍ଡମୁକ୍ତ ଅଞ୍ଚଳ ଘୋଷଣା କରିଥିବା ବେଳେ ମଧ୍ୟପ୍ରଦେଶର ଝାବୁଆ ଜିଲାର ଥାନ୍ଦଲା ଅଞ୍ଚଳରେ ଥିବା ଜବାହାର ନବୋଦୟ ବିଦ୍ୟାଳୟରେ ଏକ ଅଭାବନୀୟ…

ବରିଷ୍ଠ କଂଗ୍ରେସ ନେତା ଧନୁର୍ଦ୍ଧର ଆୟଚଙ୍କ ପରଲୋକ: ଶୋକ ପ୍ରକାଶ କଲେ ଜୟଦେବ ଯେନା

ହାଟଡିହୀ,୧୭।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅନ୍ତର୍ଗତ ଶଙ୍ଖଣା ଗ୍ରାମର ବରିଷ୍ଠ କଂଗ୍ରେସ ନେତା ଧନୁର୍ଦ୍ଧର ଆୟଚ(୬୬)ଙ୍କର ଗୁରୁୁୁବାର ଅପରାହ୍ନରେ ପରଲୋକ ଘଟିଛି। କିଛିଦିନଧରି ସେ ସ୍ବାସ୍ଥ୍ୟ…

ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟରେ ପ୍ରସୂତିଙ୍କଠାରୁ ନର୍ସଙ୍କ ଟଙ୍କା ଶୋଷଣ କରୁଥିବା ଅଭିଯୋଗ: ସ୍ଥାୟୀ ସମାଧାନ ନ ହେଲେ ଆନ୍ଦୋଳନ ଚେତାବନୀ

ବାଲେଶ୍ୱେର ଅଫିସ, ୧୭।୫: ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟରେ ନର୍ସମାନେ ବିଭିନ୍ନ ସମୟରେ ପ୍ରସୂତିମାନଙ୍କଠାରୁ ବେଆଇନ ଟଙ୍କା ଶୋଷଣ କରୁଥିବା ଅନେକଥର ଅଭିଯୋଗ ହୋଇଆସୁଛି। ତେବେ ଏ…

କାଳିଆପାଣି ଟାଟା କମ୍ପାନୀ ମାର୍କେଟରେ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ

କାଳିଆପାଣି,୧୭।୫(ଡି.ଏନ୍‌.ଏ.): ଯାଜପୁର ଜିଲା ସୁକିନ୍ଦା ବ୍ଲକ କାଳିଆପାଣି ଥାନା ଅନ୍ତର୍ଗତ ଟାଟା କମ୍ପାନୀର ମାର୍କେଟର ଏକ ଦୋକାନରେ ଶୁକ୍ରବାର ଅଗ୍ନିକାଣ୍ଡ ଘଟିଛି। ଏଥିରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି…

ଦାଦନ ଖଟିବାକୁ ଯାଇଥିବା ଶ୍ରମିକ ନିଖୋଜ: ପ୍ରଶାସନ ପାଖରେ ଗୁହାରି କଲେ ଅସହାୟ ପରିବାର

ଭବାନୀପାଟଣା,୧୭।୫(ଡି.ଏନ୍‌.ଏ.): କଳାହାଣ୍ଡିରେ ଥମୁନି ଦାଦନ ଯନ୍ତ୍ରଣା। ଦାଦନ ଖଟିବାକୁ ଯିବାବେଳେ ଜଣେ ଶ୍ରମିକ ନିଖୋଜ ହୋଇଥିବା ଶୁକ୍ରବାର ଅଭିଯୋଗ ହୋଇଛି। ନିଖୋଜ ଶ୍ରମିକ ହେଲେ ଜୟପାଟଣା ବ୍ଲକ…

ଅଜଣା ଗାଡ଼ି ଧକ୍କାରେ ଯୁବକଙ୍କ ଜୀବନଗଲା

ଭବାନୀପାଟଣା,୧୭।୫(ଡି.ଏନ୍‌.ଏ.): ଭବାନୀପାଟଣା ସଦର ଥାନା ଅନ୍ତର୍ଗତ କାମଠଣା ବାଲିଜୋର ଛକରେ ଗୁରୁବାର ବିଳମ୍ବିିତ ରାତିରେ ଏକ ଅଜଣା ଗାଡି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛିି ।…

ଏହି ମୁସଲମାନ ଦେଶରେ ଭଗବାନ ରାମଙ୍କୁ ପୂଜା କରାଯାଏ

ଇଣ୍ଡୋନେସିଆର ଜନସଂଖ୍ୟା ପାଖାପାଖି ୨୩ କୋଟି। ଏହା ବିଶ୍ୱର ଚତୁର୍ଥ ବୃହତ୍ତମ ଜନସଂଖ୍ୟା ବିଶିଷ୍ଟ ଦେଶ କୁହାଯାଉଥିବା ବେଳେ ଏହି ଦେଶ ମୁସଲମାନ ବହୁଳ। ତେବେ ଏଠାରେ…

ପରଦାରେ ଅଜୟଙ୍କ ‘ଦେ ଦେ ପ୍ୟାର ଦେ’, କାହାଣୀ ଦର୍ଶକଙ୍କ ମନ କିଣୁଛି

ବମ୍ବେ: ଶୁକ୍ରବାର ପରଦାକୁ ଆସିଛି ବଲିଉଡ୍‌ ଫିଲ୍ମ ‘ଦେ ଦେ ପ୍ୟାର୍‌ ଦେ’। ଅଜୟ ଦେବଗନ, ରକୁଲପ୍ରିତ, ତବ୍ବୁ ଅଭିନିତ ଏହି ଚଳଚ୍ଚିତ୍ରଟି ଦର୍ଶକଙ୍କ ଭରପୂର ମନୋରଞ୍ଜନ…

ରିଲିଜ୍‌ ପୂର୍ବରୁ ‘ଇଣ୍ଡିଆସ୍‌ ମୋଷ୍ଟ ଓ୍ବାଣ୍ଟେଡ’କୁ ଲାଗିଲା ଝଟ୍‌କା

ମୁମ୍ବାଇ: ଅର୍ଜୁନ କପୁରଙ୍କ ଅଭିନୀତ ଫିଲ୍ମ ‘ଇଣ୍ଡିଆସ୍‌ ମୋଷ୍ଟ ଓ୍ବାଣ୍ଟେଡ’କୁ ଲାଗିଛି ଝଟ୍‌କା। ରିଲିଜ୍‌ ପୂର୍ବରୁ ସେନ୍‌ସର ବୋର୍ଡ ଏଥିରେ ଥିବା କିଛି ବିବାଦୀୟ ସିନ୍‌ ହଟାଇବାକୁ…

ଆକାଶରୁ ବର୍ଷୁଛି ନିଆଁ: ଜଗନ୍ନାଥପ୍ରସାଦ ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ

ଜଗନ୍ନାଥପ୍ରସାଦ,୧୭।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଅଞ୍ଚଳରେ ଶୁକ୍ରବାର ଅତ୍ୟଧିକ ଗ୍ରୀଷ୍ମତାପ ଦେଖିବାକୁ ମିଳିଛି। ମଧ୍ୟାହ୍ନ ୧ଟାରୁ ୨ଟା ମଧ୍ୟରେ ତାପମାତ୍ରା ୪୧ରୁ ୪୩ ଡିଗ୍ରୀ ରହିଥିବା ଜଣାପଡ଼ିଛି।…