ଲୋକ ସଭା ନିର୍ବାଚନର ଶେଷ ପ୍ରଚାରରେ ମୋଦି କହିଲେ ଏଥର ଭାଜପାକୁ ମିଳିବ ୩ଶହରୁ ଊର୍ଦ୍ଧ୍ୱ ଆସନ

ଖରଗୋନ,୧୭।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ପ୍ରଦେଶର ଖରଗୋନରେ ୨୦୧୯ର ଶେଷ ଲୋକ ସଭା ନିର୍ବାଚନର ପ୍ରଚାର କରିଛନ୍ତି। ଏଠାରେ ସେ କଂଗ୍ରେସ ଉପରେ ଖୁବ୍‌ ବର୍ଷିଛନ୍ତି।…

ମତ ବଦଳାଇଲେ କଂଗ୍ରେସର ବରିଷ୍ଠ ନେତା: ପିଏମ୍‌ ପଦ ପାଇଁ ଦେଶର ସବୁଠୁ ବଡ଼ ଦଳକୁ ମିଳୁ ସୁଯୋଗ

ନୂଆଦିଲ୍ଲୀ,୧୭।୫: ଦିନକ ପୂର୍ବରୁ ପ୍ରଧାନମନ୍ତ୍ରୀ ପଦ ପାଇଁ ଦେଇଥିବା ବୟାନକୁ ବଦଳାଇଲେ କଂଗ୍ରେସର ବରିଷ୍ଠ ନେତା ଗୁଲାମ ନବୀ ଆଜାଦ୍‌। ଗୁରୁବାର କେନ୍ଦ୍ରରୁ ଏନଡିଏକୁ ହଟାଇବା ପାଇଁ…

ମୁଖ ଦୁର୍ଗନ୍ଧ ବି ହୋଇପାରେ ଡାଏବେଟିସ୍‌ର ଲକ୍ଷଣ

ପାଟି ଦୁର୍ଗନ୍ଧ ହେବା ସମସ୍ୟା ଡାଏବେଟିସ୍‌ର ଅନ୍ୟ ଏକ ଲକ୍ଷଣ ହୋଇପାରେ। କୌଣସି ବ୍ୟକ୍ତିଙ୍କୁ ଡାଏବିଟିସ୍‌ ଗ୍ରାସ କଲେ ପ୍ରଥମେ ରକ୍ତଶର୍କରା ସ୍ତର ଅନିୟନ୍ତ୍ରିତ ହୋଇଥାଏ। ଏହାଦ୍ୱାରା…

ମୋଦି ବିଶ୍ୱର ସବୁଠୁ ବଡ ଅଭିନେତା: ପ୍ରିୟଙ୍କା

ଲକ୍ଷ୍ନୌ, ୧୭।୫: ସାଧାରଣ ନିର୍ବାଚନର ଶେଷ ପର୍ଯ୍ୟାୟ ମତଦାନ ଲାଗି ଶୁକ୍ରବାର ପ୍ରଚାର ଶେଷ ହେବ। ଏଥିପାଇଁ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ମାରାଥନ ରାଲି ଓ…

ରାସ୍ତା ମଝିରେ ଖରାପ ହେଲା ଅଳିଆ ବୋଝେଇ ହାଇଓ୍ବା: କଟକ ରୋଡ୍‌ରେ ଟ୍ରାଫିକ୍‌ ଜାମ ପରିସ୍ଥିତି

କଟକ ରୋଡ୍‌,୧୭।୫(ଡି.ଏନ୍‌.ଏ.): ସ୍ଥାନୀୟ ଲକ୍ଷ୍ମୀସାଗର ଟ୍ରାଫିକ୍‌ ଛକ ନିକଟରେ ଶୁକ୍ରବାର ଏକ ଅଳିଆ ବୋଝେଇ ହାଇଓ୍ବା ଖରାପ ହେବା ପରେ କଟକ ରୋଡ୍‌ ଅଞ୍ଚଳରେ ନାହିଁ ନ…

ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟର ଚତୁର୍ଥ ମହଲାରୁ ଡେଇଁ ରୋଗୀ ମୃତ

ଢେଙ୍କାନାଳ ଅଫିସ, ୧୭।୫: ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟର ଚତୁର୍ଥ ମହଲାରୁ ଡେଇଁବା ଯୋଗୁ ଜଣେ ରୋଗୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଟୁନା ବେହେରା(୨୨)। ଟୁନାଙ୍କ…

ଧରିତ୍ରୀ ପ୍ରଭାବ: ଫନୀ ପ୍ରଭାବିତ ଅଞ୍ଚଳରେ ଘରଭଙ୍ଗା ସର୍ଭେ, ବିପନ୍ନଙ୍କ ଭଙ୍ଗାଘରର ଜିଓ ଟ୍ୟାଗ୍‌ ବାଧ୍ୟତାମୂଳକ

କଟକ ସଦର,୧୭।୫(ଡି.ଏନ୍‌.ଏ.): ବାତ୍ୟା ‘ଫନୀ’ ପ୍ରଭାବରେ ଗୃହଶୂନ୍ୟ ବ୍ୟକ୍ତିମାନଙ୍କୁ ପକ୍କାଘର ଯୋଗାଇ ଦେବା ଲାଗି ରାଜ୍ୟ ସରକାର ଘୋଷଣା କରିବା ପରେ ନ୍ୟସ୍ତ ସ୍ବାର୍ଥ ବ୍ୟକ୍ତିଙ୍କର ତତ୍ପରତା…

ବିବାହ କରିବି ତ କେବଳ ସନ୍ନି ଲିଓନୀଙ୍କ ଭଳି ଯୁବତୀଙ୍କୁ..

ବଲିଉଡ ଫିଲ୍ମରେ ନିଜର ହଟ ଏବଂ ବୋଲ୍ଡ ସିନ ପାଇଁ ସବୁବେଳେ ଚର୍ଚ୍ଚାରେ ସନ୍ନି ଲିଓନୀ। ସନ୍ନି ଲିଓନୀ ଫିଲ୍ମ ଇଣ୍ଡଷ୍ଟ୍ରୀ ଛଡା ସୋସିଆଲ ମିଡିଆରେ ବି…

ଆମେରିକାର ଏଫ୍‌-୧୬ ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ

କାଲିଫର୍ନିଆ,୧୭।୫: ଆମେରିକା ବାୟୁସେନାର ଏଫ୍‌-୧୬ ଯୁଦ୍ଧ ବିମାନ ଏକ ବ୍ୟବସାୟ ପ୍ରତିଷ୍ଠାନ ଉପରେ ପଡିଯିବା ଫଳରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଦୁର୍ଘଟଣା ପୂର୍ବରୁ ପାଇଲଟ ସୁରକ୍ଷିତ ଭାବେ…

ନବଜାତକଙ୍କୁ ଦେଖି ଆଶ୍ଚର୍ଯ୍ୟ ହେଲେ ଡାକ୍ତର, କହିଲେ ୩୦ ହଜାର ପିଲାରେ ଏମିତି ହୋଇଥାନ୍ତି ଜଣେ

କର୍ଣ୍ଣାଟକର ବେଙ୍ଗାଲୁରୁ ହସ୍ପିଟାଲରେ ଏକ କନ୍ୟାସନ୍ତାନ ଜନ୍ମ ନେଇଛି। ଏହି ନବଜାତକଙ୍କୁ ଦେଖି ଡାକ୍ତର ଆଶ୍ଚର୍ଯ୍ୟ ହୋଇଯାଇ କହିଲେ ୩୦ ହଜାର ପିଲାଙ୍କ ମଧ୍ୟରୁ ଜଣକର ଏପରି…