ଗଡସେ-କସାବଙ୍କୁ ରାଜୀବଙ୍କ ସହ ତୁଳନା କଲେ ଭାଜପା ନେତା

ନୂଆଦିଲ୍ଲୀ,୧୭।୫: ଭୋପାଳର ଭାଜପା ନେତ୍ରୀ ପ୍ରଜ୍ଞା ସିଂ ଠାକୁର ମହାତ୍ମାଗାନ୍ଧୀଙ୍କ ହତ୍ୟାକାରୀ ନାଥୁରାମ ଗଡସେଙ୍କୁ ନେଇ ଦେଇଥିବା ବିବାଦୀୟ ବୟାନ ପରେ ଆରମ୍ଭ ହୋଇଛି ଶୀତଳ ଯୁଦ୍ଧ।…

ଗଡସେଙ୍କ ମନ୍ତବ୍ୟ ଉପରେ ୧୦ ଦିନ ମଧ୍ୟରେ ୩ ଭାଜପା ନେତାଙ୍କଠାରୁ ଜବାବ ମାଗିଲେ ଶାହ

ନୂଆଦିଲ୍ଲୀ,୧୭।୫: ମହାତ୍ମା ଗାନ୍ଧୀଙ୍କ ହତ୍ୟାକାରୀ ନାଥୁରାମ ଗଡସେଙ୍କୁ ନେଇ ରାଜନେତା କମଲ ହାସନଙ୍କ ବିବାଦୀୟ ବୟାନ ପରେ ରାଜନୀତି ହୋଇଛି ସରଗରମ। କମଲ ହାସନ ଗଡସେଙ୍କୁ ହିନ୍ଦୁ…

କଟକ କେନ୍ଦ୍ରାଞ୍ଚଳ ଗୋଇନ୍ଦା ବିଭାଗର ଚଢ଼ାଉ: ୫୩ ଗ୍ରାମ୍‌ ବ୍ରାଉନ୍‌ସୁଗାର ଜବତ, ଅଭିଯୁକ୍ତ ଗିରଫ

କଟକ ରୋଡ୍‌,୧୭।୫(ଡି.ଏନ୍‌.ଏ.): କଟକ କେନ୍ଦ୍ରାଞ୍ଚଳ ଅବକାରୀ ଗୋଇନ୍ଦା ବିଭାଗ ଶୁକ୍ରବାର ରାଜଧାନୀର ମଞ୍ଚେଶ୍ୱର ଥାନା ଅଞ୍ଚଳରେ ଚଢ଼ାଉ କରି ଜଣେ ବ୍ରାଉନସୁଗାର ବ୍ୟବସାୟୀଙ୍କୁ ଗିରଫ କରିଛି। ଅଭିଯୁକ୍ତଜଣଙ୍କ…

ବ୍ରାହ୍ମଣୀ ସ୍ରୋତରେ ଭାସିଗଲେ ଯୁବତୀ

ରାଜନଗର,୧୭।୫(ଡି.ଏନ୍‌.ଏ.): ରାଜନଗର ବ୍ଲକ ବନ୍ଧପଡ଼ା ପଞ୍ଚାୟତ ଅନ୍ତର୍ଗତ ଗୋବିନ୍ଦପୁର ଗ୍ରାମ ନିକଟ ବ୍ରାହ୍ମଣୀ ନଦୀରେ ଗୁରୁବାର ଜଣେ ଯୁବତୀ ଭାସି ଯାଇଥିଲେ। ଗ୍ରାମର ଲିଜାରାଣୀ ପ୍ରଧାନ ତାଙ୍କର…

ବଦଳୁଛି ପାଣିପାଗ: ପ୍ରଚଣ୍ଡ ଖରା ସତ୍ତ୍ୱେ ବାବୁବାଲି ଦ୍ୱୀପରେ ଚାଲିଛି କଇଁଛଙ୍କ ଗଣ ଅଣ୍ଡାଦାନ

ରାଜନଗର,୧୭।୫(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ବଙ୍ଗୋପସାଗର ମଧ୍ୟରେ ଥିବା ବିଶ୍ୱ ପ୍ରସିଦ୍ଧ ଅଲିଭ୍‌ ରିଡଲେ କଇଁଛଙ୍କ ଅନ୍ତୁଡ଼ିଶାଳ ବାବୁବାଲି ଦ୍ୱୀପରେ ଗତ ଦୁଇ ଦିନ ଧରି…

ରାସ୍ତା କାମରେ ଅନିୟମିତତା ଅଭିଯୋଗ: ଭିଜିଲାନ୍‌ସ ତଦନ୍ତ ଦାବି

ହାଟଡିହୀ,୧୭।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ହାଟଡିହୀଠାରୁ ପନ୍ଦାଡୋ ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ସଡ଼କ ଯୋଜନାରେ ନିର୍ମାଣାଧୀନ ରାସ୍ତା କାମରେ ବ୍ୟାପକ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି ା…

‘ମୋଦି ସ୍ତ୍ରୀଙ୍କ କଥା ଛାଡି ପ୍ରଥମେ ମାୟାବତୀ ନିଜେ ବିବାହ କରନ୍ତୁ’

ନୂଆଦିଲ୍ଲୀ, ୧୭।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିବାହକୁ ନେଇ ବହୁଜନ ସମାଜ ପାର୍ଟି ସୁପ୍ରିମୋ ମାୟାବତୀ ଦେଇଥିବା ମନ୍ତବ୍ୟ ଉପରେ ବର୍ଷିଛନ୍ତି କେନ୍ଦ୍ର ମନ୍ତ୍ରୀ ରାମଦାସ ଅଠାଓ୍ବାଲେ।…

କଣ୍ଟାପଡା, ନିଆଳି ବ୍ଲକ ସମ୍ପୂର୍ଣ୍ଣ ବାତ୍ୟା ପ୍ରଭାବିତ ନେଇ ଘୋଷଣା: ରାଶନ କାର୍ଡ ନ ଥିବା ବିପନ୍ନଙ୍କୁ ମିଳିବ ୫୦ କିଲୋ ଚାଉଳ

କଣ୍ଟାପଡା,୧୭।୫(ଡି.ଏନ୍‌.ଏ.): ଜନପ୍ରତିନିଧିଙ୍କ ଆନ୍ଦୋଳନ ଓ ସ୍ଥାନୀୟ ବାତ୍ୟା ପ୍ରଭାବିତଙ୍କ ଦାବି ପରେ ଗୁରୁବାର ରାଜ୍ୟସରକାରଙ୍କ ସ୍ବତନ୍ତ୍ର ରିଲିଫ କମିଶନର କଣ୍ଟାପଡା ଓ ନିଆଳି ବ୍ଲକକୁ ସମ୍ପୂର୍ଣ୍ଣ ଫନୀ…

ଯୁବକଙ୍କୁ ହତ୍ୟା ଉଦ୍ୟମ ଘଟଣା: ୩ ଗିରଫ, ୨ ଖଣ୍ଡା ଜବତ

ବ୍ରହ୍ମପୁର ଅଫିସ,୧୭।୫: ଗଞ୍ଜାମ ଜିଲା ବଡବଜାର ପୋଲିସ ଗୁରୁବାର ରାତିରେ ଟୁଟୁ ହାତୀ ହତ୍ୟାଉଦ୍ୟମ ଘଟଣାରେ ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନଙ୍କଠାରୁ ୨ଟି ଖଣ୍ଡା ଜବତ…

ଆଇପିଏସ୍‌ ରାଜୀବ କୁମାରଙ୍କୁ ଶକ୍ତ ଧକ୍କା

ନୂଆଦିଲ୍ଲୀ,୧୭।୫: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ନିକଟତର ଥିବା ତଥା କୋଲକତା ପୋଲିସର ପୂର୍ବତନ ପୋଲିସ କମିଶନର ରାଜୀବ କୁମାରଙ୍କୁ ଶକ୍ତ ଧକ୍କା ଲାଗିଛି। ସାରଦା ଚିଟଫଣ୍ଡ…