ପୁଣେ, ୧୭।୫: ମହାରାଷ୍ଟ୍ରର ଥାନେ ଜିଲାରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ବିବାହ ପୂର୍ବରୁ କୁମାରୀତ୍ୱ ପରୀକ୍ଷାକୁ କରିବାକୁ ବିରୋଧ କରିବାକୁ ଜଣେ ଯୁବତୀଙ୍କୁ ସମାଜରୁ…
ଆଲିଗଡ଼,୧୭।୫: ଆଲିଗଡ ମୁସଲିମ ୟୁନିଭର୍ସିିଟିର ଜେଏନ୍ ମେଡିକାଲ କଲେଜରେ ଗତ ବୁଧବାର ଦେଖିବାକୁ ମିଳିଛି ଏକ ଆଶ୍ଚର୍ଯ୍ୟ କଲା ଭଳି ଘଟଣା। ଜଣେ ମହିଳା ବିଷ ପିଇ…
କସଡୋଲ,୧୭।୫: ଛତିଶଗଡ଼ର କସଡୋଲ ଗାଁର ଏକମାତ୍ର ଇଞ୍ଜିନିୟର ହେଉଛନ୍ତି ଅମିଶ କୁମାର ଡହରିଆ। ଏବେ ସେ ଖୁବ୍ ଚର୍ଚ୍ଚାରେ। କାରଣ ଏହି ଯୁବ ଇଞ୍ଜିନିୟର ଜଣକ ନିଜ…
ରାଟୋଡରୋ,୧୭।୫: ଦକ୍ଷିଣ ପାକିସ୍ତାନର ଏକ ଗାଁରେ ପାଖାପାଖି ୪ଶହ ଲୋକ ଏଚ୍ଆଇଭିର ଶିକାର ହୋଇଥିବା ଜଣାପଡିଛି। ଜଣେ ଡାକ୍ତରଙ୍କ ଅବହେଳା ଯୋଗୁ ଏଭଳି ପରିସ୍ଥିତି ଉପୁଜିଥିବା କୁହାଯାଉଛି।…
ଦୀର୍ଘ ୪୫ ଦିନରୁ ଅଧିକ ସମୟ ଏବଂ ୬୦ଟି ମ୍ୟାଚ୍ର ପରିସମାପ୍ତି ପରେ ଏକ ରୋମାଞ୍ଚକର ଫାଇନାଲରେ ୨ ରନ୍ରେ େନ୍ନାଇ ସୁପର କିଙ୍ଗ୍ସ୍କୁ ଚକ୍ମା ଦେଇ…
ଜଣେ କ୍ରିକେଟର ଓ କୋଚ୍ ଭାବେ ସଫଳତା ହାସଲ କରିଥିବା ୫୧ ବର୍ଷୀୟ ଜି.ଏସ୍. ଲକ୍ଷ୍ମୀ ଏବେ ବିଶ୍ୱର ପ୍ରଥମ ମହିଳା ଭାବେ ଆଇସିସି ଅନ୍ତର୍ଜାତୀୟ ପ୍ୟାନେଲ…
ପୁଣେ, ୧୭।୫: ଆରଏସଏସ ମୁଖ୍ୟ ମୋହନ ଭାଗବତ ଏକ ନିଶ୍ଚିତ ସଡ଼କ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି। ଏକ ଗାଇକୁ ବଞ୍ଚାଇବାକୁ ଯାଇ ମୋହନ ଭାଗବତଙ୍କ ଗାଡି ଓଲଟି…
ନୂଆଦିଲ୍ଲୀ, ୧୭।୫: ମାଲେଗାଁଓ ବିସ୍ଫୋରଣରେ ଅଭିଯୁକ୍ତ ତଥା ଭୋପାଳ ଲୋକସଭା ଆସନର ଭାଜପା ପ୍ରାର୍ଥୀ ସ୍ବାଧୀ ପ୍ରଜ୍ଞା ଠାକୁର ମହାତ୍ମା ଗାନ୍ଧୀଙ୍କ ହତ୍ୟାକାରୀ ନାଥୁରାମ ଗଡସେଙ୍କୁ ଦେଶଭକ୍ତ…
କୋଲକତା, ୧୭।୫: ଶେଷ ପର୍ଯ୍ୟାୟ ନିର୍ବାଚନ ପୂର୍ବରୁ କୋଲକାତାରେ ସୃଷ୍ଟି ହୋଇଥିବା ବ୍ୟାପକ ହିଂସାକାଣ୍ଡକୁ ନେଇ ଏବେ ସମଗ୍ର ଦେଶରେ ଏକ ଉତ୍ତେଜନାମୂଳକ ପରିସ୍ଥିତି ସୃଷ୍ଟି ହୋଇଛି।…
ଲକ୍ଷ୍ନୌ,୧୭।୫: ଲୋକ ସଭା ନିର୍ବାଚନ ୨୦୧୯ ଅବସରରେ ଏବେ ଉତ୍ତର ପ୍ରଦେଶ ଲକ୍ଷ୍ନୌର ଜଣେ ମହିଳା ପୋଲିଂ ଅଧିକାରୀଙ୍କ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବା କଥା…