ଡେଡଲାଇନ୍‌ ଶେଷ, ଏବେ ପାକିସ୍ତାନ ଉପରେ ହେବ ଡାଇରେକ୍ଟ ଆଟାକ୍‌!

ନୂଆଦିଲ୍ଲୀ, ୨୭।୪: ଜମ୍ମୁ ଓ କଶ୍ମୀରର ପହଲଗାମରେ ଏପ୍ରିଲ ୨୨ରେ ହୋଇଥିବା ଭୟଙ୍କର ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ସରକାର ପାକିସ୍ତାନୀ ନାଗରିକଙ୍କ ପାଇଁ କିଛି ଶ୍ରେଣୀର…

ରାଶିଫଳ: ସୋମବାର, ଏପ୍ରିଲ୍‍ ୨୮ ତାରିଖ – Daily Horoscope

ମେଷ ରବିଙ୍କ ରାଶ୍ୟାବସ୍ଥାନ ହେତୁ ଦୂରସ୍ଥ ସନ୍ତାନଙ୍କ ପାଇଁ ମନ ଉଦବେଗ ରହିପାରେ। ମାନସିକ ଅସ୍ଥିରତାଜନିତ ଅର୍ଥ ସମ୍ପର୍କକୁ ନେଇ ଭ୍ରାତୃବିବାଦ ଦେଖାଦେବ। ମାଙ୍ଗଳିକ କାମର ତପତ୍ରତା…

ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ CAITର ବଡ଼ ନିଷ୍ପତ୍ତି: ପାକିସ୍ତାନ ସହ ସମସ୍ତ ବାଣିଜ୍ୟ ସମ୍ପର୍କ ବନ୍ଦ, ଇ-କମର୍ସ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ଦାବି

ଭୁବନେଶ୍ୱର, ୨୭।୪: ଜମ୍ମୁ ଓ କଶ୍ମୀରର ପହଲଗାମରେ ହୋଇଥିବା ଭୟଙ୍କର ଆତଙ୍କବାଦୀ ଆକ୍ରମଣ ପରେ, ଅଲ୍‌ ଇଣ୍ଡିଆ ଟ୍ରେଡର୍ସ (CAIT) ପାକିସ୍ତାନ ସହ ସମସ୍ତ ବାଣିଜ୍ୟ ସମ୍ପର୍କ…

ଶ୍ରୀଲଙ୍କାକୁ ହରାଇ ଭାରତର ବିଜୟ ଅଭିଯାନ ଆରମ୍ଭ

କଲମ୍ବୋ, ୨୭ା୪: ଓପନର ପ୍ରତୀକା ରାଓ୍ବଲଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ସ୍ମୃତି ମନ୍ଧାନା ଓ ହାର୍ଲିନ ଦେଓଲଙ୍କ ଉପଯୋଗୀ ଅବଦାନ ସହାୟତାରେ ଭାରତ କଲମ୍ବୋରେ ଚାଲିଥିବା ଅନ୍ତର୍ଜାତୀୟ…

ଧରିତ୍ରୀ ପ୍ରଭାବ: ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର, ଅଗ୍ରାଧିକାର ଭିତ୍ତିରେ ଚାଷକୁ ମାଡ଼ିବ ପାଣି

ଯୋଡ଼ା,୨୭ା୪(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ବ୍ଲକଠାରେ ନିର୍ମାଣାଧୀନ ଓଡ଼ିଶାର ନଦୀବନ୍ଧ ଯୋଜନା କାନପୁର ପ୍ରକଳ୍ପର ନିର୍ମାଣ ସମୟରେ ଡିପ୍ଲିସନ ସୁଇଚ ନିର୍ମାଣ ହେଉଥିବା ବେଳେ ରେଙ୍ଗାଲି…

ଧମକ ଦେଇ ଥରିଲେ ବିଲୱାଲ, ରାତି ଅଧରେ ପାକିସ୍ତାନ ଛାଡି କାନାଡା ପଳାଇଲେ…

ଇସଲାମବାଦ,୨୭।୪: ଜମ୍ମୁ-କଶ୍ମୀରର ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ସିନ୍ଧୁ ଜଳ ଚୁକ୍ତିନାମାକୁ ସ୍ଥଗିତ କରି ପାକିସ୍ତାନ ବିରୁଦ୍ଧରେ ଅନେକ ବଡ଼ ପଦକ୍ଷେପ ନେଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ବିନା ସୂଚନାଫଳକରେ ଚାଲିଛି ଉପ-ସ୍ବାସ୍ଥ୍ୟକେନ୍ଦ୍ର ନିର୍ମାଣ କାର୍ଯ୍ୟ, ନିମ୍ନମାନର ଅଭିଯୋଗ

କେସିଙ୍ଗା,୨୭ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ଶିରୋଲସ୍ଥିତ ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟ ପଛପଟରେ ସ୍ବାସ୍ଥ୍ୟ ବିଭାଗର ଏନ୍‌ଆର୍‌ଏଚ୍‌ଏମ୍‌ ଦ୍ୱାରା ୫୫ଲକ୍ଷ ବ୍ୟୟ ଅଟକଳରେ ଉପସ୍ବାସ୍ଥ୍ୟକେନ୍ଦ୍ର…

ଓଡ଼ିଶା ଛାଡିବେ ପାକିସ୍ତାନୀ ନାଗରିକ: ଯେଉଁମାନେ ଛାଡିବେନି ଭାରତ, ସେମାନଙ୍କ ସହ କ’ଣ କରିବେ ଭାରତ ସରକାର?

ନୂଆଦିଲ୍ଲୀ,୨୭।୪: ପହଲଗାମ ଆତଙ୍କବାଦୀ ଆକ୍ରମଣରେ ୨୬ ଜଣଙ୍କ ହୋଇଥିବା ବିଭତ୍ସ ହତ୍ୟାରେ ସାରା ଦେଶ ସ୍ତମ୍ଭୀଭୂତ ହୋଇଯାଇଛି। କାରଣ ହତ୍ୟା ସାଧାରଣ ନାଗରିକ ଯେଉଁମାନେ ପର୍ଯ୍ୟଟକଭାବେ ଛୁଟି…

ତାଣ୍ଡବ ରଚିଲା କାଳବୈଶାଖୀ: କୁଆପଥର ମାଡ଼ରେ ଧାନଫସଲ ନଷ୍ଟ, ବିଦ୍ୟୁତ୍‌ ସେବା ବନ୍ଦ

\ନୂଆପଡ଼ା,୨୭।୪(ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଳକ ଅଧୀନ ବୁଦ୍ଧିକୋମନା ପଞ୍ଚାୟତର ପଣ୍ଡରାପଥର ଏବଂ ସ୍ଥାନୀୟ ଆଖପାଖ ଗ୍ରାମରେ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି ହୋଇଛି। କୁଆପଥର…

ଭେଣ୍ଡିଂ ଜୋନ୍‌ରେ ବସୁନାହାନ୍ତି ଉଠା ପରିବା ଦୋକାନୀ

ଗଞ୍ଜାମ,୨୭ା୪(ବିଦ୍ୟାଧର ସାହୁ): ଉଠା ପନିପରିବା ବେପାରୀମାନଙ୍କ ଲାଗି ବଡ଼ ବଜାର ଭାରତୀ ବିଦ୍ୟାପୀଠ ସମ୍ମୁଖ ଓ ସାନ ବଜାର ବ୍ଲକ ସମ୍ମୁଖରେ ଭେଣ୍ଡିଂ ଜୋନ ନିର୍ମାଣ କରିଛି…