‘କ୍ଷତାକ୍ତ ସତ୍ତ୍ୱେ ବ୍ୟାଟିଂ କରିଥିଲେ ଓ୍ବାଟ୍‌ସନ’

ନୂଆଦିଲ୍ଲୀ, ୧୫।୫(ପି.ଟି.)- ଆଇପିଏଲ୍‌ ଫାଇନାଲରେ ଚେନ୍ନାଇ ସୁପର୍‌ କିଙ୍ଗ୍ସକୁ ରୋମାଞ୍ଚକ ଭାବେ ୧ ରନରେ ପରାସ୍ତ କରି ରୋହିତ୍‌ ଶର୍ମାଙ୍କ ନେତୃତ୍ୱାଧୀନ ମୁମ୍ବାଇ ଇଣ୍ଡିଆନ୍ସ ଚାମ୍ପିୟନ ହୋଇଥିଲା।…

ଡ୍ରିମ୍ସ ସ୍ବୟଂଶାସିତ କଲେଜକୁ ଗାନ୍ଧୀ ସମ୍ମାନ

ଭୁବନେଶ୍ୱର,୧୫-୫: ଇଣ୍ଡିଆନ ସୋସାଇଟ ଫର ଟେକ୍ନିକାଲ ଏଜୁକେଶନ (ଆଇଏସ୍‌ଟିଇ) ପକ୍ଷରୁ ୨୦୧୮ ବର୍ଷ ପାଇଁ ଡ୍ରିମ୍ସ ସ୍ବୟଂଶାସିତ ବୈଷୟିକ ମହାବିଦ୍ୟାଳୟକୁ ଶ୍ରେଷ୍ଠ ଇଞ୍ଜିନିୟରିଂ କଲେଜ ଭାବେ ଗାନ୍ଧୀ…

ସ୍ମାର୍ଟ ମୋବିଲିଟିକୁ ହ୍ୟୁଣ୍ଡାଇର ପ୍ରୋତ୍ସାହନ

ଭୁବନେଶ୍ୱର,୧୫-୫: ହ୍ୟୁଣ୍ଡାଇ ମୋଟର୍ସ ପକ୍ଷରୁ ସ୍ମାର୍ଟମୋବିଲିଟିକୁ ପ୍ରୋତ୍ସାହନ ସ୍ବରୂପ ନୂଆ କର୍ପୋରେଟ କ୍ୟାମ୍ପେନ ଆରମ୍ଭ କରାଯାଇଛି। ଏହା ‘ଓ୍ବାନ୍ସ ଅପନ ଏ ଟାଇମ୍‌ ହ୍ୟୁଣ୍ଡାଇ ଏ କାର…

କ୍ଷତିଗ୍ରସ୍ତଙ୍କୁ ସହାୟତା ଲାଗି ଏଏଆଇ, ସିଆଇଆଇର ନିବେଦନ

କଲିକତା,୧୫-୫: ଫନୀ ଦ୍ୱାରା ପୁରୀ,ଖୋର୍ଦ୍ଧା,କଟକ ସମେତ ରାଜ୍ୟର ୧୪ଟି ଜିଲାର ୧୫୯ ବ୍ଳକ, ୧୮୧୬୮ ଗ୍ରାମ, ୫୨ଟି ସହରାଞ୍ଚଳ ଏବଂ ୧.୬୫ କୋଟି ଜନସାଧାରଣ ପ୍ରଭାବିତ ହୋଇଛନ୍ତି।…

ହୋଣ୍ଡା ଟୁହ୍ବିଲର୍ସ-ଆଇଡିଏଫ୍‌ସି ଫାଷ୍ଟ ବ୍ୟାଙ୍କ ଚୁକ୍ତି

ଭୁବନେଶ୍ୱର,୧୫-୫: ଗ୍ରାହକଙ୍କୁ ଫାଇନାନ୍ସର ଅଧିକ ବିକଳ୍ପ ପ୍ରଦାନ କରିବା ଲକ୍ଷ୍ୟରେ ହୋଣ୍ଡା ମୋଟର ସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ ଲିମିଟେଡ ଆଇଡିଏଫ୍‌ସି ଫାଷ୍ଟ ବ୍ୟାଙ୍କ ସହ ଚୁକ୍ତିରେ…

ଶକ୍ତି ପୁନରୁଦ୍ଧାର କ୍ଷେତ୍ରରେ ପାଓ୍ବାର ଗ୍ରୀଡର ଯୋଗଦାନ

କଲିକତା,୧୫-୫: ଫନୀ ପରେ ପ୍ରଭାବିତ ଅଞ୍ଚଳରେ ବିଦ୍ୟୁତ ଯୋଗାଣ ତଥା ତୁରନ୍ତ ଶକ୍ତି ପୁନରୁଦ୍ଧାର କାର୍ଯ୍ୟରେ ପାଓ୍ବାର ଗ୍ରୀଡ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ(ପାଓ୍ବାରଗ୍ରୀଡ) ନିଜର ଯୋଗଦାନ…

ୟୁନାଇଟେଡ ବ୍ୟାଙ୍କର ଆର୍ଥତ୍କ ଫଳାଫଳ

କଲିକତା,୧୫-୫: ୟୁନାଇଟେଡ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ପକ୍ଷରୁ ଆର୍ଥତ୍କ ଫଳାଫଳ ଘୋଷଣା କରାଯାଇଛି। ୨୦୧୮-୧୯ ଆର୍ଥତ୍କ ବର୍ଷ ଶେଷ ସୁଦ୍ଧା ବ୍ୟାଙ୍କର କାରବାର ୨.୦୮ ଲକ୍ଷ କୋଟି…

ଆଇବିସିରୁ ଫେରିଛି ୭୦ ହଜାର କୋଟି

ନୂଆଦିଲ୍ଲୀ,୧୫-୫:ଇନ୍‌ସଲଭେନ୍ସି ଆଣ୍ଡ ବ୍ୟାଙ୍କରପ୍ସି କୋଡ୍‌(ଆଇବିସି) ଜରିଆରେ ଫଶିଯାଇଥିବା ଋଣ ଅସୁଲ ସୁବିଧାଜନକ ହୋଇଛି। ୨୦୧୮-୧୯ରେ ୭୦ ହଜାର କୋଟି ଟଙ୍କା ଅନାଦାୟ ଋଣ(ଏନ୍‌ପିଏ) ଫେରି ଆସିଛି। ଋଣ…

ଏପ୍ରିଲରେ ପାଇକାରୀ ମୁଦ୍ରାସ୍ଫୀତି ୩.୦୭%: ପନିପରିବା ଦର ଆକାଶଛୁଆଁ

ନୂଆଦିଲ୍ଲୀ,୧୫-୫: ଏପ୍ରିଲରେ ଖୁଚୁରା ମୁଦ୍ରାସ୍ଫୀତି ହାର ବୃଦ୍ଧି ପାଇଥିବା ବେଳେ ପାଇକାରୀ ମୁଦ୍ରାସ୍ଫୀତି ହାର ହ୍ରାସ ପାଇଛି। ମଙ୍ଗଳବାର କେନ୍ଦ୍ରୀୟ ପରିସଂଖ୍ୟାନ କାର୍ଯ୍ୟାଳୟ(ସିଏସ୍‌ଓ) ଦ୍ୱାରା ଜାରି ତଥ୍ୟ…

ନିଶାନ ପକ୍ଷରୁ ସହାୟତା

ଭୁବନେଶ୍ୱର,୧୫-୫: ଫନୀ ପ୍ରଭାବିତ ଲୋକଙ୍କୁ ସହାୟତା କରିବା ଲାଗି ନିଶାନ ଇଣ୍ଡିଆ ଆଗେଇ ଆସିଛି। କମ୍ପାନୀ ପକ୍ଷରୁ କଟକ ଏବଂ ଭୁବନେଶ୍ୱରରେ ଜରୁରୀକାଳୀନ ମରାମତି ଟିମ୍‌ ମୁତୟନ…