ଆଇଟିସିର ନୂଆ ବି’ନାଚୁରାଲ ଉନ୍ମୋଚନ

ମୁମ୍ବାଇ,୧୫-୫: ପ୍ରମୁଖ କମ୍ପାନୀ ଆଇଟିସିର ଫୁଡ ଡିଭିଜନ ପକ୍ଷରୁ ଏହାର ବିନାଚୁରାଲ ରେଞ୍ଜରେ ଫ୍ରୁଟ ବେଭରେଜ ପ୍ରଡକ୍ଟ ବଜାରକୁ ଆସିଛି। ଏହା ପ୍ରିମିୟମ ଫ୍ରୁଟ ବେଭରେଜ ରେଞ୍ଜରେ…

ନିଜ କର୍ମଚାରୀଙ୍କୁ ଆମାଜନର ପ୍ରସ୍ତାବ ;ଚାକିରି ଛାଡ଼, ବ୍ୟବସାୟ କର

ନୂଆଦିଲ୍ଲୀ,୧୫-୫: ବିଶ୍ୱର ସର୍ବବୃହତ ଇ-କମର୍ସ କମ୍ପାନୀ ଆମାଜନ ଏହାର କର୍ମଚାରୀଙ୍କୁ ଏକ ଅଦ୍ଭୁତ ପ୍ରସ୍ତାବ ଦେଇଛି। ଗ୍ରାହକଙ୍କ ନିକଟରେ ସାମଗ୍ରୀକୁ ଯଥାଶୀଘ୍ର ପହଞ୍ଚାଇବା ଲକ୍ଷ୍ୟରେ କମ୍ପାନୀ ଏଭଳି…

ଜବତ ଦସ୍ତାବିଜ ଫେରିପାଇବା ଉଦ୍ୟମ;ଟ୍ରିବ୍ୟୁନାଲଙ୍କ ଦ୍ୱାରସ୍ଥ ହେଲେ କୋଚ୍ଚରଙ୍କ କମ୍ପାନୀ

ନୂଆଦିଲ୍ଲୀ,୧୫-୫: ଆଇସିଆଇସିଆଇ ବ୍ୟାଙ୍କର ପୂର୍ବତନ ସିଇଓ ତଥା ଏମ୍‌ଡି ଚନ୍ଦା କୋଚ୍ଚର ଏବଂ ଦୀପକ କୋଚ୍ଚରଙ୍କ ସହ ଜଡ଼ିତ କମ୍ପାନୀ ନିଜର ଜବତ ହୋଇଥିବା ଦସ୍ତାବିଜ ଫେରିପାଇବା…

ଅନ୍ତିମ ପର୍ଯ୍ୟାୟ ୯ ଲୋକ ସଭା ଆସନ ପାଇଁ ମୋଦି-ଶାହ-ମମତା ମୁହାଁମୁହିଁ

କୋଲକାତା,୧୫।୫: ଲୋକ ସଭା ନିର୍ବାଚନର ଅନ୍ତିମ ପର୍ଯ୍ୟାୟରେ ମେ ୧୯ରେ ମତଦାନ କରାଯିବ। ଏହି ପର୍ଯ୍ୟାୟରେ ପଶ୍ଚିମବଙ୍ଗର ୯ ଆସନ ପାଇଁ ମତଦାନ ହେବ। ଆସନ ହାତେଇବା…

ଦେବାଳିଆ ରିପୋର୍ଟକୁ ଏୟାର ଇଣ୍ଡିଆର ଖଣ୍ଡନ

ନୂଆଦିଲ୍ଲୀ,୧୫-୫: ଭାରତର ରାଷ୍ଟ୍ରାୟତ୍ତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଇସ୍ରାଏଲ ମିଡିଆରେ ପ୍ରକାଶ ପାଇଥିବା ଦେବାଳିଆ ଖବରକୁ ଖଣ୍ଡନ କରିଛି। ଏହା ଭିତ୍ତିହୀନ ବୋଲି କମ୍ପାନୀ କହିଛି।…

ଜେଟ୍‌ ଏୟାରଓ୍ବେଜ୍‌ରେ ଇସ୍ତଫା ଦୌଡ

ନୂଆଦିଲ୍ଲୀ,୧୫-୫: ଘରୋଇ ବିମାନ କମ୍ପାନୀ ଜେଟ୍‌ ଏୟାରଓ୍ବେଜ୍‌ର ପୁନଃକାର୍ଯ୍ୟକ୍ଷମ ହେବା ଆଶା ପ୍ରାୟ ଶେଷ ହୋଇଯିବା ପରେ ଟପ୍‌ ମ୍ୟାନେଜମେଣ୍ଟ ଅଧିକାରୀଙ୍କ ମଧ୍ୟରେ ନୈରାଶ୍ୟ ଖେଳିଯାଇଛି। ଚିଫ୍‌…

୧୦ କୋଟିର ଅନୀୟମିତତା ଧରିଲା ପେଟିଏମ୍‌

ନୂଆଦିଲ୍ଲୀ,୧୪-୫: ଡିଜିଟାଲ ପେମେଣ୍ଟ କମ୍ପାନୀ ପେଟିଏମ୍‌ରେ ୧୦ କୋଟି ଟଙ୍କାର ଅନୀୟମିତତା ହୋଇଥିବା ଜଣାପଡିଛି। କମ୍ପାନୀର ଆଭ୍ୟନ୍ତରୀଣ ଯାଞ୍ଚରୁ ଏହା ଧରାପଡିଛି ବୋଲି ପେଟିଏମ୍‌ର ପ୍ରମୁଖ ବିଜୟ…

ଧରିତ୍ରୀ କାର୍ଟୁନ

ଧରିତ୍ରୀ କାର୍ଟୁନ

କେନ୍ଦ୍ରକୁ ଓଡ଼ିଶାର ଅନୁରୋଧ ;ଏଫ୍‌ସିଆରଏ ମଞ୍ଜୁରୀ ତ୍ୱରାନ୍ବିତ କର

ନୂଆଦିଲ୍ଲୀ,୧୪-୫: ବାତ୍ୟା ଫନୀ ଯୋଗୁ ଓଡ଼ିଶାର ନାହିଁ ନ ଥିବା କ୍ଷତି ହୋଇଛି। ରାଜ୍ୟରେ ଥଇଥାନ ଓ ପୁନରୁଦ୍ଧାର ଲାଗି ଦେଶର ବିଭିନ୍ନ ପ୍ରାନ୍ତରରୁ ସହାୟତା ମିଳିବାରେ…

ହ୍ୟାକିଂ ସମ୍ଭାବନା: ଅପ୍‌ଡେଟ୍‌ ଲାଗି ହ୍ବାଟ୍ସଆପ୍‌ର ଚେତାବନୀ

ନୂଆଦିଲ୍ଲୀ,୧୫-୫: ସିକ୍ୟୁରିଟି ଫିଚର୍ସରେ ତ୍ରୁଟି ପରିଲକ୍ଷିତ ହେବା ପରେ ହ୍ବାଟ୍ସଆପ୍‌ ଏହାର ୟୁଜରଙ୍କୁ ତୁରନ୍ତ ଏହି ଆପ୍‌କୁ ଅପ୍‌ଡେଟ୍‌ କରିନେବା ଲାଗି ଚେତାଇ ଦେଇଛି। କାରଣ ସିକ୍ୟୁରିଟିରେ…