୧୩ ବର୍ଷର ନାବଳିକା ୭ ମାସର ଗର୍ଭବତୀ:ଅଭିଯୁକ୍ତ ୨ ଛୁଆର ବାପା ନାଁରେ ଏତଲା

ଜୟପୁର,୧୪ା୫(ଡି.ଏନ୍‌.ଏ.): ଦୁଇଟି ଛୁଆର ବାପା ଜଣେ ୧୩ ବର୍ଷର ନାବାଳିକାଙ୍କ ସହ ଶାରୀରିକ ସମ୍ପର୍କ ରଖି ତାଙ୍କୁ ୭ ମାସର ଗର୍ଭବତୀ କରିଛନ୍ତି। ଅଭିଯୁକ୍ତ ଜଣକ ଏବେ…

ଝରକା ବାଟେ ବାହାରକୁ ଗରମ ପାଣି ଫିଙ୍ଗିଲେ ସହାୟିକା, ଅଙ୍ଗନଓ୍ବାଡି ଶିଶୁ ଗୁରୁତର

ସୋନପୁର/ବୀରମହାରାଜପୁର,୧୪।୫(ନି.ପ୍ର.): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଜଟିଆପାଲି ଅଙ୍ଗନୱାଡି କେନ୍ଦ୍ରରେ ମଙ୍ଗଳବାର ସକାଳେ ଏକ ଦୁଃଖଦ ଘଟଣା ଘଟିଛି। କେନ୍ଦ୍ରର ସହାୟିକା ବେଦମତୀ ମହାକୁର ଶିଶୁକନ୍ୟା ପ୍ରୀତିମୟୀ…

ଓଡ଼ଗାଁ: ଜବରଦଖଲରେ ମୂଲ୍ୟବାନ ଜମି

ଓଡ଼ଗାଁ,୧୪।୫(ସ୍ବ.ପ୍ର.)-ନୟାଗଡ ଜିଲାର ପ୍ରମୁଖ ତହସିଲ ଓଡ଼ଗାଁ ଓ ଏନଏସି ଅଞ୍ଚଳରେ ବହୁ ମୂଲ୍ୟବାନ ଜମି ଜବରଦଖଲରେ ରହିଥିବା ଅଭିଯୋଗ ହେଉଛି । ଏନେଇ ପ୍ରଶାସନିକ ଅଧିକାରୀ ଅବଗତ…

ରଣପୁରରେ ଶ୍ରୀଜୀଉଙ୍କ ଚନ୍ଦନ ଯାତ୍ରା

ରଣପୁର,୧୪ା୫ (ସ୍ବ.ପ୍ର.)- ପୁରୀ ଶ୍ରୀମନ୍ଦିରରେ ଠାକୁରଙ୍କ ନୀତିକାନ୍ତି ସହ ସାମଞ୍ଜସ୍ୟ ରହୁଥିବା ରଣପୁର ଜଗନ୍ନାଥ ମନ୍ଦିରରେ ମଧ୍ୟ ବାରମାସରେ ତେରପର୍ବ ପାଳିତ ହୋଇଥାଏ। ତନ୍ମଧ୍ୟରୁ ଚନ୍ଦନ ଯାତ୍ରା…

ବାଲିଗୁଡ଼ାରେ ଉପସ୍ଥିତି ଜାହିର କଲେ ମାଓବାଦୀ: ଗଛ ପକାଇ ରାସ୍ତା ଅବରୋଧ କଲେ

ବାଲିଗୁଡ଼ା,୧୪ା୫(ଡି.ଏନ୍‌.ଏ.)-କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅଞ୍ଚଳରେ ମାଓବାଦୀମାନେ ପୁଣି ସେମାନଙ୍କ ଉପସ୍ଥିତି ଜାହିର କରିଛନ୍ତି। ସୋମବାର ମଧ୍ୟ  ରାତିରେ ବାଲିଗୁଡ଼ା- କଣ୍ଟାମାଳ ମୁଖ୍ୟରାସ୍ତାର ପରୁଭଟ୍ଟା ଘାଟିରେ ଗଛକାଟି…

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ କରାଯିବ ଚାରା ରୋପଣ

ଛତ୍ରପୁର,୧୪ା୫(ଡି.ଏନ.ଏ)-ଫନୀ ବାତ୍ୟାରେ ଗଞ୍ଜାମ ଜିଲାରେ ବହୁ ଗଛର କ୍ଷତି ହୋଇଯାଇଛି ା ତେଣୁ ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନାରେ ଜିଲାର ବିଭିନ୍ନ ଗ୍ରାମାଞ୍ଚଳରେ ଚାରା…

ତିହିଡି, ଚାନ୍ଦବାଲି ମଦମୃତ୍ୟୁ ଘଟଣା: ଅଭିଯୁକ୍ତଙ୍କ ଗିରଫ ଦାବିରେ ଗଣଧାରଣା, ପ୍ରତିବାଦ ସଭା

ତିହିଡ଼ି, ୧୪।୫(ଡି.ଏନ୍‌.ଏ.)- ଭଦ୍ରକ ଜିଲାର  ତିହିଡ଼ି ଓ ଚାନ୍ଦବାଲିରେ ବିଷାକ୍ତ ମଦ ପିଇ ୧୦ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ପୋଲିସ ଓ ପ୍ରଶାସନ ଏଯାଏ କୌଣସି ପଦକ୍ଷେପ…

ନାବାଳିକାଙ୍କ ବିବାହ ରୋକିଲା ଶିଶୁ ସୁରକ୍ଷା କମିଟି

କେନ୍ଦୁଝର, ୧୪ା୫ (ସ୍ବ.ପ୍ର.): କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ସୁଲେଇଖମାର ଗ୍ରାମରେ ସୋମବାର ଜଣେ ନାବାଳିକାଙ୍କ ବିବାହ ଚାଲିଥିଲା। ଖବର ପାଇ ଶିଶୁ ସୁରକ୍ଷା କମିଟି ପକ୍ଷରୁ…

ଅସରଳା ଗ୍ରାମରେ ୫ ଘରେ ପଶିଲେ ଚୋର: ୬ ଲକ୍ଷ ଟଙ୍କା ସହ ନେଇଗଲେ ସୁନା, ରୁପା, ପିତଳ, କଂସା ବାସନ

ବୋଲଗଡ଼,୧୪।୫(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ବୋଲଗଡ଼ ଥାନା ଅସରଳା ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଏକ ବଡ଼ଧରଣର ଚୋରି ହୋଇଛି। ଚୋରମାନେ ଗ୍ରାମର ୫ ଜଣଙ୍କ ଘରେ ପଶିଥିବା…

ଦୀପିକାଙ୍କ ନାଁରେ ତିଆରି ହେଲା ଜୋତା

ଫ୍ରାନ୍ସର ଫ୍ୟାଶନ୍‌ ଡିଜାଇନର ଖ୍ରୀଷ୍ଟିଆନ୍‌ ଲୁକୋଟିନ୍‌ ଏବେ ବଲିଉଡ୍‌ କୁଇନ୍‌ ଦୀପିକା ପାଦୁକୋନଙ୍କ ନାଁ ଅନୁସାରେ ତିଆରି କରିଛନ୍ତି ଏକ ହାଇହିଲ୍‌। ଏହା ଦେଖିବାକୁ ଯେତିକି ସୁନ୍ଦର…