ଛତ୍ରପୁର,୧୩ା୫(ଡି.ଏନ.ଏ)-ଫନୀ ବାତ୍ୟାରେ ପୁରୀ ଜିଲା ବିଶେଷ ଭାବେ କ୍ଷତିଗ୍ରସ୍ତ ହୋଇଛି। ଜିଲାର ବିଭିନ୍ନ ସ୍ଥାନରେ ଥିବା ଗ୍ରାମ୍ୟ ପାଇପ ଜଳଯୋଗାଣ ପ୍ରକଳ୍ପଗୁଡିକ ସମ୍ପୂଣ୍ଣର୍ର୍ ନଷ୍ଟ ହୋଇଯାଇଛି। ରିଲିଫ୍…
ଫୁଲବାଣୀ ଅଫିସ, ୧୩ା୫-କନ୍ଧମାଳ ଜିଲା ବନ୍ଧଗଡଠାରେ ଶିଶୁ ସୁରକ୍ଷା ସମ୍ପର୍କିତ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟଅତିଥି ଭାବେ ଶିଶୁ ମଙ୍ଗଳ କମିଟି ଅଧ୍ୟକ୍ଷ ଅଶୋକ କୁମାର ବେହେରା…
ଖରାଦିନେ ମଶା ବଂଶ ବୃଦ୍ଧି ପାଇବା ଯୋଗୁ ଡେଙ୍ଗୁ, ଚିକେନଗୁନିଆ ଆଦି ରୋଗ ହେବାର ଆଶଙ୍କା ରହିଥାଏ। ତେବେ କେତେକ ଘରୋଇ ଚିକିତ୍ସା ଦ୍ୱାରା ଏସବୁ ସମସ୍ୟାରୁ…
ଟାଙ୍ଗୀ(ଖୋର୍ଦ୍ଧା),୧୩ା୫(ଡି.ଏନ.ଏ.)-ଫନୀ ପ୍ରଭାବରେ ଟାଙ୍ଗୀ ବ୍ଲକର ଅଧିକାଂଶ ଶିକ୍ଷାନୁଷ୍ଠାନର ଶ୍ରେଣୀଗୃହ କ୍ଷତିଗ୍ରସ୍ତ ହୋଇଛି। କେତେକ ବିଦ୍ୟାଳୟ ସମ୍ପୂର୍ଣ୍ଣ କ୍ଷତିଗ୍ରସ୍ତ ହୋଇଥିବାବେଳେ ଆଜବେଷ୍ଟସ୍ ଛପରଗୁଡିକ ଭାଙ୍ଗିରୁଜି ଦୂରକୁ ଉଡ଼ିଯାଇଛି। ଏହି…
ବୋଲଗଡ଼,୧୩ା୫(ଡି.ଏନ.ଏ.)-୫୭ ନଂ ଜାତୀୟ ରାଜପଥର ବୋଲଗଡ଼ ବ୍ଲକ ରାଜସୁନାଖଳା ବଜାର ଅଞ୍ଚଳରେ ଦିନକୁ ଦିନ ଟ୍ରାଫିକ ସମସ୍ୟା ବଢ଼ିିବାରେ ଲାଗିଛି। ଟ୍ରାଫିକ୍ ଭିଡ଼ ଯୋଗୁ ସର୍ବଦା ବିଶେଷତଃ…
ଟାଙ୍ଗୀ(ଖୋର୍ଦ୍ଧା),୧୩ା୫(ଡି.ଏନ.ଏ.)-ଫନୀ କାଜୁ ଓ ଆମ୍ବ ଫସଲର ପ୍ରଭୂତ କ୍ଷୟକ୍ଷତି କରିଛି। ଏଥିଯୋଗୁ ବିଶେଷ ଭାବେ କାଜୁ ବଗିଚା ନିଲାମଧାରୀଙ୍କ ନିଦ ହଜିଯାଇଛି। ଏହାର ପ୍ରାଦୁର୍ଭାବରେ ଆମ୍ବ ଓ…
ନୂଆଗାଁ,୧୩ା୫ (ଡି.ଏନ.ଏ.)- ନୟାଗଡ଼ ଜିଲା ନୂଆଗାଁ ବ୍ଲକ ଢେଙ୍କେଣା ପଞ୍ଚାୟତ ଢେଙ୍କେଣା ଗ୍ରାମର ମହାମାୟୀ ସ୍ବୟଂ ସହାୟକ ଗୋଷ୍ଠୀ ମହିଳା ଗୋମାତାଙ୍କ ସୁରକ୍ଷା ସହ ରୋଗମୁକ୍ତ ସମାଜ…
ଝୁମ୍ପୁରା, ୧୩।୫(ଡି.ଏନ.ଏ.)-ବିଦ୍ୟୁତ ବିତରକ କମ୍ପାନୀ ନେସ୍କୋର ମନମୁଖି ନୀତି ସୀମା ଟପିଗଲାଣି। ମେରିରାୟ ନୀତିରେ ବିଦ୍ୟୁତ ଉପଭୋକ୍ତାଙ୍କୁ ସେବା ଯୋଗାଉଥିବା ନେସ୍କୋ କେବଳ ବିଦ୍ୟୁତ ଦେୟ ଆଦାୟରେ…
ବାଲେଶ୍ୱର ଅଫିସ, ୧୩।୫-ସାମୁଦ୍ରିକ ଝଡ଼ ‘ଫନୀ’ ପ୍ରଭାବରେ ଓଡ଼ିଶାର ପୁରୀ, ଖୋର୍ଦ୍ଧା, କଟକ, ଭୁବନେଶ୍ୱର ଆଦି ବିଭିନ୍ନ ସ୍ଥାନରେ ବ୍ୟାପକ କ୍ଷତି ହୋଇଛି। କ୍ଷତିଗ୍ରସ୍ତ ପରିବାରଙ୍କୁ ସହାୟତା…
ବିନିକା, ୧୩ା୫(ଡି.ଏନ୍.ଏ.): ବିନିକା ବ୍ଲକ ଅଂଚଲରେ ଏହେଦେ ଚାଷୀ ରବିଧାନ ଫସଲ କରିଛନ୍। ଫସଲ ଅମଲ କରବାର ସମିଆ ପାଖେଇ ଆଏଲାନ, ଧାନ ମଥା ନଇଁ ଲପ୍ଲପେଇ ଯାଉଛେ।…