୧୭୮ବର୍ଷର ଚିତ୍ତଲପୁର ରାମଲୀଳା: ଭାଇଚାରା ବଞ୍ଚାଇଛି ପରମ୍ପରା

(ସୁଶାନ୍ତ କୁମାର ପତି) ସାତମାଇଲ, ୧।୫- ଆଧୁନିକତାର ମାୟାଜାଲରେ ମଳିନ ପଡ଼ିଲାଣି ପୁରାତନ ସଂସ୍କୃତି। ପୁରୁଣା ପରମ୍ପରାକୁ ବଞ୍ଚାଇ ରଖିବାକୁ ଆଉ ଆଗଭର ହେଉନାହାନ୍ତି ଯୁବପିଢ଼ି। ତଥାପି…

ଥମିନି ଶ୍ରମିକ ଶୋଷଣ ନୀତି: ଏବେ ବି ଅବହେଳିତ ଠିକା ଶ୍ରମିକ

(ଉପେନ୍ଦ୍ର ରାଉତ) ବଅଁରପାଳ, ୧।୫- ଶ୍ରମିକ ବିକାଶର ବାହକ। ପ୍ରଗତିର ପ୍ରମୁଖ ଭାଗୀଦାର। ସେମାନଙ୍କ ସହଯୋଗ ବିନା ଦେଶର ଉନ୍ନତି ସମ୍ଭବ ନୁହେଁ। ହେଲେ ବିଭିନ୍ନ କଳକାରଖାନାରେ…

ଡାଇବେଟିସ୍‌ରୁ ଦୂରେଇ ରଖେ ଏହି ପତ୍ର ରସ…

ପରିବର୍ତ୍ତିତ ଜୀବନଶୈଳୀ ତଥା ଖାଦ୍ୟପେୟରେ ଅନିୟମିତତା ଯୋଗୁ କେତେକଙ୍କଠାରେ ଡାଇବେଟିସ୍‌ ସମସ୍ୟା ଦେଖାଦେଇଥାଏ। ତେବେ କିଛି ଘରୋଇ ଚିକିତ୍ସା ଦ୍ୱାରା ଏଥିରୁ ସହଜରେ ମୁକ୍ତି ମିଳିପାରେ। ପ୍ରତିଦିିନ…

ଫନୀ : କୃଷ୍ଣପ୍ରସାଦବାସୀ ଆତଙ୍କିତ

କୃଷ୍ଣପ୍ରସାଦ,୧।୫(ଡି.ଏନ.ଏ.)-ଫାଇଲିନ, ହୁଡୁହୁଡୁ,ତିତିଲି ବାତ୍ୟା ଭୟ ଲୋକଙ୍କ ମନରୁ ଲିଭି ନ ଥିବା ବେଳେ ସାମୁଦ୍ରିକ ଝଡ ଫନୀ ଆସିବା ନେଇ କୃଷ୍ଣପ୍ରସାଦ ଅଞ୍ଚଳବାସୀ  ଆତଙ୍କିତ ହୋଇପଡିଛନ୍ତି। କେତେକ…

ବିପର୍ଯ୍ୟସ୍ତ ଅବସ୍ଥାରେ ବାତ୍ୟା ଆଶ୍ରୟସ୍ଥଳୀ

ନାଉଗାଁ,୧ା୫(ସ୍ବ.ପ୍ର.): ଉପକୂଳବର୍ତୀ ଜିଲାଗୁଡିକରେ ଆଜି ମଧ୍ୟ ଲୋକେ ବାତ୍ୟା ନାଁ ଶୁଣିଲେ ଭୟଭୀତ ହୋଇପଡ଼ନ୍ତି। ୧୯୯୯ ମହାବାତ୍ୟା ପରେ ଅନ୍ୟ କୌଣସି ବାତ୍ୟାରେ ଯଦିଓ ସେଭଳି ବଡ଼…

ରାଜନୀତିର ପଶାପାଲିରେ ଶ୍ରମଜୀବୀ

ପାରାଦୀପ,୧ା୫(ସ୍ବ.ପ୍ର.): ପ୍ରତିବର୍ଷ ମେ ୧ ବା ଶ୍ରମିକ ଦିବସର ଅବବ୍ୟହିତ ପୂର୍ବରୁ ଶ୍ରମିକ ସମାବେଶ ପାଇଁ ଏକପ୍ରକାର ପ୍ରତିଯୋଗିତା ଚାଲେ। ପାରାଦୀପ ବନ୍ଦର ଭିତ୍ତିକ ଶିଳ୍ପାଞ୍ଚଳରେ ଅନ୍ୟୁନ…

ବାତ୍ୟା ଅପେକ୍ଷା ରାସାୟନିକ ଗ୍ୟାସ୍‌ ଟାଙ୍କି ଭୟ ଅଧିକ

ପାରାଦୀପ,୧ା୫(ସ୍ବ.ପ୍ର.): ଉପକୂଳ ଓଡ଼ିଶାବାସୀଙ୍କ ପାଇଁ ବାତ୍ୟା ସହଜାତ ଓ ଦେହଘଷା ହୋଇଗଲାଣି। ପ୍ରତିବର୍ଷ ପ୍ରାୟତଃ ଛୋଟବଡ଼ ବାତ୍ୟା ଏକାଧିକ ଥର ଆସୁଛି। କିନ୍ତୁ ସେଥିମଧ୍ୟରୁ ୧୯୯୯ ମହାବାତ୍ୟା…

ଆସୁଛି ସାମୁଦ୍ରିକ ଝଡ଼ ‘ଫନୀ’ : ଗୋପାଳପୁର ବନ୍ଦରରେ ୨ନଂ. ବିପଦ ସଙ୍କେତ

ଗୋପାଳପୁର,୧ା୫-ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ଼ ‘ଫନୀ’  ମୁକାବିଲା ନେଇ ତପତ୍ର ହୋଇପଡ଼ିଛି ପ୍ରଶାସନ। ଗୋପାଳପୁର ବନ୍ଦରରେ ୨ ନମ୍ବର ବିପଦସଙ୍କେତ ଦିଆଯାଇଛି। ଯେ କୌଣସି…

ବାତ୍ୟା, ବନ୍ୟା ଆଶ୍ରୟସ୍ଥଳୀ ଅନୁଧ୍ୟାନ କଲା ପ୍ରଶାସନ

ଛତ୍ରପୁର,୧ା୫(ଡି.ଏନ.ଏ)-ସମ୍ଭାବ୍ୟ ବାତ୍ୟା ‘ଫନୀ’ ମୁକାବିଲା ନେଇ ଗଞ୍ଜାମ ଜିଲା ପ୍ରଶାସନର ନିର୍ଦ୍ଦେଶକ୍ରମେ ଛତ୍ରପୁର ବ୍ଲକ ଓ ତହସିଲ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ମଙ୍ଗଳବାର ଛତ୍ରପୁର…

ମଡେଲ ସିଟି ବ୍ରହ୍ମପୁର, ଛତ୍ରପୁରକୁ ମଡେଲ ଟାଉନ୍‌ ଲକ୍ଷ୍ୟ: ଅନୁଧ୍ୟାନ କଲେ ଉଚ୍ଚସ୍ତରୀୟ କମିଟି

ଛତ୍ରପୁର,୧ା୫(ଡି.ଏନ.ଏ)-ବ୍ରହ୍ମପୁର, ଭୁବନେଶ୍ୱର, ରାଉରକେଲାକୁ ମଡେଲ ସିଟି ଏବଂ ଛତ୍ରପୁର, ଢେଙ୍କାନାଳ ଓ ଯାଜପୁରକୁ ମଡେଲ ଟାଉନ୍‌  କରିବା ପାଇଁ ଲକ୍ଷ୍ୟ ରଖି  ସରକାର ପାଇଲଟ୍‌ ପ୍ରକଳ୍ପ ଆରମ୍ଭ…