ପାନିର୍‌ ଲାଗି ବଡା ଗୁଲ୍‌ଗୁଲା, ଠେଲାପେଲା

ବଲାଙ୍ଗୀର ଅଫିସ, ୧ା୫ - ବଲାଙ୍ଗୀର ମ୍ୟୁନିସିପାଲିଟି ଅଧୀନ ୧୭ ନମ୍ବର ୱାର୍ଡ ଅନ୍ତର୍ଗତ ବିଷ୍ଣୁମୁଣ୍ଡା ଓ ଖଲିଆପାଲି ଅଞ୍ଚଳରେ ପାନୀୟ ଜଳସମସ୍ୟା ଏକ ସାଧାରଣ କଥା| …

୨୦୧୮-୧୯ ଘରୋଇ ସେସନ: ୬,୪୭୧ଜଣ ଖେଳିଲେ ୨,୦୦୦ ମ୍ୟାଚ୍‌

ନୂଆଦିଲ୍ଲୀ,୧ା୫ (ପି.ଟି.)- ୨୦୧୮-୧୯ ଭାରତୀୟ ଘରୋଇ କ୍ରିକେଟ ସେସନ ଐତିହାସିକ ଥିଲା। ଏଥିରେ ମୋଟ ୨,୦୦୦ରୁ ଉର୍ଦ୍ଧ୍ୱ ମ୍ୟାଚ୍‌ ଖେଳାଯାଇଥିଲା। ୨୩ ବର୍ଷରୁ କମ୍‌ ମହିଳା ଚ୍ୟାଲେଞ୍ଜର…

ଫକନର ସମଲିଙ୍ଗୀ ନୁହଁନ୍ତି

ମେଲବୋର୍ନ, ୧ା୫ (ପି.ଟି.)-ଅଷ୍ଟ୍ରେଲିଆନ ଅଲରାଉଣ୍ଡର ଜେମ୍ସ ଫକନର ସମଲିଙ୍ଗୀ ନୁହଁନ୍ତି। ମଙ୍ଗଳବାର ଏ ବିଷୟରେ ସେ ସଫେଇ ଦେଇଛନ୍ତି।  ସୋମବାର ଫକ୍‌ନର ତାଙ୍କ ୨୯ତମ ଜନ୍ମ ଦିବସ…

ଅର୍ଜୁନ ପୁରସ୍କାର ପାଇଁ ଦୂତୀ ଚାନ୍ଦଙ୍କ ନାମ ସୁପାରିସ

ନୂଆଦିଲ୍ଲୀ, ୧ା୫ (ପି.ଟି.)-ଆଥ୍‌ଲେଟିକ୍ସ ଫେଡେରେଶନ ଅଫ୍‌ ଇଣ୍ଡିଆ  (ଏଏଫ୍‌ଆଇ) ତରଫରୁ ମଙ୍ଗଳବାର ସମ୍ମାନଜନକ ରାଜୀବ ଗାନ୍ଧୀ ଖେଳରତ୍ନ ପୁରସ୍କାର ପାଇଁ ଷ୍ଟାର ଜାଭେଲିନ ଥ୍ରୋୟର ନୀରଜ ଚୋପ୍ରାଙ୍କ…

ଚିନ୍ନାସ୍ବାମୀରେ ବର୍ଷାର ଖେଳ

ବେଙ୍ଗାଲୁରୁ, ୧ା୫ ଇଣ୍ଡିଆନ ପ୍ରିମିୟର ଲିଗ୍‌ର ମଙ୍ଗଳବାର ଚିନ୍ନାସ୍ବାମୀ ଷ୍ଟାଡିୟମରେ ଅନୁଷ୍ଠିତ ମ୍ୟାଚ ବର୍ଷାଯୋଗୁ ଅଧାରୁ ବାତିଲ ହୋଇଛି। ଫଳରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆରସିବି) ଓ ରାଜସ୍ଥାନ…

ଆର୍‌କମ୍‌ ବିରୋଧରେ ଚାଲିବ ଦେବାଳିଆ ପ୍ରକ୍ରିୟା

ନୂଆଦିଲ୍ଲୀ,୧-୫: ନିଜର ବକେୟା ଫେରସ୍ତ ପାଇଁ ରିଲାଏନ୍ସ କମ୍ୟୁନିକେଶନ୍ସ(ଆର୍‌କମ୍‌) ବିରୋଧରେ ଦୀର୍ଘ ଦିନ ଧରି ମାମଲା ଚଳାଇ ଆସିଥିବା ଏରିକସନକୁ ମଙ୍ଗଳବାର ଜୋରଦାର ଝଟ୍‌କା ଲାଗିଛି। ନ୍ୟାଶନାଲ…

କର୍ମଚାରୀଙ୍କ ମେଡିକ୍ଲେମ ସୁବିଧା ବନ୍ଦ କଲା ଜେଟ୍‌ ଏୟାରଓ୍ବେଜ

ମୁମ୍ବାଇ,୧-୫: ଜେଟ୍‌ ଏୟାରଓ୍ବେଜ କର୍ମଚାରୀ ଏଣିିକି ନିଜେ ନିଜର ମେଡିକ୍ଲେମ ପଲିସି ପାଇଁ ଅର୍ଥ ଖର୍ଚ୍ଚ କରିବେ।  ଅର୍ଥ ଅଭାବରୁ କମ୍ପାନୀ ଏବେ ଆଉ ମେଡିକ୍ଲେମ ସୁବିଧା…

କୋର୍‌ ସେକ୍ଟରରେ ସାମାନ୍ୟ ଅଭିବୃଦ୍ଧି

ନୂଆଦିଲ୍ଲୀ,୧-୫: ଦେଶର ୮ କୋର୍‌ ସେକ୍ଟର ଅଭିବୃଦ୍ଧି ମାର୍ଚ୍ଚରେ ସାମାନ୍ୟ ବଢ଼ି ୪.୭%ରେ ପହଞ୍ଚତ୍ଛି। ଗତବର୍ଷର ଏହି ଅବଧିରେ ଏହା ୪.୫% ଥିଲା। ମଙ୍ଗଳବାର ଜାରି ତଥ୍ୟ…

ପିଏନ୍‌ବି ସହ ମିଶିପାରେ ୟୁବିଆଇ, ବିଓଆଇ

ନୂଆଦିଲ୍ଲୀ,୧-୫: କେନ୍ଦ୍ର ସରକାର ବ୍ୟାଙ୍କିଙ୍ଗ ସେକ୍ଟରରେ ଦ୍ୱିତୀୟ ପର୍ଯ୍ୟାୟ ମିଶ୍ରଣ ପର୍ବ ଆରମ୍ଭ କରିବାକୁ ଯାଉଛନ୍ତି। ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ(ପିଏନ୍‌ବି) ସହ ୟୁନିୟନ ବ୍ୟାଙ୍କ  ଅଫ ଇଣ୍ଡିଆ(ୟୁବିଆଇ)…

ଆଜିଠାରୁ ସଞ୍ଚୟ, ଋଣ ନେଇ ଏସ୍‌ବିଆଇ ନିୟମ ବଦଳିଲା

ନୂଆଦିଲ୍ଲୀ,୧-୫: ଭାରତୀୟ ଷ୍ଟେଟ ବ୍ୟାଙ୍କ(ଏସ୍‌ବିଆଇ) ମେ ପହିଲାରୁ ସଞ୍ଚୟ ଆକାଉଣ୍ଟ ଏବଂ ସ୍ବଳ୍ପମିଆଦି ଋଣ ଲାଗି ନୂଆ ନିୟମ ଲାଗୁ କରିଛି। ବ୍ୟାଙ୍କ ସୁଧ ହାର ଧାର୍ଯ୍ୟ…