ମହମ୍ମଦ୍‌ ବିନ୍‌ ତୋଗଲକଙ୍କ ଭଳି ମୋଦି ଜଣେ ଭୟଙ୍କର ନେତା: ମମତା ବାନାର୍ଜୀ

କୋଲକତା,୨୯।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କରିଛନ୍ତି ଟାର୍ଗେଟ୍‌। ମୋଦି ମହମ୍ମଦ୍‌ ବିନ୍‌ ତୋଗଲକଙ୍କ ଭଳି ମୋଦି ଜଣେ ଭୟଙ୍କର ନେତା। ତୋଗଲକଙ୍କ…

ଭାଇ ବବିଙ୍କ ସହ ଯାଇ ପ୍ରାର୍ଥିପତ୍ର ଦାଖଲ କଲେ ସନ୍ନି

ଅମୃତସର,୨୯।୪: ପଞ୍ଜାବର ଗୁରୁଦାସପୁର ନିର୍ବାଚନ ମଣ୍ଡଳୀ ଲାଗି ସୋମବାର ଅଭିନେତାରୁ ନେତା ହେଇଥିବା ସନ୍ନି ଦେଓଲ ନିଜର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ୬୨ ବର୍ଷୀୟ ସନ୍ନି ପ୍ରାର୍ଥିପତ୍ର…

ପୋଲିସ ପିତାଙ୍କୁ ଅଫିସ ଯିବାକୁ ଛାଡୁ ନ ଥିବା ପୁଅର ଭାବନାତ୍ମକ ଭିଡ଼ିଓ ଶେୟାର କଲେ ଆଇପିଏସ୍‌ ଅଫିସର

ନୂଆଦିଲ୍ଲୀ/ଭୁବନେଶ୍ୱର,୨୯।୪: କର୍ତ୍ତବ୍ୟ ଆଗରେ ସ୍ନେହ ମମତା ତୁଛ। ଏବେ ଏଭଳି ଏକ ଭିଡ଼ିଓ ସୋସିଆଲ ମିଡ଼ିଆରେ ଅପଲୋଡ୍‌ ହୋଇଛି। ଏହାକୁ ଅପଲୋଡ୍‌ କରିଛନ୍ତି ଓଡ଼ିଶାର ସିଆଇଡି କ୍ରାଇମ୍‌…

ପ୍ରଥମ ଥର ଲାଗି ଜାଗୋଡିହରେ ଖୋଲିଛି ମତଦାନ କେନ୍ଦ୍ର

ପାଲାମୁ,୨୯।୪: ଝାଡ଼ଖଣ୍ଡର ପାଲାମୁ ନିର୍ବାଚନ ମଣ୍ଡଳୀରେ ଥିବା ଜାଗୋଡିହ ଅଞ୍ଚଳରେ ପ୍ରଥମ ଥର ଲାଗି ୨୪୯ ବୁଥ୍‌ରେ ମତଦାନ କରାଯାଉଛି। କଡା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଏଠାରେ…

ରଖେ ହରି ମାରେ କିଏ?: ଶ୍ରୀଲଙ୍କା ବିସ୍ଫୋରଣରେ ରକ୍ଷା ପାଇଥିବା ମୂଳ ଭାରତୀୟ ଦମ୍ପତ୍ତି ୨୬/୧୧ ମୁମ୍ବାଇ ଆକ୍ରମଣରେ ମଧ୍ୟ ଥିଲେ ସୁରକ୍ଷିତ

କଲମ୍ବୋ,୨୯।୪: କଥାରେ ଅଛି ରଖେ ହରି ମାରେ କିଏ?। ଏହା ମୂଳ ଭାରତୀୟ ଦମ୍ପତ୍ତି ଅଭିନବ ଚାରି ଏବଂ ତାଙ୍କ ସ୍ତ୍ରୀ ନବରୂପ ଚାରିଙ୍କ ପାଇଁ ସତ୍ୟରେ…

ଓଡ଼ିଶା ଉପକୂଳରେ ସ୍ଥଳଭାଗ ଛୁଇଁବ ‘ଫନୀ’

ନୂଆଦିଲ୍ଲୀ,୨୯।୪: ଆଇଏମ୍‌ଡିର ସୂଚନା ଅନୁଯାୟୀ ଘୂର୍ଣ୍ଣିଝଡ଼ ‘ଫନୀ’ ଅଧିକ ଘନିଭୁତ ହୋଇ ୩୦ ତାରିଖ ସୁଦ୍ଧା ଓଡ଼ିଶା ଉପକୂଳ ଛୁଇଁବ। ମେ ୧ ସୁଦ୍ଧା ଏହା ଉତ୍ତର-ପୂର୍ବ…

ପୋଲିସ ସହାୟତା ଲୋଡିଲେ ୧୩ ବର୍ଷର ବାଳିକା ବଧୂ: ଠିକ୍‌ ସମୟରେ ପହଞ୍ଚିପାରିଲା ନି ପୋଲିସ

ପାଟନା,୨୯।୪: ବିହାର ଭୋଜପୁର ଜିଲାରେ ଘଟିଛି ଏକ ଅଭାବନୀୟ ଘଟଣା। ଏଠାରେ ୧୩ ବର୍ଷର ଜଣେ ବାଳିକା ବଧୂ ବିବାହ ପୂର୍ବରୁ ପୋଲିସ ସହାୟତା ଲୋଡିଥିଲେ। ଏନେଇ…

ଶ୍ରୀଲଙ୍କା ଆକ୍ରମଣରେ ମୃତକଙ୍କ ଭାଇରାଲ ହୋଇଥିବା ଫଟୋ ୧୩ ବର୍ଷର ପୁରୁଣା

କଲମ୍ବୋ,୨୯।୪: ଶ୍ରୀଲଙ୍କାରେ ଏପ୍ରିଲ ୨୧ ଇଷ୍ଟର ଉତ୍ସବ ପାଳିତ ହେଉଥିବା ବେଳେ ସିରିଏଲ ବିସ୍ଫୋରଣ ହୋଇଥିଲା। ଏହି ଆକ୍ରମଣରେ ୨୫୩ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୫ଶହରୁ ଊର୍ଦ୍ଧ୍ୱ…

ଭାରତୀୟ ଶିଶୁ ପାଇଁ ନିୟମ ଭାଙ୍ଗିଲା ୟୁଏଇ

ଆବୁଧାବି,୨୯।୪: ଜଣେ ଭାରତୀୟ ଶିଶୁକୁ ଜନ୍ମ ପ୍ରମାଣ ପତ୍ର ଦେବା ଲାଗି ୟୁନାଇଟେଡ୍‌ ଆରବ ଏମିରେଟ୍ସ(ୟୁଏଇ) ତା’ର ନିୟମ ଭଙ୍ଗ କରିଛି। ଏହି ଆଧାରରେ ୟୁଏଇ ସରକାର…

ସମାଜ କାମରେ ଆସୁ ନ ଥିବା ପାଠପଢ଼ା ନୁହେଁ ପ୍ରକୃତ ଶିକ୍ଷା: ଉପରାଷ୍ଟ୍ରପତି

ଚଣ୍ଡିଗଡ଼,୨୯।୪: ସମାଜ କାମରେ ଆସୁ ନ ଥିବା ପାଠପଢ଼ା ପ୍ରକୃତ ଶିକ୍ଷା ନୁହେଁ ବୋଲି ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ କହିଛନ୍ତି। ପଞ୍ଜାବ ବିଶ୍ୱବିଦ୍ୟାଳୟର ଏକ ଦିକ୍ଷାନ୍ତ ଉତ୍ସବରେ…