ହଂକଂରେ ମୃତଦେହ ପୋତିବାକୁ ଭରିବାକୁ ପଡ଼ୁଛି କୋଟି କୋଟି ଟଙ୍କା

ହଂକଂ,୨୯।୪: ହଂକଂ ସହରରେ ସ୍ଥାନାଭାବ ଚିନ୍ତାର କାରଣ ହୋଇଛି। ଦର ବୃଦ୍ଧି ଯୋଗୁ ଲୋକଙ୍କ ମୃତଦେହକୁ ପୋତିବା ପାଇଁ ଜମି ମିଳୁନାହିଁ। ତେଣୁ ମୃତଦେହକୁ ପୋତିବା ପାଇଁ…

ବ୍ୟାଣ୍ଡ୍‌ ବାଜା ସହିତ ବାଣ ଫୁଟାଇ ମତଦାନ କେନ୍ଦ୍ରରେ ପହଞ୍ଚିଲେ ଗ୍ରାମବାସୀ

ଅଜମେର,୨୯।୪: ଚତୁର୍ଥ ପର୍ଯ୍ୟାୟ ଲୋକ ସଭା ନିର୍ବାଚନରେ ରାଜସ୍ଥାନ ଅଜମେର ଅଞ୍ଚଳରେ ମତଦାନ ପାଇଁ ଭୋଟରଙ୍କ ମଧ୍ୟରେ ଦେଖାଦେଇଛି ପ୍ରବଳ ଉତ୍ସାହ। ସ୍ଥାନୀୟ ବୋରାଜ୍‌ ଗାଁର ବାସିନ୍ଦା…

ଦକ୍ଷିଣ କୋରିଆରେ ପିଲାଙ୍କ ସଂଖ୍ୟା କମ୍‌ ଥିବାରୁ ବରିଷ୍ଠ ନାଗରିକ ଯାଉଛନ୍ତି ସ୍କୁଲ

ସିଓଲ,୨୯।୪: ଦକ୍ଷିଣ କୋରିଆରେ ଏବେ ଜନସଂଖ୍ୟା ଏତେ ପରିମାଣରେ କମିବାରେ ଲାଗିଛି ଯେ ଏଠାରେ ସ୍କୁଲ ଯିବା ପାଇଁ ପିଲାଙ୍କର ଅଭାବ ପରିଲକ୍ଷିତ ହେଉଛି। ତେଣୁ ନିଜ…

ଝିଅବିଦା ପୂର୍ବରୁ ମତଦାନ କଲେ କନ୍ୟା

ଜୟପୁର,୨୯।୪: ନିଜର ସାମ୍ବିଧାନିକ ଅଧିକାର ସାବ୍ୟସ୍ତ ପାଇଁ ରାଜସ୍ଥାନର ଜଣେ କନ୍ୟା ଝିଅବିଦା ପରମ୍ପରା ପାଳନ ପୂର୍ବରୁ ମତଦାନ କେନ୍ଦ୍ରରେ ପହଞ୍ଚି ଭୋଟ ଦେଇଛନ୍ତି। କନ୍ୟା ଗୁଞ୍ଜନ…

ଇଭିଏମ୍‌ ଅଚଳ, ବନ୍ଦ ରହିଛି ମତଦାନ

ତିହିଡ଼ି,୨୯।୪(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ନିର୍ବାଚନ ମଣ୍ତଳୀ ଅଧୀନ ତିହଡ଼ି ବ୍ଲକ କୋହ୍ଲ ପଞ୍ଚାୟତର ମୂଷାଙ୍ଗ ପ୍ରାଥମିକ ସ୍କୁଲ ୨୧୯ନଂ ବୁଥ୍‌ରେ ଇଭିଏମ୍‌ ଅଚଳ ଯୋଗୁ ମତଦାନ…

ଶାନ୍ତିଶୃଙ୍ଖଳାରେ ଚାଲିଛି ମତଦାନ

ଭଦ୍ରକ ଅଫିସ,୨୯।୪ : ଭଦ୍ରକ ପୌରାଞ୍ଚଳରେ ଶାନ୍ତିଶୃଙ୍ଖଳା ସହ ମତଦାନ ଚାଲିଛି।  ଜିଲା ସ୍କୁଲ ପରିସର ମଡେଲ ବୁଥରେ ଭୋଟରମାନେ ଧାଡ଼ିରେ ମତଦାନ କରୁଥିବା ଦେଖିବାକୁ ମିଳିଛି। ଦିବ୍ୟାଙ୍ଗ…

ଇଭିଏମ ଖରାପ : ମତଦାନ ବିଳମ୍ବ

ବନ୍ତ,୨୯।୪(ସ୍ବ.ପ୍ର.) : ଭଦ୍ରକ ଜିଲା ବନ୍ତ ବ୍ଲକ ଆଡ଼ିଆ ପଞ୍ଚାୟତ ୪୭ନଂ ବୁଥ୍‌ରେ ଲୋକସଭା ଇଭିଏମ ଖରାପ ଯୋଗୁଁ ମତଦାନ ହୋଇପାରିନାହିଁ । ଫଳରେ  ଭୋଟରଙ୍କ ମଧ୍ୟରେ…

ଆଜି ବିଶ୍ୱ ନୃତ୍ୟ ଦିବସ: ନୃତ୍ୟର ବିବର୍ତ୍ତନ

ଭୁବନେଶ୍ୱର,୨୯।୪-‘ନୃତ୍ୟ’ ଓ ‘ନାଟକ’ ଭାରତୀୟ ସଂସ୍କୃତିର ଦୁଇ ଅବିଚ୍ଛେଦ୍ୟ ଅଙ୍ଗ। ସମୟ ଯେତେ ବଦଳିଲେ ବି, ମଣିଷ ଯେତେ ଆଧୁନିକ ହେଲେ ବି ମନୋରଞ୍ଜନର ଏହି ଦୁଇ…

ମରୁଭୂମିରେ ୯୫ ହଜାର କୋଟିରେ ନିର୍ମିତ ହେଉଛି ସୋଲାର ପାର୍କ: ୧୩ ଲକ୍ଷ ଘରକୁ କରିବ ଆଲୋକିତ

ଆବୁଧାବି,୨୯।୪: ଦୁବାଇର ମରୁଭୂମିରେ ୟୁଏଇ ପ୍ରଧାନମନ୍ତ୍ରୀ ମହମ୍ମଦ୍‌ ବିନ୍‌ ଶହିଦ୍‌ ଅଲ୍‌ ମକତୁମ୍‌ଙ୍କ ନାମରେ ଏକ ସୋଲାର ପାର୍କ ନିର୍ମାଣ କରାଯାଉଛି। ଏଥିରେ ୯୫ ହଜାର ୨…

ମଧୁସୂଦନଙ୍କୁ ମରଣୋତ୍ତର ଭାରତରତ୍ନ ଦାବି

ଭୁବନେଶ୍ୱର,୨୯।୪(ବ୍ୟୁରୋ)-ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ମରଣୋତ୍ତର ‘ଭାରତରତ୍ନ’ ପ୍ରଦାନ କରିବାକୁ ଦାବି କରିଛନ୍ତି ଓଡ଼ିଶାର ସମସ୍ତ ଓକିଲ ସଂଘ। ମଧୁବାବୁଙ୍କ ୧୭୧ତମ ଜୟନ୍ତୀ ଅବସରରେ ରାଜ୍ୟରେ ଥିବା…