ରାଜନୀତିକୁ ଆସିଲେ ସ୍ତ୍ରୀ ମୋତେ ଛାଡ଼ି ଦେବେ: ରାଜନ

ଚେନ୍ନାଇ,୨୮-୪: ରାଜନୀତିରେ ପ୍ରବେଶ କରିବାର ସମ୍ଭାବନାକୁ ସମ୍ପୂର୍ଣ୍ଣ ଖାରଜ କରିଦେଇଛନ୍ତି ବିଶିଷ୍ଟ ଅର୍ଥନୀତିଜ୍ଞ ତଥା ଆର୍‌ବିଆଇର ପୂର୍ବତନ ଗଭର୍ନର ରଘୁରାମ ରାଜନ। ସେ ଜଣେ ଶିକ୍ଷାବିତ ଭାବେ…

ଚାଇନାରୁ ଭାରତକୁ ଆସିବେ ୨୦୦ ଆମେରିକୀୟ କମ୍ପାନୀ

ନୂଆଦିଲ୍ଲୀ,୨୮-୪: ସାଧାରଣ ନିର୍ବାଚନ ପରେ ଆମେରିକାର ପ୍ରାୟ ୨୦୦ କମ୍ପାନୀ ନିଜର ମାନୁଫାକଚରିଂ ସେଣ୍ଟରକୁ ଭାରତକୁ ସ୍ଥାନାନ୍ତର କରିବାକୁ ପ୍ରସ୍ତୁତ ହୋଇଛନ୍ତି। ଆମେରିକା ଓ ଭାରତର ସମ୍ପର୍କ…

ଆସୁଛି ହାଲ୍‌କା ହଳଦିଆ ରଙ୍ଗର ୨୦ ଟଙ୍କିଆ ନୋଟ୍‌

ମୁମ୍ବାଇ,୨୮-୪: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଖୁବଶୀଘ୍ର ୨୦ ଟଙ୍କିଆ ନୂଆ ନୋଟ୍‌ ବଜାରକୁ ଛାଡ଼ିବାକୁ ଯାଉଛି। ମହାତ୍ମା ଗାନ୍ଧୀ  ସିରିଜର ଏହି ନୂଆ ନୋଟ୍‌ରେ ଗଭର୍ନର ଶକ୍ତିକାନ୍ତ…

ବକେୟା ସ୍ପେକ୍ଟ୍ରମ ଫି ଦେବାରେ ଆର୍‌କମ୍‌ ପୁଣି ବିଫଳ

ନୂଆଦିଲ୍ଲୀ,୨୮-୪: ରିଲାଏନ୍ସ କମ୍ୟୁନିକେଶନ(ଆର୍‌କମ୍‌) ପୁଣି ଥରେ ଟେଲିକମ୍‌ ବିଭାଗ(ଡିଓଟି)କୁ ବକେୟା ୪୯୨ କୋଟି ଟଙ୍କା ଫି ଦେବାରେ ବିଫଳ ହୋଇଛି। ଜଣେ  ଅଧିକାରୀ ଏ ସମ୍ପର୍କରେ ସୂଚନା…

ଦରମା ନ ପାଇ ଜେଟ୍‌ କର୍ମଚାରୀଙ୍କ ଆତ୍ମହତ୍ୟା

ନୂଆଦିଲ୍ଲୀ,୨୮-୪: ଜେଟ୍‌ ଏୟାରଓ୍ବେଜର ଜଣେ ସିନିୟର ଟେକ୍ନିସିଆନ ଦରମା ନ ପାଇବା କାରଣରୁ ଆତ୍ମହତ୍ୟା  କରିଛନ୍ତି। ମହାରାଷ୍ଟ୍ରର ପାଲଘର ଜିଲାର ୪୫ ବର୍ଷୀୟ ଶୈଳେଶ ସିଂହଙ୍କୁ କ୍ୟାନ୍‌ସର…

ଜିଡିପି ୭%ରୁ ଅଧିକ ରହିବ: କ୍ରିଷ୍ଣମୂର୍ତ୍ତି ସୁବ୍ରମଣ୍ୟନ

ନୂଆଦିଲ୍ଲୀ,୨୮-୪: ସାଧାରଣ ନିର୍ବାଚନ ଚାଲୁଥିବାରୁ ଦେଶରେ ଆର୍ଥତ୍କ ଗତିବିଧି ଏବେ ଧିମା ପଡ଼ିଯାଇଛି। ଉଦ୍ୟୋଗ ଜଗତ ନୂଆ ସରକାରକୁ ଅପେକ୍ଷା କରିଥିବା ବେଳେ ଚଳିତ ଆର୍ଥିକ ବର୍ଷ…

ରାଜ୍ୟଗୁଡିକୁ ଚିଠି ଲେଖିଲା ଶିଶୁ ଅଧିକାର ସଂସ୍ଥା: ଜନସନ ଆଣ୍ଡ ଜନସନର ବେବି ଶାମ୍ପୁ ବିକ୍ରି ବନ୍ଦ କର

ନୂଆଦିଲ୍ଲୀ,୨୮-୪: ଶିଶୁ ଉତ୍ପାଦ ତିଆରିରେ ବିଶ୍ୱରେ ପ୍ରସିଦ୍ଧି ଲାଭ କରିଥିବା କମ୍ପାନୀ ଜନସନ ଆଣ୍ଡ ଜନସନର ଭାରତରେ ଅଡୁଆ ବଢ଼ିବାରେ ଲାଗିଛି।  କମ୍ପାନୀ ଦ୍ୱାରା ପ୍ରସ୍ତୁତ ବେବି…

ମାରୁତି କଲ୍ୟାଣ ମଣ୍ଡପରେ ନିଅଁ।

ଫୁଲବାଣୀ ଅଫିସ, ୨୮ା୪-କନ୍ଧମାଳ ଜିଲା ଫୁଲବାଣୀ ବ୍ଲକ ହାଟପଦାରେ ଥିବା ବେଆଇନଭାବେ  ଗଢି ଉଠିଥିବା ମାରୁତି କଲ୍ୟାଣ ମଣ୍ଡପରେ ଶନିବାର ପୂର୍ବାହ୍ନରେ ନିଅଁ।  ଲାଗିଛି ।  ବିଦ୍ୟୁତ୍‌…

ବିବାହ ଶୋଭାଯାତ୍ରାରେ ଗୋଷ୍ଠୀ ସଂଘର୍ଷ

ପାଟପୁର,୨୮ା୪(ଡି.ଏନ.ଏ.)-ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ହିଞ୍ଜିଳି ଥାନା ଅନ୍ତର୍ଗତ ଆଡ଼ପଡ଼ା ଗ୍ରାମରେ ଶୁକ୍ରବାର ରାତିରେ ଏକ ବିବାହ ଶୋଭାଯାତ୍ରାରେ ୨ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଛି। ଏଥିରେ…

ବିନାୟକ ଆଚାର୍ଯ୍ୟ ମହାବିଦ୍ୟାଳୟ,କାମଚଳା ଅଧ୍ୟକ୍ଷାଙ୍କୁ ପୁଣି ଦାୟିତ୍ୱ

ବ୍ରହ୍ମପୁର ଅଫିସ,୨୮ା୪-ପୁଣି ଥରେ ବଦଳିଲେ ବିନାୟକ ଆଚାର୍ଯ୍ୟ ମହାବିଦ୍ୟାଳୟର ଅଧ୍ୟକ୍ଷା। ଭାରପ୍ରାପ୍ତ ଅଧ୍ୟକ୍ଷା ଡ. ଦେବଦତ୍ତା ମିଶ୍ରଙ୍କର କଟକସ୍ଥିତ ଜାତୀୟ କବି ବୀର କିଶୋର (ଜେକେବିକେ) ମହାବିଦ୍ୟାଳୟକୁ…