କ୍ରିଷ୍ଟାଲ୍‌ ଲୋଟସ୍‌ ରଖି ବି ଘରର ପରିସ୍ଥିତିକୁ ବଦଳାଇପାରିବେ: ଜାଣନ୍ତୁ କିପରି

ହିନ୍ଦୁ ଧର୍ମରେ ପଦ୍ମ ଫୁଲର ବିଶେଷ ମହତ୍ତ୍ୱ ରହିଛି। ଏହାକୁ ଦିବ୍ୟ ପୂର୍ଣ୍ଣତାର ପ୍ରତୀକ ବୋଲି କୁହାଯାଇଥାଏ। ମାତା ଲକ୍ଷ୍ମୀଙ୍କର ମଧ୍ୟ ଏହି ଫୁଲ ଖୁବ୍‌ ପସନ୍ଦ।…

ଗଛରେ ପିଟିଲା ସ୍କର୍ପିଓ, ଚାଲିଗଲା ୩ ଜୀବନ

କୁଆଁରମୁଣ୍ଡା,୨୬ା୪(ମହେନ୍ଦ୍ର କୁମାର ସାହୁ): ଝାଡ଼ଖଣ୍ଡ ରାଜ୍ୟ ଚତରାରେ ଶନିବାର ଏକ ସ୍କର୍ପିଓ ରାସ୍ତା ପାଶର୍‌ବରେ ଥିବା ଗଛରେ ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ସୁନ୍ଦରଗଡ଼ ଜିଲା…

ଓଡ଼ିଶା: ଆଜିର ଫଟୋ ( ୨୬ ଏପ୍ରିଲ, ୨୦୨୫ )

  ବ୍ରହ୍ମପୁରରେ ମା ବୁଢୀ ଠାକୁରାଣୀଙ୍କ ଯାତ୍ରାର ୨୪ ତମ ଦିବସ       କଳିଙ୍ଗ ସୁପର କପ୍ ୨୦୨୫: କ୍ୱାର୍ଟର ଫାଇନାଲରେ ମୋହନ ବାଗାନ…

କାଳବୈଶାଖୀ ତାଣ୍ଡବ: ଉପୁଡ଼ିଲା ଗଛ, ଅନ୍ଧାରରେ ଗାଁ

ନନ୍ଦପୁର,୨୫।୪(ତୁଷାରକାନ୍ତ ମହାନ୍ତି): ନବରଙ୍ଗପୁର ଜିଲା ନନ୍ଦପୁରରେ ଶନିବାର କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ବର୍ଷା ପବନ ହୋଇ ଏକାଧିକ ଗଛ ଉପୁଡ଼ି ରାସ୍ତା ଅବରୋଧ ହୋଇଛି।…

ମିଳିଲାନି ମୃତ ଯୁବକଙ୍କ ପରିଚୟ, ଶବ ସତ୍କାର କଲେ ସ୍ବେଚ୍ଛାସେବୀ

ବରଗଡ଼,୨୬।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାରର ସ୍ବେଚ୍ଛାସେବୀମାନେ ଶନିବାର ଜଣେ ଅଚିହ୍ନା ଯୁବକଙ୍କ ମୃତଦେହକୁ ସତ୍କାର କରିଛନ୍ତି । ଗତ ୨୧ତାରିଖ ବରଗଡ଼ କେନଲରୁ…

ନାବାଳିକାଙ୍କୁ ବଳାତ୍କାର: ଫେରାର ଅଭିଯୁକ୍ତ ଗିରଫ

ଜୟପୁର,୨୬ା୪(ପବନ ପାଣିଗ୍ରାହୀ)- ନାବାଳିକା ବଳାତ୍କାର ମାମଲାର ଫେରାର ଅଭିଯୁକ୍ତଙ୍କୁ ଶନିବାର ଜୟପୁର ମହିଳା ପୋଲିସ ଗିରଫ କରିଛି। ଅଭିଯୁକ୍ତ ହେଲେ ଘେନୁ ହନ୍ତାଳ। ମିଳିଥିବା ସୂଚନା ମୁତାବକ,…

ମୌଳିକ ସେବା ଅପହଞ୍ଚ: ଚଟାଣରେ ଚିକିତ୍ସା, ହାତରେ ସାଲାଇନ

ବରଗଡ଼,୨୬।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ରହିଥିବା ସହରାଞ୍ଚଳ ଗୋଷ୍ଠି ସ୍ବାସ୍ଥ୍ୟକେନ୍ଦ୍ରରେ ରୋଗୀଙ୍କୁ ସର୍ବନିମ୍ନ ମୌଳିକା ସୁବିଧା ସୁଯୋଗ ଅପହଞ୍ଚ ହୋଇପଡ଼ିଛି। ଏଠାରେ ଡାକ୍ତର ଅଭାବ ନିତିଦିନିଆ ଘଟଣା…

ମନ୍ଦାକିନୀଙ୍କ ଉପରେ ପୁଣି ଭରଷା କଲା କଂଗ୍ରେସ

ଭବାନୀପାଟଣା,୨୬ା୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରର ସାମାଜିକ କର୍ମୀ ମନ୍ଦାକିନୀ ବାଣୁଆ ପୁଣି ଥରେ ରାଜ୍ୟ ଯୁବ କଂଗ୍ରେସ ସାଧାରଣ ସମ୍ପାଦିକା ଭାବେ ମନୋନୀତ…

ରାସ୍ତା ଉପରେ ଟଳି ପଡିଲେ ବୃଦ୍ଧ, ଅଂଶୁଘାତ ଅଭିଯୋଗ

ଦିଗପହଣ୍ଡି,୨୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଜଗନ୍ନାଥପୁର ବସଷ୍ଟାଣ୍ଡ ଛକ ରାସ୍ତା ଉପରେ ଜଣେ ବୃଦ୍ଧ ଶନିବାର ଅପରାହ୍ନ ପ୍ରାୟ ୨ ଟାରେ ମୃତ୍ୟୁବରଣ…

ବାହାଘର ଭୋଜିରେ ଅଘଟଣ: ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଜଣଙ୍କ ଜୀବନ, ଜଣେ ଗୁରୁତର

ଫୁଲବାଣୀ,୨୬।୪(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଟିକାବାଲି ଥାନା ଅଧୀନ କଇଁଝର ପଞ୍ଚାୟତ କୁଟିଗଡ଼ ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ଅନ୍ୟ ଜଣେ…