‘ଓଡ଼ିଆଙ୍କ ବୌଦ୍ଧିକ କ୍ଷମତାକୁ ହେୟଜ୍ଞାନ କରୁଛନ୍ତି ମୁଖ୍ୟମନ୍ତ୍ରୀ’

ଭୁବନେଶ୍ୱର, ୨୭।୪(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରାୟ ୩୦ରୁ ଅଧିକ ଦିନ ହେଲା ନିର୍ବାଚନ ପ୍ରଚାର ଆରମ୍ଭ କରିଥିବା ବେଳେ ପ୍ରଚାର ଶେଷ ହେବାକୁ ବସିଲାଣି। ମାତ୍ର…

ବ୍ରହ୍ମଗିରି ନିର୍ବାଚନମଣ୍ଡଳୀ:ମିଳୁନି କଣ୍ଟ୍ରୋଲ ୟୁନିଟ୍‌, ୬୨ ନଂ. ବୁଥ୍‌ରେ ହୋଇପାରେ ସାନି ନିର୍ବାଚନ

ପୁରୀ ଅଫିସ/ବ୍ରହ୍ମଗିରି,(ଡି.ଏନ.ଏ.)୨୭ା୪: ବ୍ରହ୍ମଗିରି ନିର୍ବାଚନମଣ୍ଡଳୀର ଏକ ବୁଥ୍‌ରେ ମତଦାନ ଶେଷହେବା ପରେ ଏକ ତ୍ରୁଟି ଦେଖାଦେଇଛି। ସମ୍ପୃକ୍ତ ବୁଥ୍‌ର କଣ୍ଟ୍ରୋଲ ୟୁନିଟ୍‌ ମିଳୁ ନ ଥିବାରୁ ଜିଲା…

ଚିରଞ୍ଜୀବଙ୍କ ପାଇଁ ପ୍ରଚାରରେ ଗୁଲାମ ନବୀ ଆଜାଦ

ନାଉଗାଁ,୨୭ା୪(ସ୍ବ.ପ୍ର.): ନିର୍ବାଚନ ଯେତିକି ପାଖେଇ ଆସୁଛି ପ୍ରାର୍ଥୀମାନଙ୍କ ପ୍ରଚାର ସେତେ ଜୋର୍‌ଦାର ହେବାରେ ଲାଗିଛି। ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ପ୍ରାର୍ଥୀମାନେ ରାଜ୍ୟ ଓ ଜାତୀୟସ୍ତରର ହେଭିଓ୍ବେଟ୍‌…

ଭାଜପା କ୍ଷମତାକୁ ଆସିଲେ ଖଣି, ଚିଟ୍‌ଫଣ୍ଡ ଚୋର ଜେଲ୍‌ ଯିବେ :ଧର୍ମେନ୍ଦ୍ର ପ୍ରଧାନ

ଭଦ୍ରକ ଅଫିସ/ପଦ୍ମପୁର/ତିହିଡି,୨୭।୪ (ଡି.ଏନ.ଏ.):ଶୁକ୍ରବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଭଦ୍ରକ ଜିଲା ଗସ୍ତରେ ଆସି ଦଳୀୟ ବିଧାୟକ ପ୍ରାର୍ଥୀ ମନମୋହନ ସାମଲ, ମାଧବାନନ୍ଦ ମଲ୍ଲିକ, ବିଷ୍ଣୁ ସେଠୀ ଓ…

ଭାଜପା ପ୍ରାର୍ଥୀଙ୍କୁ ମାଡ଼ ମାରି ଅଟକ

କାକଟପୁର, ୨୭।୪(ଡି.ଏନ୍‌.ଏ.): କାକଟପୁରର ଭାଜପା ବିଧାୟକ ପ୍ରାର୍ଥୀ ରବି ମଲ୍ଲିକଙ୍କୁ ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଶ୍ରୀରାମପୁର ଗ୍ରାମରେ କେତେଜଣ ଲୋକ ଗୁରୁବାର ବିଳମ୍ବିତ ରାତିରେ ମାଡ଼ ମାରିବା ସହ…

୪୦ ବୁଥ୍‌ରେ ସମସ୍ତ କର୍ମଚାରୀ ମହିଳା

ମୁମ୍ବାଇ,୨୭ା୪(ପି.ଟି.): ମୁମ୍ବାଇ ଲୋକ ସଭା ନିର୍ବାଚନ ମଣ୍ଡଳୀର ୪୦ଟି ବୁଥ୍‌ରେ କେବଳ ମହିଳା କର୍ମଚାରୀଙ୍କୁ ନିୟୋଜିତ କରାଯାଇଛି। ମହିଳା ସଶକ୍ତୀକରଣ ସମ୍ପର୍କରେ ସଚେତନତା ସୃଷ୍ଟିକରିବା ପାଇଁ ପ୍ରଥମ…

ଗଁ। ସ୍କୁଲରୁ ଦୁଇଥର ଟିସି ନେଲେ:ଆଦର୍ଶ ବିଦ୍ୟାଳୟରେ ନଁ। ଲେଖାବାରୁ ବଁଚିତ୍‌ ଛାତ୍ର ଦିବ୍ୟରଞ୍ଜନ

ଲୋଇସିଂହା,୨୭।୪(ଡି.ଏନ.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବାଦିବାହାଲ ଗଁାର ଛାତ୍ର ଦିବ୍ୟରଞ୍ଜନ ନାଗକଁର ଭବିଷତ ସଂଗେ ଆଦର୍ଶ ବିଦ୍ୟାଳୟ କତୁରପକ୍ଷ ଖେଲ୍‌ ଖେଲୁଥିବାର ଅଭିଯୋଗ ହେଇଛେ। ତାହାକୁ…

ଜେଲ୍‌ ଗଲେ ଅପୂର୍ବା

ନୂଆଦିଲ୍ଲୀ,୨୭ା୪(ପି.ଟି.): ରୋହିତ ଶେଖର ତିଓ୍ବାରୀ ହତ୍ୟା ମାମଲାରେ ଗିରଫ ସ୍ତ୍ରୀ ଅପୂର୍ବା ଶୁକ୍ଳାଙ୍କୁ ଦିଲ୍ଲୀର ଏକ ଅଦାଲତ ଶୁକ୍ରବାର ୧୪ ଦିନ ପାଇଁ ବିଚାର ବିଭାଗୀୟ ହାଜତକୁ…

ଗରିବ୍‌ ଦୁଖିକର ଲାଗି ଦୁରଲଭ ହେଲାନ ପଖାଲ

ଜାମଟିକ୍ରା, ୨୭।୪ (ଡି.ଏନ୍‌.ଏ.): ଓଡ଼ିଶାରେ ଗଁାଗଁଲିନୁ ଆରମ୍‌ କରି ସହର ତକ୍‌ ସମକର ପସନ୍‌ ପଖାଲ। ଖରାଦିନ୍‌ ଆରମ୍‌ ହେଲେ ସମ୍‌କର ମନ୍‌ ପଖାଲ ଖାଏବାକେ ଘିଚି…

ପିଇଲା ପାଏନ୍‌ ଲାଗି ହଟହଟା ବିନିକା ସହରବାସୀ

ବିନିକା,୨୭ା୪(ଡି.ଏନ୍‌.ଏ): ଏହେଦ୍‌କା ସାରା ରାଏଜେ ଖରାର ତେଜ୍‌ ବଢ଼ତେଲ ଯାଉଛେ। ବଡ଼ଭାଗି ସହରମାନକର ତାପମାନ ୪୦ ଡିଗ୍ରୀ ଉପରେ ରହୁଛେ। ଏନ୍‌ତାଥି ବିନିକା ସହରର ତାପ୍‌ମାନ ବି…