ଭେଲୋସିଟି ଦଳରେ ଓଡ଼ିଶାର ସୁଶ୍ରୀ ଦିବ୍ୟଦର୍ଶିନୀ

ନୂଆଦିଲ୍ଲୀ, ୨୬ା୪ (ପି.ଟି.)- ଆସନ୍ତା ମେ ୬ରୁ ୧୧ ପର୍ଯ୍ୟନ୍ତ  ଜୟୁପରସ୍ଥିତ ସଓ୍ବାଇ ମାନସିଂ ଷ୍ଟାଡିୟମରେ ମହିଳା ଟି୨୦ ଚ୍ୟାଲେଞ୍ଜ ସିରିଜ ଖେଳାଯିବ। ଏଥିରେ ଭାଗନେବାକୁ ଥିବା…

ରାଜସ୍ଥାନ ୩ ଉଇକେଟରେ ବିଜୟୀ

କୋଲକାତା,୨୬।୪(ପି.ଟି.)- ଷ୍ଟିଭେନ୍‌ ସ୍ମିଥ୍‌ଙ୍କ ନେତୃତ୍ୱାଧୀନ ରାଜସ୍ଥାନ ରୟାଲ୍ସ ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୪୩ତମ ମ୍ୟାଚ୍‌ରେ ଘରୋଇ କୋଲକାତା ନାଇଟ ରାଇଡର୍ସକୁ ୪ଟି ବଲ ବାକିଥାଇ…

ଭି-ଗାର୍ଡର ଆଣିଲା ନୂଆ ରାଇସ୍‌ କୁକର

ନୂଆଦିଲ୍ଲୀ,୨୬-୪: ଭିଗାର୍ଡ ପକ୍ଷରୁ ନୂଆ ରାଇସ୍‌ କୁକର ବଜାର ପ୍ରବେଶ  କରାଯାଇଛି। କମ୍ପାନୀ ଏହାର ୩ଟି ମଡେଲ ଆଣିଛି। ଏଗୁଡିକ ୧ଲିଟର, ୨.୨ ଲିଟର ଏବଂ ୨.୮…

ଭିଡିଓ ଲିଙ୍କ ଜରିଆରେ ହାଜର ହେବେ ନୀରବ ମୋଦି

ଲଣ୍ଡନ,୨୫-୪: ପଳାତକ ହୀରା ବ୍ୟବସାୟୀ ନୀରବ ମୋଦି ଭିଡିଓ ଲିଙ୍କ ଜରିଆରେ ଜେଲ୍‌ରୁ ପ୍ରତ୍ୟର୍ପଣ ମାମଲାରେ ହାଜର ହେବେ। ଶୁକ୍ରବାର ଓ୍ବେଷ୍ଟମିନିଷ୍ଟର କୋର୍ଟରେ ଏହି ମାମଲାର ଶୁଣାଣି…

ମାରୁତି ଆସନ୍ତାବର୍ଷ ଏପ୍ରିଲରୁ ବିକିବନି ଡିଜେଲ କାର୍‌

ନୂଆଦିଲ୍ଲୀ,୨୫-୪: ଦେଶର ସର୍ବବୃହତ କାର୍‌ ନିର୍ମାତା କମ୍ପାନୀ ମାରୁତି ସୁଜୁକି ଆସନ୍ତାବର୍ଷ ଏପ୍ରିଲ ପହିଲାରୁ ଡିଜେଲ ଇଞ୍ଜିନ କାର୍‌ ଉତ୍ପାଦନ ବନ୍ଦ କରିଦେବ। ବର୍ତ୍ତମାନ କମ୍ପାନୀ ୨୩%…

ଆଲ୍ଲାହାବାଦ ବ୍ୟାଙ୍କ ପକ୍ଷରୁ ପ୍ରତିଷ୍ଠା ଦିବସ

ଭୁବନେଶ୍ୱର,୨୬-୪: ଆଲ୍ଲାହାବାଦ ବ୍ୟାଙ୍କ ପକ୍ଷରୁ ଏହାର କଲିକତାସ୍ଥିତ ମୁଖ୍ୟ କାର୍ଯ୍ୟାଳୟରେ ୧୫୫ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ବ୍ୟାଙ୍କର ଏମ୍‌ଡି ତଥା ସିଇଓ ସିଏଚ୍‌ ଏସ୍‌.ଏସ୍‌. ମଲ୍ଲିକାର୍ଜୁନ…

ଚିପ୍ସରେ ବ୍ୟବହୃତ ଆଳୁ କିସମ ଚାଷ ;ଚାଷୀଙ୍କୁ ଅଦାଲତକୁ ଟାଣିଲା ପେପ୍ସିକୋ

ନୂଆଦିଲ୍ଲୀ,୨୬-୪: ଆଳୁ ଚାଷ କରି ଏବେ ଗୁଜରାଟର ୯ ଜଣ ଚାଷୀ ଅଡୁଆରେ ପଡିଯାଇଛନ୍ତି। ସେମାନଙ୍କୁ ଏବେ ଅଦାଲତଙ୍କ ଚକ୍କର କାଟିବାକୁ ପଡୁଛି। ସେମାନେ ସ୍ବତନ୍ତ୍ର କିସମର…

ଅର୍ଥ ଅଭାବ ଲାଗି ଛିଡା ହେଲା ଏୟାର ଇଣ୍ଡିଆର ୧୯ ବିମାନ

ନୂଆଦିଲ୍ଲୀ,୨୬-୪: ଜେଟ୍‌ ଏୟାରଓ୍ବେଜ ଭଳି ଏୟାର ଇଣ୍ଡିଆରେ ଆର୍ଥିକ ସଙ୍କଟ ଦେଖାଦେଇଛି। ଅର୍ଥର ଅଭାବ କାରଣରୁ କମ୍ପାନୀର ୧୯ ବିମାନ ଏବେ ବିମାନ ବନ୍ଦରରେ ଛିଡା ହୋଇଛି।…

୪୦% ବଢ଼ିବ ଇଣ୍ଟରନେଟ ୟୁଜରଙ୍କ ସଂଖ୍ୟା

ନୂଆଦିଲ୍ଲୀ,୨୬-୪: ଦେଶରେ କ୍ରମାଗତ ଡାଟା ଶସ୍ତା ହେଉଥିବାରୁ ୨୦୨୩ ସୁଦ୍ଧା ଇଣ୍ଟରନେଟ ୟୁଜରଙ୍କ ସଂଖ୍ୟା ପ୍ରାୟ ୪୦କ୍ଷ ବୃଦ୍ଧି ପାଇବ। ସେହିପରି ଏହି ଅବଧି ମଧ୍ୟରେ ସ୍ମାର୍ଟଫୋନଧାରୀଙ୍କ…

ଆଲେନ୍‌ ପକ୍ଷରୁ ଓରିଏଣ୍ଟେସନ କାର୍ଯ୍ୟକ୍ରମ

ଭୁବନେଶ୍ୱର,୨୬-୪: ପ୍ରମୁଖ କୋଚିଂ ପ୍ରତିଷ୍ଠାନ ଆଲେନ୍‌ କ୍ୟାରିୟର ଇନ୍‌ଷ୍ଟିଚ୍ୟୁଟ ପକ୍ଷରୁ ନୂତନ ଶିକ୍ଷା ଅଧିବେଶନ ପାଇଁ ସ୍ଥାନୀୟ ରେଳ ଅଡିଟୋରିୟମଠାରେ ଏକ ଓରିଏଣ୍ଟେଶନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।…