ବିଆଇଏସ୍‌ ଅଧୀନକୁ ଆସିବ ହେଲମେଟ ସୁରକ୍ଷାମାନ

ନୂଆଦିଲ୍ଲୀ,୨୩-୪: ଦୁଇଚକିଆ ଗାଡ଼ିଚାଳକମାନେ ବ୍ୟବହାର କରୁଥିବା ହେଲମେଟର ସୁରକ୍ଷା ମାନକୁ ବ୍ୟୁରୋ ଅଫ୍‌ ଇଣ୍ଡିଆନ ଷ୍ଟାଣ୍ଡାର୍ଡ(ବିଆଇଏସ୍‌) ଅଧୀନକୁ ଅଣାଯିବ। ଏଥିପାଇଁ ଏକ ନୂଆ ନିୟମ ଲାଗୁ ହେବ।…

ସୁପ୍ରିମକୋର୍ଟରେ ଟିକଟକ୍‌ ମାମଲାର ଶୁଣାଣି;ମାଡ୍ରାସ ହାଇକୋର୍ଟକୁ ୨୪ ସୁଦ୍ଧା ସମୟ, ନଚେତ ବ୍ୟାନ ହଟିବ

ନୂଆଦିଲ୍ଲୀ,୨୩-୪: ଭାରତ ସମେତ ବିଶ୍ୱର ବହୁ ଦେଶରେ ଅତ୍ୟନ୍ତ ଲୋକପ୍ରିୟ ସର୍ଟ ଭିଡ଼ିଓ ଆପ୍‌ ଟିକ୍‌ଟକ ଉପରେ ଲାଗିଥିବା ବ୍ୟାନ୍‌ ହଟିଯିବା ସମ୍ଭାବନା ରହିିଛି। ସୋମବାର ଏ…

ନୀରବ,ଚୋକ୍‌ସୀଙ୍କ ପଳାୟନର ପ୍ରଭାବ;ରୁପା ଗହଣା ରପ୍ତାନି କମିଛି ୭୫%

ନୂଆଦିଲ୍ଲୀ,୨୩-୪: ହୀରା ବ୍ୟବସାୟୀ ନୀରବ ମୋଦି ଓ ମେହୁଲ ଚୋକ୍‌ସୀଙ୍କ ବିଦେଶ ପଳାୟନ ପରେ ଭାରତୀୟ ରୁପା ଗହଣା ବଜାର ବେଶ୍‌ ପ୍ରଭାବିତ ହୋଇଛି। ଦେଶର ରୁପା…

ସଜହ ହେବ ବ୍ୟବସାୟ;ଇଜ୍‌ ଅଫ୍‌ ଡୁଇଂ ବିଜନେସ ର଼୍ୟାଙ୍କିଙ୍ଗରେ ଟପ୍‌ ୫୦ରେ ସ୍ଥାନ ପାଇବା ଲକ୍ଷ୍ୟ

ନୂଆଦିଲ୍ଲୀ,୨୩-୪: ବ୍ୟବସାୟୀ ସୁଗମତା କ୍ଷେତ୍ରରେ ଭାରତ ଆଉ କିଛି ଦିନ ଭିତରେ ଇତିହାସ ରଚିବାକୁ ଯାଉଛି। କେନ୍ଦ୍ର ସରକାର ଦେଶରେ ବ୍ୟବସାୟ ସୁଗମତାକୁ ଆହୁରି ସହଜ କରିବା…

ପୁଣି ଜାତୀୟ ରେକର୍ଡ ଭାଙ୍ଗିଲେ ଦୂତୀ

ଭୁବନେଶ୍ୱର, ୨୩।୪(କ୍ରୀଡ଼ା ପ୍ରତିନିଧି)- ଭାରତୀୟ ସ୍ପ୍ରିଣ୍ଟ କୁଇନ୍‌ ଓଡ଼ିଶାର ଦୂତୀ ଚାନ୍ଦ ଦୋହାଠାରେ ଚାଲିଥିବା ୨୩ତମ ଏସିଆନ ଆଥଲେଟିକ୍ସ ଚାମ୍ପିୟନଶିପ୍‌ରେ କ୍ରମାଗତ ଦ୍ୱିତୀୟଥର ଜାତୀୟ ରେକର୍ଡ ଭାଙ୍ଗିଛନ୍ତି।…

ପୂର୍ଣ୍ଣିମାଙ୍କ ଅଭିଯାନ ଆରମ୍ଭ

ଭୁବନେଶ୍ୱର, ୨୩।୪(କ୍ରୀଡ଼ା ପ୍ରତିନିଧି)- କାତାରର ଦୋହାଠାରେ ଚାଲିଥିବା ଏସିଆନ ଆଥଲେଟିକ୍ସ ଚାମ୍ପିୟନଶିପ୍‌ରେ ଓଡ଼ିଶାର ପୂର୍ଣ୍ଣିମା ହେମ୍ବ୍ରମଙ୍କ ହେପ୍‌ଟାଥଲନ ଇଭେଣ୍ଟ ଆରମ୍ଭ ହୋଇଛି। ସୋମବାର ଦ୍ୱିତୀୟ ଦିବସରେ ପ୍ରଥମେ…

କଳିଙ୍ଗ ଫୁଟବଲ ଏକାଡେମୀ ବିଜୟୀ

ଭୁବନେଶ୍ୱର, ୨୩।୪(କ୍ରୀଡ଼ା ପ୍ରତିନିଧି)- ଯାଜପୁର କଳିଙ୍ଗ ନଗରସ୍ଥିତ କଳିଙ୍ଗ ଫୁଟବଲ ଏକାଡେମୀ (କେଏଫଏ) ପ୍ରଥମଥରପାଇଁ ୧୫ ବର୍ଷରୁ କମ୍‌ ହିରୋ ଆଇ-ଲିଗ୍‌ ଫୁଟବଲ ଟୁର୍ନାମେଣ୍ଟରେ ଅଂଶଗ୍ରହଣ କରିଛି।…

ଫଗ୍‌ନିନିଙ୍କୁ କ୍ୟାରିୟରର ଶ୍ରେଷ୍ଠ ର଼୍ୟାଙ୍କିଙ୍ଗ

ପ୍ୟାରିସ, ୨୩ା୪ (ଏଏଫ୍‌ପି)-ସୋମବାର ଏଟିପି ର଼୍ୟାଙ୍କିଙ୍ଗ ତାଲିକା ପ୍ରକାଶ ପାଇଛି। ଏଥିରେ ଇଟାଲୀର ୩୧ ବର୍ଷୀୟା ଫାବିଓ ଫଗ୍‌ନିନି ତାଙ୍କ କ୍ୟାରିୟର ଶ୍ରେଷ୍ଠ ୧୨ଶ ସ୍ଥାନ ଅଧିକାର…

ସଫଳ ବ୍ୟାଡ଼ମିଣ୍ଟନ ଖେଳାଳି ସମ୍ମାନିତ

ବାଲେଶ୍ୱର ଅଫିସ, ୨୩।୪-ବାଲେଶ୍ୱର ବ୍ୟାଡ୍‌ମିଣ୍ଟନ କ୍ଲବ ଆନୁକୂଲ୍ୟରେ ରାଜ୍ୟ ଓ ରାଜ୍ୟ ବାହାରେ ଆୟୋଜିତ ହେଉଥିବା ପ୍ରତିଯୋଗିତାରେ ଅଂଶଗ୍ରହଣ କରି ସଫଳତା ହାସଲ କରିଥିବା ବାଲେଶ୍ୱର ବ୍ୟାଡ୍‌ମିଣ୍ଟନ…

ଫିଲିପାଇନ୍ସ ଭୂକମ୍ପ: ମୃତ୍ୟୁ ସଂଖ୍ୟା ୯କୁ ବୃଦ୍ଧି

ମାନିଲା,୨୩।୪: ଫିଲିପାଇନ୍ସର ଲୁଜନ ଦ୍ୱୀପରେ ସୋମବାର ୬.୧ ତୀବ୍ରତାର ଏକ ଭୂକମ୍ପ ଅନୁଭୂତ ହୋଇଥିଲା। ଏଥିରେ ଏବେ ମୃତ୍ୟୁ ସଂଖ୍ୟା ବଢି ୯ରେ ପହଞ୍ଚିଛି। ଫିଲିପାଇନ ଇନଷ୍ଟିଚ୍ୟୁଟ…