ବିଦ୍ୟୁତ୍‌ ସଂଯୋଗ ବିଚ୍ଛିନ୍ନ, ପାଣି ପାଇଁ ଲୋକେ ହିନସ୍ତା: ହାଣ୍ଡି, ବାଲ୍‌ଟି ରଖି ରାସ୍ତା ଅବରୋଧ

ବଡବିଲ, ୨୩ା୪(ସ୍ବ.ପ୍ର.)-କେନ୍ଦୁଝର ଜିଲା ବଡବିଲ ପୌରାଞ୍ଚଳ ପିଏଚ୍‌ଡି ରୋଡସ୍ଥିତ ଗୋପବନ୍ଧୁ ସ୍କୁଲ ନିକଟବର୍ତ୍ତୀ ଅଞ୍ଚଳରେ ପାନୀୟଜଳ ଅଭାବ ଦେଖାଦେଇଛି। ବିଦ୍ୟୁତ୍‌ ସଂଯୋଗ ବିଚ୍ଛିନ୍ନ ଯୋଗୁ ଏହି ଅଞ୍ଚଳକୁ…

ମିଳୁନି ପ୍ରୋତ୍ସାହନ ଓ ସହାୟତା ସଙ୍କଟରେ କୌଳିକ ବୃତ୍ତି

କେନ୍ଦୁଝର, ୨୩ା ୪ (ସ୍ବ.ପ୍ର.)-ଖରା ଦିନ ଆସିଲେ ଟିକେ ଥଣ୍ଡା ପାଣି ପାଇଁ ଖୋଜା ପଡ଼େ ହାଣ୍ଡି, ମାଠିଆ, କଳସୀ। ସେତେବେଳେ କୁମ୍ଭକାରଙ୍କ କଥା ସମସ୍ତଙ୍କର ମନେ ପଡ଼େ। ଆଧୁନିକ…

ପ୍ରଚାର ବେଳେ ଉତ୍ତେଜନା

ଚାନ୍ଦବାଲି, ୨୩।୪ (ଡି.ଏନ.ଏ.)- ଭଦ୍ରକ ଜିଲା ଚାନ୍ଦବାଲି ନିର୍ବାଚନ ମଣ୍ଡଳୀ ଅଧୀନ ଯଶୀପୁର ପଞ୍ଚାୟତର ବିଭିନ୍ନ ଗ୍ରାମରେ ସୋମବାର ବିଜେଡି ପକ୍ଷରୁ ନିର୍ବାଚନ ପ୍ରଚାର ହୋଇଥିଲା। ବିଜେଡି…

ପୋଷ୍ଟର ଲଗାଇବାକୁ ବିରୋଧ କରିବାରୁ ଆକ୍ରମଣ

ଭଦ୍ରକ ଅଫିସ, ୨୩।୪ - ଭଦ୍ରକ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗେଲପୁର ଗ୍ରାମରେ ରବିବାର ନିର୍ଦ୍ଦିଷ୍ଟ ଏକ ଦଳର ପୋଷ୍ଟର ଲଗାଇବାକୁ ବିରୋଧ କରିବାରୁ ଏକ ପରିବାର…

ରୋଡ୍‌ଶୋ ବେଳେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ

ଭଦ୍ରକ ଅଫିସ, ୨୩।୪ - ଭଦ୍ରକ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଜଳଙ୍ଗା ଗ୍ରାମରେ ସୋମବାର ପୂର୍ବାହ୍ନରେ ପ୍ରଦୀପ ଦୀକ୍ଷିତ(୨୭) ନାମକ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଛି।…

ଦଳୀୟ ପତାକା ପୋଡ଼ି, ଭଙ୍ଗାରୁଜା

ଚାନ୍ଦବାଲି, ୨୩।୪ (ଡି.ଏନ.ଏ.) - ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଘଣ୍ଟେଶ୍ୱର ଅଞ୍ଚଳରେ ରାଜନୈତିକ ବିବାଦକୁ ନେଇ ବିଜେଡି ଓ ଭାଜପା ସମର୍ଥକମାନେ ମୁହଁାମୁହିଁ ହେବା ସହ…

ପ୍ରତି ମାସରେ ୨୬ ପ୍ରତିଶତ ହ୍ରାସ ପାଉଛି ନିଯୁକ୍ତି ସୁଯୋଗ

ନୂଆଦିଲ୍ଲୀ,୨୩।୪: ସମ୍ପ୍ରତି ଦେଶରେ ନିଯୁକ୍ତି ସୁଯୋଗ କ୍ଷେତ୍ରରେ ଅଭିବୃଦ୍ଧି ହାର ନୈରାଶ୍ୟ ଜନକ ରହିଛି। ପ୍ରତି ମାସରେ ୨୬ ପ୍ରତିଶତ ନିଯୁକ୍ତି ସୁଯୋଗ ହ୍ରାସ ପାଇବାରେ ଲାଗିଛି।…

ମତସାବ୍ୟସ୍ତ କଲେ ତଥାଗତ

ଢେଙ୍କାନାଳ ଅଫିସ, ୨୩।୪-ଢେଙ୍କାନାଳ ଜିଲାରେ ଆରମ୍ଭ ହୋଇଛି ମତଦାନ। ଏଠାରେ ତୃତୀୟ ପର୍ଯ୍ୟାୟରେ ନିର୍ବାଚନ ଅନଷ୍ଠିତ ହେଉଥିବାବେଳେ ସବୁଠି ବ୍ୟାପକ ଉତ୍ସାହ ପରିଲକ୍ଷିତ ହୋଇଛି। କୁଞ୍ଜକାନ୍ତସ୍ଥିତ ୧୭୧ନଂ.…

ହରମୋନସ୍ତର ନିୟନ୍ତ୍ରଣ ପାଇଁ ସକାଳେ ଏଥିରୁ ପିଅନ୍ତୁ ଅଧାଗ୍ଲାସ୍‌….

ବାୟୁପ୍ରଦୂଷଣ ତଥା ଖାଦ୍ୟପେୟରେ ଅନିୟମିତତା ଯୋଗୁ କେତେକଙ୍କର ହରମୋନସ୍ତରରେ ଅନିୟମିତତା ଦେଖାଦେଇଥାଏ। ତେବେ ସହଜ ଘରୋଇ ଚିକିତ୍ସାରେ ଏଥିରୁ ମୁକ୍ତି ମିଳିପାରେ। ସକାଳୁ ନିତ୍ୟକର୍ମ ପରେ ଅଧାଗ୍ଲାସ…

ଗାନ୍ଧୀନଗରରେ ଭୋଟ ଦେଲେ ପ୍ରଧାନମନ୍ତ୍ରୀ

ଗାନ୍ଧୀନଗର,୨୩।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲୋକ ସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟରେ ଗୁଜରାଟ ଗାନ୍ଧୀନଗରରେ ମତଦାନ ଅଧିକାର ସାବ୍ୟସ୍ତ କରିଛନ୍ତି। ମଙ୍ଗଳବାର ସକାଳେ ପ୍ରଧାନମନ୍ତ୍ରୀ ସ୍ଥାନୀୟ ରାନିପ୍‌…