ବିହନ ଅନୁକୂଳ, ସାଥୀ ବାଛିବାର ପର୍ବ ‘ଚୈତ୍ର’: ଗୀତବାଦ୍ୟ ସହ ଢେମ୍‌ସା ନାଚରେ କମ୍ପୁଛି ଆଦିବାସୀ ପଡ଼ା

କୋରାପୁଟ,୧୯।୪(ସ୍ବ.ପ୍ର.): କୋରାପୁଟ ଜିଲାର ଆଦିବାସୀ ବହୁଳ ଅଞ୍ଚଳ ଚୈତ୍ର ପରବ ପାଇଁ ଉତ୍ସବମୁଖର ହୋଇପଡ଼ିଛି। ଆଦିବାସୀ ତରୁଣୀଙ୍କ ଢେମସା ନାଚ ସାଙ୍ଗକୁ ମାଇକରେ ଆଦିବାସୀ ଗୀତ ସାଙ୍ଗକୁ…

ଘରେ ମନିପ୍ଲାଣ୍ଟ ଲଗାଉଥିଲେ ଜାଣିନିଅନ୍ତୁ ଏହି କଥା…

ଘରକୁ ସୁନ୍ଦର କରିବା ପାଇଁ ଲୋକେ ନିଜ ଘରେ ବିଭିନ୍ନ ପ୍ରକାରର ସୁନ୍ଦର ଗଛମାନ ଲଗାଇଥାନ୍ତି। ହେଲେ ଆପଣ ଜାଣିଛନ୍ତି କି, ବାସ୍ତୁ ଶାସ୍ତ୍ର ଅନୁସାରେ ଏଭଳି…

ଭାରତର ୫ମ ପୋଷ୍ଟର ରିଲିଜ୍‌

ମୁମ୍ବାଇ,୧୯।୪: ଅଲୀ ଅବ୍ବାସ ଜଫରଙ୍କ ଆଗାମୀ ଫିଲ୍ମ ଓ ସଲମାନଙ୍କ ବହୁ ପ୍ରତିକ୍ଷିତ  ଫିଲ୍ମ ଭାରତର ୫ମ ପୋଷ୍ଟର ରିଲିଜ୍‌ ହୋଇଛି। ପୂର୍ବରୁ ଏହି ଫିଲ୍ମର ୪ଟି…

ବିଶ୍ୱର ସବୁଠାରୁ ଛୋଟ ଶିଶୁ ୭ମାସ ପରେ ଓଜନ ୩ କିଲୋ

ଟୋକିଓ,୧୯।୪: ବିଶ୍ୱର ସବୁଠାରୁ ଛୋଟ ଶିଶୁପୁତ୍ର ଗତବର୍ଷ ଅକ୍ଟୋବରରେ ଜାପାନରେ ଜନ୍ମଗ୍ରହଣ କରିଥିଲେ। ସେବେଠାରୁ ହସ୍ପିଟାଲରେ ତାଙ୍କର ଚିକିତ୍ସା ଚାଲୁଥିଲା। ଏବେ ସେ ବାହାର ଦୁନିଆକୁ ଆସିବାକୁ…

ମୁଲାୟାମ ସିଂ ମୋଦିଙ୍କ ଭଳି ‘ଫେକ୍‌ ଓବିସି’ ନୁହେଁ: ମାୟାବତୀ

ମେନପୁରି,୧୯।୪: ବହୁଜନ ସମାଜ ପାର୍ଟି(ବିଏସ୍‌ପି) ମୁଖ୍ୟ ଶୁଶ୍ରୀ ମାୟାବତୀ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଟାର୍ଗେଟ କରିଛନ୍ତି। ଶୁକ୍ରବାର ମାୟାବତୀ କହିଛନ୍ତି, ସମାଜବାଦୀ ପାର୍ଟି ପ୍ରତିଷ୍ଠାତା ମୁଲାୟାମ ସିଂ ଯାଦବ…

ଲିବିୟାରେ ସଂଘର୍ଷ ଜାରି: ଭାରତୀୟଙ୍କ ପାଇଁ ଜାରି ହେଲା ହେଲ୍‌ପ ଲାଇନ୍‌

ତ୍ରିପୋଲି,୧୯।୪: ଲିବିୟାର ରାଜଧାନୀ ତ୍ରିପୋଲିକୁ ଦଖଲ କରିବାକୁ ଲିବିୟା ସେନା ଓ ବାଗି ଜେନରାଲ ହଫ୍‌ଦାରର ଲିବିୟା ନ୍ୟାଶନାଲ ଆର୍ମି ମଧ୍ୟରେ ସଂଘର୍ଷ ଜାରି ରହିଛି। ଯେଉଁଥିରେ…

୧ କୋଟି ଟଙ୍କାର ଚାକିରି ଅଫର ଛାଡ଼ିଲେ ଚା’ ବିକାଳିଙ୍କ ପୁଅ

ପିଲାଦିନରୁ ସମସ୍ତେ ପାଠପଢ଼ାରେ ଧ୍ୟାନ ଦେଇଥାନ୍ତି। ବଡ଼ ହେଲେ କେମିତି ଭଲ ଚାକିରିଟିଏ କରିବେ। ଚାକିରି ମିଳିଗଲେ ଖୁସିରେ ପାଦ ତଳେ ଲାଗେନି। ଭଲ ଦରମାରେ ଯଦି…

୯୦ ବୁଥ୍‌କୁ ଆସିଲେନି ଜଣେ ବି ଭୋଟର

ଶ୍ରୀନଗର,୧୯।୪: ଜମ୍ମୁ-କଶ୍ମୀର ଶ୍ରୀନଗରରେ ୨୦୧୯ ଲୋକ ସଭା ନିର୍ବାଚନକୁ ବର୍ଜନ କରିବାକୁ ପୂର୍ବରୁ ସୂଚନା ମିଳୁଥିଲା। ତେବେ ଗୁରୁବାର ଅନୁଷ୍ଠିତ ହୋଇଥିବା ଦ୍ୱିତୀୟ ପର୍ଯ୍ୟାୟ ଲୋକ ସଭା…

୬ ପୋଲିଂ କର୍ମଚାରୀ ସସ୍‌ପେଣ୍ଡ

ବରଗଡ଼ ଅଫିସ,୧୯।୪: ୬ଜଣ ପୋଲିଂ କର୍ମଚାରୀଙ୍କୁ ସସ୍‌ପେଣ୍ଡ କଲେ ବରଗଡ଼ ଜିଲାପାଳ। ନିର୍ବାଚନରେ ଅବହେଳା ଯୋଗୁଁ ପୋଲିଂ କର୍ମଚାରୀଙ୍କୁ ସସ୍‌ପେଣ୍ଡ କରାଯାଇଥିବା ସୂଚନା ମିଳିଛି। ସସ୍‌ପେଣ୍ଡ ମଧ୍ୟରେ…

ବାଲାକୋଟ ଆକ୍ରମଣରେ କୌଣସି ପାକିସ୍ତାନ ସେନା ଅବା ନାଗରିକଙ୍କ ମୃତ୍ୟୁ ହୋଇନାହିଁ: ସୁଷମା

ଅହମ୍ମଦାବାଦ,୧୯।୪: ପାକିସ୍ତାନର ବାଲାକୋଟରେ ଭାରତୀୟ ସେନା ପକ୍ଷରୁ ହୋଇଥିବା ବିମାନ ଆକ୍ରମଣରେ କୌଣସି ପାକିସ୍ତାନ ଯବାନ ଅବା ସାଧାରଣ ନାଗରିକଙ୍କ ମୃତ୍ୟୁ ହୋଇ ନ ଥିବା କହିଛନ୍ତି…