ଧୋନୀଙ୍କୁ ବିରାଟଙ୍କ ପ୍ରଶଂସା

ନୂଆଦିଲ୍ଲୀ, ୧୯।୪(ପି.ଟି.)- ଜଣେ ଅଧିନାୟକଭାବେ ମହେନ୍ଦ୍ର ସିଂ ଧୋନୀ ଏକଦା ବିରାଟ କୋହଲିଙ୍କ ପ୍ରତି ଦୃଢ଼ ସମର୍ଥନ ଜଣାଇଥିଲେ। ଏହାକୁ ବିରାଟ ଭୁଲନ୍ତେ ବା କିପରି। ଏବେ…

ପାକିସ୍ତାନ ବିଶ୍ୱକପ୍‌ ଦଳରେ ଆମୀରଙ୍କ ସ୍ଥାନ ନାହିଁ

କରାଚୀ, ୧୯।୪(ପି.ଟି.)- ମେ ୩୦ ତାରିଖରୁ ଇଂଲଣ୍ଡରେ ଆରମ୍ଭ ହେବାକୁ ଥିବା ଆନ୍ତର୍ଜାତିକ କ୍ରିକେଟ କାଉନସିଲ (ଆଇସିସି) ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ପାକିସ୍ତାନ ଦଳ ଘୋଷିତ…

କର ବା ମର ସ୍ଥିତିରେ ବାଙ୍ଗାଲୋର

କୋଲକାତା,୧୯।୪(ପି.ଟି.)- ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୩୫ତମ ମୁକାବିଲାରେ ଶୁକ୍ରବାର ବିରାଟ କୋହଲିଙ୍କ ନେତୃତ୍ୱାଧୀନ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଓ କୋଲକାତା ନାଇଟ ରାଇଡର୍ସ ପରସ୍ପରକୁ…

କନ୍ଧମାଳରେ ୫୭.୪ ପ୍ରତିଶତ ମତଦାନ

ଫୁଲବାଣୀ ଅଫିସ, ୧୯ା୪-କନ୍ଧମାଳ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଗୁରୁବାର ଅନୁଷ୍ଠିତ ହୋଇଯାଇଛି| କନ୍ଧମାଳ ଲୋକ ସଭା ଅଧୀନ ୭ ବିଧାନସଭା  ନିର୍ବାଚନମଣ୍ଡଳୀରେ ସନ୍ଧ୍ୟା ୫ଟା ସୁଦ୍ଧା…

୬୩ନଂ. ବୁଥ୍‌ରେ ସାନି ମତଦାନ: ୯୯୬ରୁ ୫୩୯ଜଣ ଦେଲେ ଭୋଟ

ବ୍ରହ୍ମପୁର ଅଫିସ୍‌,୧୯ା୪-ବ୍ରହ୍ମପୁର ବିଧାନସଭା ନିର୍ବାଚନ ମଣ୍ଡଳୀ ଅର୍ନ୍ତଗତ ୬୩ନମ୍ବର ବୁଥ୍‌ରେ ଗୁରୁବାର ସାନି ମତଦାନ ଅନୁଷ୍ଠିତ ହୋଇଯାଇଛି। ସିଟି ହାଇସ୍କୁଲସ୍ଥିତ ବୁଥ୍‌ରେ ମତଦାନ ଗ୍ରହଣ କରାଯାଇଥିଲା। ଏହି…

ବୋମା ବିସ୍ଫୋରଣରେ ଯୁବକଙ୍କ ମୃତ୍ୟୁ: ରାଜନୈତିକ ଶତ୍ରୁତାରୁ ହତ୍ୟା ଅଭିଯୋଗ ଆଣିଲେ ପରିବାର

ଭଞ୍ଜନଗର,୧୯।୪(ଡି.ଏନ.ଏ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଗଝୋଳରେ ବୁଧବାର ରାତିରେ ବୋମା ବିସ୍ଫୋରଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ସଦାଶିବ ପ୍ରଧାନ (୨୬)। ରାଜନୈତିକ ଶତ୍ରୁତାରୁ…

କିରୋସିନ ଢାଳି ମହିଳାଙ୍କ ଆତ୍ମହତ୍ୟା

ବ୍ରହ୍ମପୁର ଅଫିସ,୧୯ା୪-କିରୋସିନ ଢାଳି ଜଣେ ମହିଳା ଗୁରୁବାର ଆତ୍ମହତ୍ୟା କରିଛନ୍ତି। ସେ ହେଲେ ଶିଶିର କୁମାର ବାଡ଼ତ୍ୟାଙ୍କ ସ୍ତ୍ରୀ ଲୋପାମୁଦ୍ରା (୩୨) ।  ଘର ବଡ଼ବଜାର ଥାନା…

ସରିଲା ଆସିକା ଲୋକ ସଭା, ୭ ବିଧାନସଭା ନିର୍ବାଚନ: ଇଭିଏମ୍‌ରେ ସିଲ୍‌ ହେଲା ୫୨ ପ୍ରାର୍ଥୀଙ୍କ ଭାଗ୍ୟ

ବ୍ରହ୍ମପୁର ଅଫିସ,୧୯ା୪-ସାଧାରଣ ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟରେ ଗଞ୍ଜାମ ଜିଲାର ଆସିକା ଲୋକ ସଭା ଆସନ ଓ ଏହା ଅଧୀନ ଖଲ୍ଲିକୋଟ, ପୋଲସରା, କବିସୂର୍ଯ୍ୟନଗର, ଆସିକା, ହିଞ୍ଜିଳି, ସାନଖେମୁଣ୍ଡି…

୧୮ ବର୍ଷରେ ଫିଲ୍ମ ମେକର – ଅନ୍ତର୍ଜାତୀୟ ସ୍ତରରେ ରାଜକିଶୋରଙ୍କ ‘ମାୟା’ ପ୍ରଶଂସିତ

ଭୁବନେଶ୍ୱର,୧୯।୪(ବ୍ୟୁରୋ)- ବୟସ ମାତ୍ର ୧୮ବର୍ଷ। ହେଲେ ପ୍ୟାଶନ ଫିଲ୍ମ ମେକିଂ। ଏତେ କମ୍‌ ବୟସରେ ଏକ ଡକ୍ୟୁମେଣ୍ଟାରୀ ଫିଲ୍ମ ନିର୍ମାଣ କରି ଚର୍ଚ୍ଚା ପରିସରକୁ ଆସିଛନ୍ତି ଓଡ଼ିଶାର…

ଭାଜପା ସମର୍ଥକଙ୍କୁ ହତ୍ୟା ଘଟଣାରେ ଜଣେ ଗିରଫ

ସୋରଡ଼ା,୧୮।୪(ଡି.ଏନ୍‌.ଏ.)-ଗଞ୍ଜାମ ଜିଲା ସୋରଡ଼ା ଥାନ ଲାଠିପଡ଼ା ପଞ୍ଚାୟତ କଦଳୀଝୋଳା ଗ୍ରାମରେ ବୁଧବାର ରାତିରେ ଜଣେ ଭାଜପା ସମର୍ଥକ ସନ୍ତୋଷ କୁମାର ପତିଙ୍କୁ ହତ୍ୟା କରାଯାଇଥିଲା। ଏହି ଘଟଣାରେ…