ବିସ୍ଫୋରଣରେ ଯୁବକଙ୍କ ମୃତ୍ୟୁ

ଭଞ୍ଜନଗର,୧୮।୪(ଡି.ଏନ.ଏ): ଭଞ୍ଜନଗର ଥାନା ଅନ୍ତର୍ଗତ ଅଗଝୋଳରେ ବୁଧବାର ବିଳମ୍ବିତ ରାତିରେ ବୋମା ବିସ୍ଫୋରଣ ହୋଇଛି। ଏହି ବିସ୍ଫୋରଣରେ ଉକ୍ତ ଗଁ।ର ସଦାଶିବ ପ୍ରଧାନଙ୍କ (୨୪) ମୃତ୍ୟୁ ହୋଇଛି।…

ଗୁଗଲ, ଆପଲ ଆପ୍‌ ଷ୍ଟୋରରୁ ହଟିଲା ଟିକ୍‌ଟକ୍‌

ନୂଆଦିଲ୍ଲୀ,୧୮-୪: ଗୁଗଲ ଏବଂ ଆପଲ ନିଜର ଆପ୍‌ ଷ୍ଟୋରରୁ ଟିକଟକ ଆପ୍‌କୁ ହଟାଇ ଦେଇଛି। ମାଡ୍ରାସ ହାଇକୋଟର୍ର୍ ଭାରତରେ ଏହି ଆପ୍‌କୁ ବ୍ୟାନ କରିବା ପରେ ଏଥିରେ…

ବିମୁଦ୍ରୀକରଣ ପରେ ନିଯୁକ୍ତି ହରାଇଛନ୍ତି ୫୦ ଲକ୍ଷ

ନୂଆଦିଲ୍ଲୀ,୧୮-୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୦୧୬ ନଭେମ୍ବର ୮ରେ ବିମୁଦ୍ରୀକରଣ ଘୋଷଣା କଲେ। ଏହାଦ୍ୱାରା ଆତଙ୍କବାଦ, ଦୁର୍ନୀତି ଓ କଳାଧନ ଦେଶରୁ ଲୋପ ପାଇବ ବୋଲି ଦାବି…

ପରିବର୍ତ୍ତିତ ମାର୍ଗରେ ଯିବ ସମ୍ବଲପୁର, ବିଶାଖାପାଟଣା-ନାନ୍ଦେଡ୍‌ ଏକ୍ସପ୍ରେସ

ଭୁବନେଶ୍ୱର,୧୮-୪:ସମ୍ବଲପୁର-ନାନ୍ଦେଡ-ସମ୍ବଲପୁର ଏବଂ ବିଶାଖାପାଟଣା-ନାନ୍ଦେଡ-ବିଶାଖାପାଟଣା ତ୍ରିସାପ୍ତାହିକ ଏକ୍ସପ୍ରେସ ଚଳିତ ମାସ ୪ର୍ଥ ସପ୍ତାହଠାରୁ ପରିବର୍ତ୍ତିତ ମାର୍ଗ ଦେଇ ଯିବ। ଏହା ବିଜୟଓ୍ବାଡା ପରିବର୍ତ୍ତେ ଗୁଣ୍ଡାଲା-ରାୟନାପଡୁ ମାର୍ଗ ଦେଇ ଚଳାଚଳ…

ତାତି ଯାଉଛି ମହାନଦୀ ଜଳ, ଡହଳବିକଳ ଜଳଚର

ଖଣ୍ଡପଡ଼ା,୧୮ା୪(ସ୍ବ.ପ୍ର.): ସମ୍ପ୍ରତି ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଜନ ଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିିଛି। ଏଥିଯୋଗୁ ମହାନଦୀର ଜଳ ତାତିଯାଉଛି । ଅସହ୍ୟ ଖରା ଯୋଗୁ କିଛିଦିନ ହେଲା ସକାଳ…

ଜରୁରୀ ପାଣ୍ଠି ଦେଲେନି ଋଣପ୍ରଦାନକାରୀ;ସାମୟିକ ବନ୍ଦ ହେଲା ଜେଟ୍‌

ନୂଆଦିଲ୍ଲୀ,୧୮-୪: ଋଣରେ ବୁଡ଼ି ଯାଇଥିବା ଜେଟ୍‌ ଏୟାରଓ୍ବେଜରେ ଦୀର୍ଘ ୨୫ ବର୍ଷ ପରେ ତାଲା ଝୁଲିଲା। ପରିଚାଳନ ବ୍ୟବସ୍ଥାକୁ ଜିଇଁ ରଖିବା ଲାଗି କମ୍ପାନୀ ମ୍ୟାନେଜମେଣ୍ଟ ବ୍ୟାଙ୍କଗୁଡ଼ିକ(ଋଣପ୍ରଦାନକାରୀ)ଠାରୁ…

ଓଡ଼ଗାଁ ଶ୍ରୀରାମନବମୀ ଯାତ୍ରାର ପଞ୍ଚମ ସନ୍ଧ୍ୟା : ଶ୍ରୀରାମଙ୍କ ଶିବଧନୁ ଭଗ୍ନ, ସୀତା ବିବାହ

ଓଡ଼ଗାଁ,୧୮ା୪(ସ୍ବ.ପ୍ର.): ଓଡ଼ଗାଁରେ ବିଜେ ପ୍ରଭୁ ଶ୍ରୀରଘୁନାଥଜୀଉଙ୍କ ନବ ଦିନ ବ୍ୟାପୀ ଶ୍ରୀରାମନବମୀ ଯାତ୍ରା ଅନୁଷ୍ଠିତ ହେଉଛି। ଉତ୍ସବର ପଞ୍ଚମ ସନ୍ଧ୍ୟା ଅବସରରେ ଚୈତ୍ର ଶୁକ୍ଳ ଅନଙ୍ଗ ତ୍ରୟୋଦଶୀ…

ରିୟଲ ଲାଇଫକୁ ନେଇ ସିନେମା କରିବ ଫିଲ୍ମ କିଡା

ମୁମ୍ବାଇ,୧୮-୪: ବ୍ୟବସାୟିକ ସିନେମା ପ୍ରସ୍ତୁତିରେ ନିଜର ଛାପ ଛାଡିବା ପରେ ଫିଲ୍ମ କିଡା ପ୍ରଡକ୍ସନ ହାଉସ ବର୍ତ୍ତମାନ ରିୟଲ ଲାଇଫ ଷ୍ଟୋରୀକୁ ନେଇ ସିନେମା କରିବ। ଦର୍ଶକଙ୍କ…

ଓଡ଼ିଶାରେ ହେବ ଇ-ଯାନ ଉତ୍ପାଦନ

ଭୁବନେଶ୍ୱର,୧୮-୪: ଓଡ଼ିଶାରେ ପ୍ରଥମଥର ଲାଗି ଇ-ସ୍କୁଟର ଉତ୍ପାଦନ ହେବ। ଓମ୍‌ଜୟ ଇଭି ଲିମିଟେଡ ଏହି ଇ-ଯାନଗୁଡ଼ିକୁ ଉତ୍ପାଦନ କରିବାକୁ ଯୋଜନା ରହିଛି। ଯାଜପୁର ଜିଲାର ବଡଚଣାଠାରେ ମଡେଲଗୁଡିକ…

ତାତିରେ ସିଝୁଛି ସାରା ଓଡ଼ିଶା: ଭୁବନେଶ୍ୱରରେ ସର୍ବାଧିକ ତାପମାତ୍ରା ୪୧.୭ ଡିଗ୍ରୀ

ଭୁବନେଶ୍ୱର,(ବ୍ୟୁରୋ)/ଧାମନଗର,୧୮।୪(ଡି.ଏନ୍‌.ଏ.): ଡହଡହ ଖରାରେ ସିଝୁଛି ସାରା ଓଡ଼ିଶା। ସକାଳ ୮ଟା ବେଳୁ ଖରାର ପ୍ରଭାବ ଦେଖିବାକୁ ମିଳୁଛି। ଲୋକେ ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୪ଟା ଯାଏ ତାତିରେ…