ଆଜିଠାରୁ ମା’ ହିଙ୍ଗୁଳାଙ୍କ ୯ ଦିନିଆ ଯାତ୍ରା

ତାଳଚେର,୧୮ା୪(ନି.ପ୍ର.)- ଅନୁଗୋଳ ଜିଲା ତାଳଚେରର ଅଧିଷ୍ଠାତ୍ରୀ ଦେବୀ ଅଗ୍ନିରୂପା ମା’ ହିଙ୍ଗୁଳାଙ୍କ ୯ ଦିନିଆ ଯାତ୍ରା ଉତ୍ସବ ଗୁରୁବାରଠାରୁ ଆରମ୍ଭ ହେବ। ଏଥିପାଇଁ ତାଳଚେର ସହ କଳମଛୁଇଁ,…

ସେଣ୍ଟ୍ରାଲ ବ୍ୟାଙ୍କରେ ସତର୍କତା ସଚେତନତା

ଭୁବନେଶ୍ୱର,୧୮-୪: ସଚେତନତା ଅଭାବ ଓ ଚାରିତ୍ରିକ ବିଷମତା ଯୋଗୁ ମଣିଷ ଭ୍ରଷ୍ଟାଚାରରେ ଲିପ୍ତ ହୋଇଥାଏ। ଏହା ଦ୍ୱାରା ସାମାଜିକ ପ୍ରଣାଳୀ ଏବଂ ଆର୍ଥତ୍କ ବ୍ୟବସ୍ଥା ଦୁର୍ବଳ ହୋଇପଡେ।…

ଷ୍ଟାଇଲ ସ୍ପାରେ ଏଣ୍ଡ ଅଫ୍‌ ସିଜନ ସେଲ୍‌

ଭୁବନେଶ୍ୱର,୧୮-୪: ପ୍ରମୁଖ ଫର୍ନିଚର ନିର୍ମାତା କମ୍ପାନୀ ଷ୍ଟାଇଲ ସ୍ପା ପକ୍ଷରୁ ଏଣ୍ଡ୍‌ ଅଫ୍‌ ସିଜନ ସେଲ୍‌ ଅଫର ସମ୍ପର୍କରେ ଘୋଷଣା କରାଯାଇଛି। ଏହି ଅଫରରେ ଗ୍ରାହକମାନେ ୭୦%…

ପୁଣି ଏଭରେଷ୍ଟ ଅଭିଯାନରେ କଳ୍ପନା ଦାଶ

ଢେଙ୍କାନାଳ ଅଫିସ, ୧୮।୪- ପୃଥିବୀର ସର୍ବୋଚ୍ଚ ଗିରିଶୃଙ୍ଗରୁ ଗୁଞ୍ଜରିତ ହେବ ବିଶ୍ୱଶାନ୍ତି, ନାରୀ ସଶକ୍ତୀକରଣ ବାର୍ତ୍ତା। ମାଉଣ୍ଟ ଏଭରେଷ୍ଟରେ ପାଦ ରଖି ପୁଣିଥରେ ଇତିହାସ ରଚିବେ ଢେଙ୍କାନାଳର…

ରାଜଧାନୀରେ ଏସ୍‌ଏଚ୍‌ଜି ଜଳସେବା ଶିବିର ପ୍ରହସନ: ଗୋଟିଏ ଦିନ ଖୋଲି ବନ୍ଦ ହୋଇଗଲା

ଭୁବନେଶ୍ୱର, ୧୮ା୪ (ବ୍ୟୁରୋ): ଅସହ୍ୟ ତାତି। ହଟହଟା ହେଉଛନ୍ତି ଯାତ୍ରୀ। ଲଗାତାର ଦୁଇଦିନ ଧରି ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଥିବା ଭୁବନେଶ୍ୱରରେ ଦେଖିବାକୁ ମିଳିଛି ଡହଳବିକଳ…

କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଜାରି

ନୂଆଦିଲ୍ଲୀ,୧୮ା୪: ଦ୍ୱିତୀୟ ପର୍ଯ୍ୟାୟରେ ୧୧ଟି ରାଜ୍ୟ ଏବଂ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳ ଅନ୍ତର୍ଗତ ୯୫ଟି ଲୋକ ସଭା ନିର୍ବାଚନମଣ୍ଡଳୀରେ ଗୁରୁବାର ମତଦାନ ସକାଳ ୭ଟାଠାରୁ ଆରମ୍ଭ ହୋଇଛି।…

ୟୁକୋ ବ୍ୟାଙ୍କର ନୂତନ ଆଞ୍ଚଳିକ ପ୍ରବନ୍ଧକ

ଭୁବନେଶ୍ୱର,୧୮-୪: ୟୁକୋ ବ୍ୟାଙ୍କ ଭୁବନେଶ୍ୱର ଆଞ୍ଚଳିକ କାର୍ଯ୍ୟାଳୟର ପ୍ରବନ୍ଧକ ଭାବେ ଟି.ଆର, ଚୋକଲିଙ୍ଗମ କାର୍ଯ୍ୟ ଭାର ଗ୍ରହଣ କରିଛନ୍ତି। ଏହା ପୂର୍ବରୁ ସେ ଗୁଜରାଟର ଅହମ୍ମଦାବାଦ ଆଞ୍ଚଳିକ…

କଷ୍ଟମ ବିଭାଗ ଅଧିକାରୀଙ୍କ ନାମରେ ଅଭିଯୋଗ

ଭୁବନେଶ୍ୱର, ୧୮ା୪ (ବ୍ୟୁରୋ): ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ଜଣେ କଷ୍ଟମ ଅଧିକାରୀ ସୁନା ଯାଞ୍ଚବେଳେ ଧମକ ଦେଇ ୫ ହଜାର ଟଙ୍କା ନେଇଥିବା ଅଭିଯୋଗ ହୋଇଛି।…

ଜେଟ୍‌ ଏୟାରଓ୍ବେଜ ନେଇ ମାଲ୍ୟାଙ୍କ ଅଭିଯୋଗ;ସରକାର ଘରୋଇ କମ୍ପାନୀଙ୍କ ପ୍ରତି ଭେଦଭାବ କରୁଛନ୍ତି

ନୂଆଦିଲ୍ଲୀ,୧୮-୪: ଜେଟ୍‌ ଏୟାରଓ୍ବେଜ ବନ୍ଦ ହୋଇଯାଇଛି। କିଙ୍ଗଫିଶର ଏୟାରଲାଇନ୍ସର ପୂର୍ବତନ ମାଲିକ ତଥା ମଦ ବ୍ୟବସାୟୀ ବିଜୟ ମାଲ୍ୟା ଦୁଃଖ ବ୍ୟକ୍ତ କରିଛନ୍ତି। ଘରୋଇ ଏୟାରଲାଇନ୍ସକୁ ନେଇ…

ବଢ଼ିଲା ଅନିଲ ଅମ୍ବାନୀଙ୍କ ଅଡ଼ୁଆ;ଅବମାନନା ମାମଲାରେ ଏନ୍‌ସିଏଲ୍‌ଏଟିଙ୍କ ନୋଟିସ

ନୂଆଦିଲ୍ଲୀ,୧୮-୪: ରିଲାଏନ୍ସ ଗ୍ରୁପ୍‌ ଅଧ୍ୟକ୍ଷ ଅନିଲ ଅମ୍ବାନୀଙ୍କ ଅଡ଼ୁଆ ବଢ଼ୁଛି ପଛେ କମିବାର ନାଁ ଧରୁନି। ଏଚ୍‌ଏସ୍‌ବିସି ଡେଜି ଶେୟାରଧାରୀଙ୍କ ଦ୍ୱାରା ଦାୟର ଅବମାନନା ମାମଲାରେ ରାଷ୍ଟ୍ରୀୟ…