କେନ୍ଦୁଝରରେ କାଳବୈଶାଖୀ ତାଣ୍ଡବ

କେନ୍ଦୁଝର, ୧୮ା୪(ଡି.ଏନ.ଏ.): କେନ୍ଦୁଝର ଜିଲାରେ ବୁଧବାର କାଳବୈଶାଖୀ ତାଣ୍ଡବ ଦେଖିବାକୁ ମିଳିଛି। ଏହାର ପ୍ରଭାବରେ ବହୁ ଅଞ୍ଚଳରେ କୁଆପଥର ମାଡ଼ ହୋଇଥିଲା। ବ୍ୟାପକ ଫସଲ ନଷ୍ଟ ହୋଇଛି।…

ବିଶ୍ୱକପ୍‌: କରୁଣାରତ୍ନେ ଶ୍ରୀଲଙ୍କା ଅଧିନାୟକ

କଲମ୍ବୋ,୧୮।୪(ପି.ଟି.)- ଆଗାମୀ ବିଶ୍ୱକପ୍‌ ପାଇଁ ଗୁରୁବାର ଶ୍ରୀଲଙ୍କା ଦଳ ଘୋଷଣା କରାଯାଇଛି। ତେବେ ଦଳ ଘୋଷଣା ହେବା ପୂର୍ବରୁ ଅଭିଜ୍ଞ ଦ୍ରୁତ ବୋଲର ଲସିଥ ମାଲିଙ୍ଗାଙ୍କଠାରୁ ନେତୃତ୍ୱ…

ବିଦ୍ୟାଳୟରେ ଦୈତାରିଙ୍କୁ ସମ୍ବର୍ଦ୍ଧନା

କେନ୍ଦୁଝର, ୧୮ା୪(ସ୍ବ.ପ୍ର.): ପଦ୍ମଶ୍ରୀ ପ୍ରାପ୍ତ ଦୈତାରୀ ନାଏକଙ୍କୁ ସଦର ବ୍ଲକ ଅନ୍ତର୍ଗତ ବନାଯୋଡ଼ିସ୍ଥିତ ଆନନ୍ଦାଶ୍ରମ ଓ ସାଇଆନନ୍ଦ ବିଦ୍ୟାଳୟ ପରିସରରେ ସମ୍ବର୍ଦ୍ଧନା ଦିଆଯାଇଛି। ଜୀବନରେ କର୍ମର ମୂଲ୍ୟ…

ହାଇଦ୍ରାବାଦ ବିପକ୍ଷରେ ଧୋନୀଙ୍କୁ ବିଶ୍ରାମ

ହାଇଦ୍ରାବାଦ, ୧୭।୪ (ପି.ଟି.)- ୨୦୧୦ ପରଠାରୁ ପ୍ରଥମଥର ପାଇଁ ମହେନ୍ଦ୍ର ସିଂ ଧୋନୀ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ଚେନ୍ନାଇ ସୁପର କିଙ୍ଗ୍ସର ନେତୃତ୍ୱ ନେଇନାହାନ୍ତି। ବୁଧବାର…

ମରାମତି ଅପେକ୍ଷାରେ ୮୪ ବିଦ୍ୟାଳୟ

ବାସୁଦେବପୁର, ୧୮।୪ (ଡି.ଏନ.ଏ.) - ଭଦ୍ରକ ଜିଲା ବାସୁଦେବପୁର ବ୍ଲକରେ ଥିବା ବିଭିନ୍ନ ବିଦ୍ୟାଳୟ ଅବହେଳିତ ଅବସ୍ଥାରେ ରହିଛି। ରକ୍ଷଣାବେକ୍ଷଣ ଅଭାବରୁ କେଉଁଠି ବିଦ୍ୟାଳୟର କାନ୍ଥ ଫାଟି…

ପାକିସ୍ତାନ ହକି ମହାସଂଘକୁ ଏଫ୍‌ଆଇଏଚ୍‌ର ଜରିମାନା

କରାଚୀ, ୧୮ା୪ (ପି.ଟି.)- ପ୍ରତିଶ୍ରୁତି ଦେଇ ମଧ୍ୟ ପ୍ରୋ-ଲିଗ୍‌  ମ୍ୟାଚ ପାଇଁ  ଦଳ ପଠାଇ ନ ଥିବାରୁ ଅନ୍ତର୍ଜାତୀୟ ହକି ମହାସଂଘ (ଏଫ୍‌ଆଇଏଚ୍‌) ପାକିସ୍ତାନ ହକି ମହାସଂଘକୁ…

ପନ୍ତଙ୍କୁ ଉପେକ୍ଷା: ପଣ୍ଟିଂ ଚକିତ

ନୂଆଦିଲ୍ଲୀ, ୧୮।୪(ପି.ଟି.)- ଭାରତୀୟ ବିଶ୍ୱକପ୍‌ ଦଳରେ ଯୁବ ଉଇକେଟକିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତଙ୍କୁ ସ୍ଥାନ ନ ମିଳିବା ପୂର୍ବତନ ଅଷ୍ଟ୍ରେଲୀୟ ଅଧିନାୟକ ତଥା ଦିଲ୍ଲୀ କ୍ୟାପିଟାଲ୍ସ ହେଡ…

ପୋଖରୀରେ ପଡ଼ି ଶିଶୁପୁତ୍ର ମୃତ

ସୋର,୧୮।୪(ଡି.ଏନ.ଏ.)- ବାଲେଶ୍ୱର ଜିଲା ସୋର ଥାନା ମଧୁସୂଦନପୁର ପଞ୍ଚାୟତର କୁରୁଣିଆ ଗ୍ରାମର ମାମୁଁ ରମାକାନ୍ତ ମହାକୁଡ଼ଙ୍କ ଘରକୁ ବୁଲିବାକୁ ଆସି ୩ବର୍ଷର ଶିଶୁପୁତ୍ର ପୋଖରୀରେ ପଡ଼ି ମୃତ୍ୟୁ…

ଏସିଆନ ଚାମ୍ପିୟନଶିପ୍‌ ଭାରତୀୟ ଦଳରେ ଦୂତୀ, ପୂର୍ଣ୍ଣିମା

ନୂଆଦିଲ୍ଲୀ, ୧୮ା୪ (ପି.ଟି.)-ଦୋହାଠାରେ ଏପ୍ରିଲ ୨୧ରୁ ଆରମ୍ଭ ହେବାକୁଥିବା ଏସିଆନ ଆଥଲେଟିକ୍ସ ଚାମ୍ପିୟନଶିପ୍‌ ପାଇଁ ବୁଧବାର ଚୂଡ଼ାନ୍ତ ୪୩ ଜଣିଆ ଦଳ ଘୋଷଣା କରାଯାଇଛି।  ଏଥିରେ ଓଡ଼ିଶାର…

କୁପାରୀରେ ମିଶନଶକ୍ତି ସମାବେଶ

ଖଇରା,୧୮।୪(ଡି.ଏନ.ଏ.)- ନବୀନ ସରକାର କ୍ଷମତାକୁ ଆସିବା ପରେ ସ୍ବୟଂସହାୟିକା ଗୋଷ୍ଠୀ ମାଧ୍ୟମରେ ମହିଳାଙ୍କୁ ଆତ୍ମନିର୍ଭରଶୀଳ କରିପାରିଛନ୍ତି। ସେମାନଙ୍କ ଆର୍ଥୀକ ଓ ସାମାଜିକ ବିକାଶ ହେବା ସହିତ ଦେଶର…